ଟି-20 ଶ୍ରେଷ୍ଠ ୧୦ ରେ ଇଶାନ
ଆଇସିସି ପକ୍ଷରୁ ସଦ୍ୟ ପ୍ରକାଶ ପାଇଥିବା ଟି୨୦ ବ୍ୟାଟ୍ସମ୍ୟାନ ତାଲିକାରେ ଇଶାନ କମାଲ କରିଛନ୍ତି । ଏଥିରେ ଇଶାନ କିଶନ ୬୮ଟି ସ୍ଥାନ ଉପରକୁ ଉଠି ୭ମ ସ୍ଥାନରେ ପହଞ୍ଚିଛନ୍ତି। ଈଶାନ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ଶୃଙ୍ଖଳାରେ ୩ଟି ମ୍ୟାଚରୁ ୨ଟି ଅର୍ଦ୍ଧଶତକ ସହ ୧୬୪ ରନ କରି ଏହି ସଫଳତା…