Latest Odisha News

BREAKING NEWS

Yearly Archives

2022

ସୁରକ୍ଷା କର୍ମୀଙ୍କ ଗୁଳିରେ ଟଳିଲେ ରଜନୀ ବାଲା ହତ୍ୟାକାଣ୍ଡର ଅପରାଧୀ

କୁଲଗାମ: ଟାର୍ଗେଟ କିଲିଂ ଆଳରେ ନିରୀହ ଓ ସାଧାରଣ ନାଗରିକଙ୍କୁ ହତ୍ୟା କରୁଥିବା ଆତଙ୍କବାଦୀଙ୍କ କାଳ ସାଜିଛନ୍ତି ସୁରକ୍ଷା କର୍ମୀ । କିଛି ଦିନ ତଳେ ଜଣେ ବ୍ୟାଙ୍କ କର୍ମଚାରୀ ଓ ଶିକ୍ଷୟତ୍ରୀଙ୍କୁ ହତ୍ୟା କରିଥିବା ଲଶ୍କର ଏ ତୋଇବାର ୨ ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଗୁଳିରେ ସଫା ହୋଇଛନ୍ତି ।…

[ଦେଖନ୍ତୁ ଭିଡିଓ] ଆର୍ସେଲର ମିତ୍ତଲ-ନିପ୍ପନ ଷ୍ଟିଲର ନିର୍ମାଣ କାର୍ଯ୍ୟକୁ ବିରୋଧ, ପ୍ରଥମେ ଥଇଥାନ ଦାବି

ପାରାଦୀପ: ଜମି ନେଇଛ, ରୋଜଗାର ଦିଅ । ପ୍ରତିଶ୍ରୁତି ଦେଇଥିଲ, ଥଇଥାନ କର । ପାରାଦୀପ ଆର୍ସେଲର ମିତ୍ତଲ-ନିପ୍ପନ ଷ୍ଟିଲ କାରଖାନାର ପାଇପ୍ ଲାଇନ୍ ଓ ବନ୍ଧ ନିର୍ମାଣ କାର୍ଯ୍ୟକୁ ବିରୋଧ କରି ଏଭଳି ନାରା ଦେଇଛନ୍ତି ଗ୍ରାମବାସୀ । ସ୍ଥାନୀୟ ଗ୍ରାମବାସୀ ଓ ବିସ୍ଥାପିତ ହେବାକୁ ଥିବା ପରିବାରକୁ…

ଜମି ବିବାଦ : ଭାଇ ଗୁଳି ମାଡ଼ରେ ଭାଇ ଗୁରୁତର

ବ୍ରହ୍ମପୁର:ଜମିବାଡ଼ି ବିବାଦକୁ ନେଇ ଗଞ୍ଜାମ ଜିଲା ଖଲିକୋଟ ଥାନା ଅନ୍ତର୍ଗତ ଭିକାପଡ଼ା ଗ୍ରାମରେ ଗୁଳିକାଣ୍ଡ ଘଟିଛି । ଭାଇର ଗୁଳିମାଡ଼ରେ ଭାଇ ଗୁରୁରତ ଆହତ ହୋଇଛନ୍ତି । ଗୁରୁବାର ଦିନ ଦ୍ବିପହରରେ ଏହି ଘଟଣା ଘଟିଛି । ମିଳିଥିବା ସୂଚନା ଅନୁଯାୟୀ, ଭିକାପଡ଼ା ଗ୍ରାମର ବଡ଼ଦାଣ୍ଡ ସାହିରେ…

ପ୍ଲାଷ୍ଟିକ ବୋତଲ ଦେଲେ ଖାଦ୍ୟରେ ରିହାତି

ବ୍ରହ୍ମପୁର: ବ୍ରହ୍ମପୁରକୁ ପ୍ଲାଷ୍ଟିକ ମୁକ୍ତ ସହରରେ ପରିଣତ କରିବାକୁ ଆଉ ଏକ ନୂଆ ଉଦ୍ୟମ ଆରମ୍ଭ ହୋଇଛି । ପୁରୁଣା ବସ ଷ୍ଟାଣ୍ଡ ଠାରେ ରିଭର୍ସ ଭେଣ୍ଡିଂ ମଶିନ(ଆର୍‌ଭିଏମ୍‌)ନାମକ ଏକ ସ୍ୱତନ୍ତ୍ର ମେସିନ୍ ପ୍ରତିଷ୍ଠା କରାଯାଇଛି। ଯେଉଁଥିରେ ପ୍ଲାଷ୍ଟିକ, ପଲିଥିନ ଆଦି ପକାଇଲେ ବଦଳରେ ଏକ ରସିଦ…

[ଦେଖନ୍ତୁ ଭିଡିଓ] ରାହୁଲକୁ ମାରିଦେଲା କି ସାବତ ମାଆ ?

