Latest Odisha News

BREAKING NEWS

Yearly Archives

2022

ଝିଅକୁ ଚେଙ୍କ ମାମଲା; ସାବତ ମା’ ଗିରଫ

ବ୍ରହ୍ମପୁର: କୁରକୁରେ ଖାଇବାକୁ ୫ ଟଙ୍କା ମାଗିବା ଯୋଗୁ ୮ ବର୍ଷର ଝିଅକୁ ଚେଙ୍କ ଦେବା ମାମଲାରେ ସାବତ ମାଆକୁ ବଡ଼ବଜାର ଥାନା ପୋଲିସ ସୋମବାର ଗିରଫ କରିଛି । ଘଟଣା ସମ୍ପର୍କରେ ପୀଡ଼ିତାଙ୍କ ମାମୁ ବଡବଜାର ଥାନାରେ ଅଭିଯୋଗ କରିବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇଛି । ରବିବାର ଝିଅକୁ…

ସ୍ୱଳ୍ପ ଗଳ୍ପ : ୱେଡିଙ୍ଗ୍ କେକ୍ ପ୍ରତୀକ ଓ ସ୍ୱାଦ

ଜ୍ୟୋତି ନନ୍ଦଙ୍କ ନିୟମିତ ସ୍ତମ୍ଭ ‘ସ୍ୱଳ୍ପ ଗଳ୍ପ’ ଭାଗ : ୨୫  ପ୍ରଥମରୁ କହିବାକୁ ଚାହିଁବି ୱେଡିଙ୍ଗ କେକ୍ ବିବାହ ଭଳି ଏକ ଉତ୍ସବମୁଖର ସମୟର ଏକ ଆନୁଷ୍ଠାନିକ ଉପଜ ସତ, ମାତ୍ର ସାମୁହିକ ଭାବରେ ନିଜର ଯୋଗଦାନ ତଥା ବିବାହ ଭଳି ଏକ ପବିତ୍ର ଉତ୍ସବରେ ନିଜର ଭାଗିଦାରୀକୁ…

ଧରାପଡ଼ିଲେ ଦରମା ଫେରାଇବେ ନକଲି ଶିକ୍ଷକ: ସମୀର ରଞ୍ଜନ ଦାଶ

ଭୁବନେଶ୍ୱର: ଛାଡ଼ ପାଇବେନି ନକଲି ଶିକ୍ଷକ । ରାଜ୍ୟରେ ୨୦୧୯ ମସିହାରୁ ନକଲି ଶିକ୍ଷକ ଧରପଗଡ଼ ଜୋରଦାର ହୋଇଛି । ଏବେ ସୁଦ୍ଧା ୧୦୦ରୁ ଅଧିକ ନକଲି ଶିକ୍ଷକ ଧରାପଡ଼ି ଜେଲ୍ ମଧ୍ୟ ଯାଇଛନ୍ତି । ସେହି ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରାଯିବ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ…

କାନପୁର ହିଂସା: ପୋଲିସ ପ୍ରସ୍ତୁତ କରୁଛି ଦଙ୍ଗାକାରୀଙ୍କ ତାଲିକା , ମାଗଣା ରାସନ୍ ଯୋଜନାରୁ କଟାଯିବ ନାଁ

କାନପୁର : କାନପୁରରେ ଦଙ୍ଗକାରୀଙ୍କ ବିରୋଧରେ କଡା ପଦକ୍ଷେପ ନେଇଛନ୍ତି ଏଠିକାର ରାଜ୍ୟ ସରକାର । ଜୁନ୍ ୩ ରେ ଜୁମା ପ୍ରାର୍ଥନା ପରେ ଘଟିଥିବା ହିଂସା ଘଟଣାରେ ସରକାରଙ୍କ କଠୋର ଆଦେଶ ପରେ ଉତ୍ତରପ୍ରଦେଶରେ ପୋଲିସ ଏବଂ ଜିଲ୍ଲା ପ୍ରଶାସନ ଦୁର୍ବୃତ୍ତଙ୍କ ବିରୋଧରେ ନିରନ୍ତର କାର୍ୟ୍ୟାନୁଷ୍ଠାନ…

ଦେଢ ବର୍ଷରେ ୧୦ ଲକ୍ଷ ନିଯୁକ୍ତି ଦେବା ଲକ୍ଷ୍ୟରେ ମୋଦୀ ସରକାର, ପ୍ରସ୍ତୁତ କଲେ ଆକ୍ସନ ପ୍ଲାନ୍

ନୂଆଦିଲ୍ଲୀ: ରୋଜଗାର ପ୍ରସଙ୍ଗରେ ଅନେକ ସମୟରେ ବିରୋଧୀଙ୍କ ପ୍ରଶ୍ନବାଣର ସମ୍ମୁଖୀନ ହେଉଥିବା ମୋଦୀ ସରକାର ବୋଧହୁଏ ଏହି ସଙ୍କଟକୁ ଦୂର କରିବା ପାଇଁ ଯୋଜନା ପ୍ରସ୍ତୁତ କରୁଛନ୍ତି। ପିଏମଓ ଦେଇଥିବା ସୂଚନା ଅନୁଯାୟୀ ଆସନ୍ତା ଦେଢ ବର୍ଷ ମଧ୍ୟରେ କେନ୍ଦ୍ର ସରକାର ସମସ୍ତ ବିଭାଗରେ ୧୦ ଲକ୍ଷ ପଦବୀ…

ମମତାଙ୍କ ପ୍ରସ୍ତାବକୁ ମନା କରିଦେଲେ ଶରଦ, ଆସନ୍ତାକାଲି ଦିଲ୍ଲୀରେ ବୈଠକ

ମୁମ୍ବାଇ: ଏନସିପି ସୁପ୍ରିମୋ ଶରତ ପାଓ୍ୱାର ହେବେ ରାଷ୍ଟ୍ରପତି ପ୍ରାର୍ଥୀ । ଏଭଳି ଏକ ଚର୍ଚ୍ଚା ଗତକାଲି ପାଖରୁ ଆରମ୍ଭ ହୋଇଥିଲା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୁଆଡେ ଏ ନେଇ ସମସ୍ତ ରଣନୀତି ପ୍ରସ୍ତୁତ କରିବା ସହିତ ବିରୋଧୀ ଦଳଙ୍କ ସହ କଥା ହେବା ଆରମ୍ଭ କରି ଦେଇଛନ୍ତି।…

ଆଜି ପହିଲି ରଜ : ଦୁଇ ବର୍ଷ ପରେ ପୁଣି ଥରେ ଗାଁ ଆମ୍ବ ତୋଟାରେ ଝୁଲୁଛି ଦୋଳି, ଘରେ ଘରେ ପିଠାପଣାରେ ଆସର

ଭୁବନେଶ୍ବର: କରୋନା କାୟା ଥମିବାପରେ ଦୁଇ ବର୍ଷ ପରେ ପୁଣି ଶୁଭିଛି ରଜ ଦୋଳି ଗୀତ। ପୁଣି ସମସ୍ତେ ବେଶ ଧୁମଧାମରେ ପାଳୁଛନ୍ତି ରଜ। ଏଥର ରଜ ସଜବାଜ ଖୁବ ଜମୁଛି ଓଡିଶାର ଗଣପର୍ବ ରଜ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା…

ରାହୁଲ ନିକଟରେ ଉଦ୍ଧାରକାରୀ ଦଳ: ଆଉ ମାତ୍ର କିଛି ସମୟର ଅପେକ୍ଷା

ଛତିଶଗଡ଼ : ଆଉ ମାତ୍ର କିଛି ସମୟର ଅପେକ୍ଷା  । ୮୦ ଫୁଟ ଗାତ ପାଖରେ ପହଁଚିଛି ଉଦ୍ଧାରକାଳୀ ଦଳ । ଆଉ ମାତ୍ର କିଛି ସମୟର ଅପେକ୍ଷା । କୋଟି କୋଟି ଲୋକଙ୍କ ପ୍ରାର୍ଥନା  ।  ଦୀର୍ଘ ୪ ଦିନର ଅହରହ କସରତ ପରେ ଉଦ୍ଧାରକାରୀ ଦଳ ରାହୁଲ ପାଖରେ ପହଁଚିବାକୁ ଯାଉଛନ୍ତି  । ସୂଚନା ଦେଇଛନ୍ତି ଚମ୍ପା…

ସ୍ନାନବେଦୀରେ ଶ୍ରୀଜିଉ, ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ

ପୁରୀ: ଆଜି ଜ୍ୟେଷ୍ଠ ମାସର ପବିତ୍ର ପୂର୍ଣ୍ଣମୀ ତିଥି ।  ସ୍ନାନ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାବାହୁ । ଆଜି  ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ । ଏଥିପାଇଁ ବିଳମ୍ବିତ ରାତିରୁ ଆରମ୍ଭ ହୋଇଛି ସ୍ବତନ୍ତ୍ର ନୀତିକାନ୍ତି  । ରାତି ୩ଟା ୩୦ରୁ ମଙ୍ଗଳାର୍ପଣ ହୋଇ ୪ଟାରୁ…

ସ୍ନାନମଣ୍ଡପରେ ବିଜେ ହେଲେ ମହାପ୍ରଭୁ

ପୁରୀ : ରତ୍ନ ବେଦି ଛାଡି ସ୍ନାନ ବେଦୀରେ ମହାପ୍ରଭୁ । ଭକ୍ତମାନଙ୍କୁ ଦର୍ଶନ ଦେବା ପାଇଁ ଅତି ସୁନ୍ଦର ଭାବେ ଲୀଳା କରି ସ୍ନାନବେଦିକୁ ଆସିଛନ୍ତି ଚତୁର୍ଧାମୂରତି । ଦୁଇ ବର୍ଷ ପରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରାରେ ଭକ୍ତମାନେ ସାମିଲ ହୋଇଛନ୍ତି । ମହାପ୍ରଭୁ ଆଜି 108 ଗରା ଜଳରେ ସ୍ନାନ କରିବେ…