ପାରାଦୀପ: ୧୫ ବର୍ଷର ରାହୁଲ ଆତ୍ମହତ୍ୟା କରିଛି ନା ତାକୁ ହତ୍ୟା କରାଯାଇଛି । ପ୍ରାଥମିକ ତଦନ୍ତରୁ ପୋଲିସ କିଛି ସ୍ପଷ୍ଟ କରିନଥିବା ବେଳେ ସନ୍ଦେହ ଘନେଇବାରେ ଲାଗିଛି । ସାବତ ମାଆ କୁନିଙ୍କ ଅନୁସାରେ, ମଙ୍ଗଳବାର ସନ୍ଧ୍ୟାରେ ଝଗଡ଼ା ହୋଇଥିଲା । ଝଗଡ଼ା ପରେ ପୁଅ ଘର ଛାଡ଼ି ପଳାଇଥିଲା ।…

ଭାରତକୁ ଧମକ ଦେଲା ଆଇଏସକେ

ନୂଆଦିଲ୍ଲୀ: ନୁପୂର ଶର୍ମାଙ୍କ ବିବାଦୀୟ ବୟାନ ପରେ ଦେଶର କେତେକ ସ୍ଥାନରେ ଅଶାନ୍ତି ଉପୁଜିଥିଲା । ଏବେ ଏହି ଘଟଣାରେ ଆଫଗାନିସ୍ତାନର ଆତଙ୍କବାଦୀ ସଂଗଠନ ଆଇଏସକେ ଭାରତରେ ବୋମା ବିସ୍ଫୋରଣ କରିବ ବୋଲି ଧମକ ଦେଇଛି । ଭିଡିଓ ନ୍ୟୁଜ ବୁଲେଟିନ ମାଧ୍ୟମରେ ସେମାନେ ଏହି ଧମକ ଦେଇଛନ୍ତି । ପୂର୍ବରୁ…

ପ୍ରତିବର୍ଷ କିଏ ଲଗାଉଛି ନିଆଁ ? ଜଳିଗଲା ୭ ଏକରରୁ ଅଧିକ ଜଙ୍ଗଲ

ପୁରୀ: ବାଲୁଖଣ୍ଡ -କୋଣାର୍କ ଅଭୟାରଣ୍ୟର କୋଣାର୍କ ବନ୍ୟପ୍ରାଣୀ ବନାଞ୍ଚଳର କୁରୁଜଙ୍ଗ ସେକ୍ସନ୍ ଓ ରାମଚଣ୍ଡୀ ସେକ୍ସନ ଅଞ୍ଚଳରେ ଲାଗିଛି ନିଆଁ । ରାମଚଣ୍ଡୀ ଥାନା ପଛ ପଟେ ୩ ଏକର ଜଙ୍ଗଲ ପୋଡ଼ି ପାଉଁଶ ହୋଇଯାଇଛି । ଚମ୍ପାହର ଅଗ୍ନିଶମ କେନ୍ଦ୍ରର ଅଗ୍ନିଶମ କର୍ମଚାରୀ ଓ ବନ ବିଭାଗର ୨ ଜଣ…

ଉତ୍କଳ ସମ୍ମିଳନୀ ପକ୍ଷରୁ ଫକୀର ମୋହନଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳିତ

କଟକ : ଉତ୍କଳ ସମ୍ମିଳନୀ, କଟକ ପକ୍ଷରୁ ବ୍ୟାସକବି ଫକୀର ମୋହନ ସେନାପତିଙ୍କର ୧୦୪ତମ ଶ୍ରାଦ୍ଧ ବାର୍ଷିକୀ ତେଲେଙ୍ଗା ବଜାର ରଘୁନାଥଜୀଉ ମନ୍ଦିରଠାରେ ପାଳିତ ହୋଇଯାଇଛି। ଶରତ ଚନ୍ଦ୍ର ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରବି ରଞ୍ଜନ ସାହୁ ମୁଖ୍ୟ ଅତିଥି ଭାବରେ, ବିଚିତ୍ରା…

ବଡ଼ାପାଓ ପଲିଥିନରେ ୫ ଲକ୍ଷ ଟଙ୍କାର ସୁନା, ଡ୍ରେନରେ ରଖିଥିଲେ ମୂଷା

ମୁମ୍ବାଇ: ଡ୍ରେନରୁ ମିଳିଲା ୫ଲକ୍ଷ ଟଙ୍କାର ଅଳଙ୍କାର । ତାହା ପୁଣି ମୂଷାମାନଙ୍କ ନିକଟରୁ । ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ଏଭଳି ଘଟଣା ଘଚିଛି ମୁମ୍ବାଇରେ । ପୋଲିସ ମୁମ୍ବାଇର ଏକ ଡ୍ରେନରେ ଥିବା ମୂଷାଙ୍କ ଠାରୁ ଏକ ସୁନା ଅଳଙ୍କାର ବ୍ୟାଗ ଉଦ୍ଧାର କରିଛି । ଯେଉଁ ବ୍ୟାଗରେ ରହିଛି ୫ ଲକ୍ଷ…

ଅଗଷ୍ଟ ୧୧ରେ ଅକ୍ଷୟ, ଅମୀର ମଧ୍ୟରେ ମୁକାବିଲା

ମୁମ୍ବାଇ: ଅକ୍ଷୟ କୁମାରଙ୍କ ଆଗାମୀ ଫିଲ୍ମ ରକ୍ଷାବନ୍ଧନ ଅଗଷ୍ଟ ୧୧ରେ ରିଲିଜ ହେବ । ମେକର୍ସ ଏବଂ ଅକ୍ଷୟଙ୍କ ପକ୍ଷରୁ ଏ ନେଇ ଗୁରୁବାର ଘୋଷଣା କରାଯାଇଛି । ଅକ୍ଷୟଙ୍କ ସହ ଏହି ଫିଲ୍ମରେ ଭୂମି ପେଡେନକର ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଭିନୟ କରୁଛନ୍ତି । ଫିଲ୍ମର କାହାଣୀ ହିମାଂଶୁ ଶର୍ମା ଓ…