Latest Odisha News

BREAKING NEWS

Yearly Archives

2022

ବେଟିଂ ବିଜ୍ଞାପନ ନେଇ ଆଡଭାଇଜରି ଜାରି କଲା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ

ନୂଆଦିଲ୍ଲୀ: ବେଟିଂକୁ ପ୍ରୋତ୍ସାହନ ଦେଉଥିବା ବିଜ୍ଞାପନ ମନା । ଏନେଇ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଜାରି କରିଛି ଆଡଭାଇଜରି । ମୁଦ୍ରିତ, ବୈଦ୍ୟୁତିକ ଓ ଡିଜିଟାଲ୍ ଗଣମାଧ୍ୟମ ପାଇଁ ଆଡଭାଇଜରି ଜାରି କରାଯାଇଛି । ଦେଶର ଅଧିକାଂଶ ସ୍ଥାନରେ ବେଟିଂ ବା ଜୁଆ ଖେଳ ବେଆଇନ୍ ଅଟେ ।…

ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁପ୍ରିୟା ପଟେଲ

- ଦେବଦତ୍ତ ରଥ ଭୁବନେଶ୍ୱର: କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଅନୁପ୍ରିୟା ପଟେଲ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି । ସେ ମୋଦି ସରକାରଙ୍କ ୮ ବର୍ଷ ପୂର୍ତ୍ତି ଅବସରରେ ବିଜେପି ପକ୍ଷରୁ ଚାଲିଥିବା "ସେବା, ସୁଶାସନ ଓ ଗରିବ କଲ୍ୟାଣ ପର୍ବ"ର ବିଭିନ୍ନ…

ପୁରୁଷଙ୍କ ପାଇଁ ସିଗାରେଟ ଟାଣିବା ଆଣିପାରେ ଭୟଙ୍କର ବିପଦ!

ଭୁବନେଶ୍ବର: ଆପଣ ସିଗାରେଟ ଟାଣୁଛନ୍ତି କି? ଯଦି ହଁ ତେବେ ସତର୍କ ହୋଇଯାଆନ୍ତୁ । କାରଣ ଏହା ଆପଣଙ୍କ ପାଇଁ ଏବଂ ଆପଣଙ୍କ ପରିବାର ପାଇଁ ଏକ ସତର୍କ ଘଣ୍ଟି ହୋଇପାରେ । ଏହା ଆମେ କହୁନୁ ବୈଜ୍ଞାନିକମାନେ ଗବେଷଣାରୁ ଏଭଳି ତଥ୍ୟ ଜାଣିବାକୁ ପାଇଛନ୍ତି  । ପରୀକ୍ଷାରୁ ଜଣାପଡିଛି ଯେ ଯେଉଁ…

[ଦେଖନ୍ତୁ ଭିଡିଓ] ପୁରୀ ଶ୍ରୀମନ୍ଦିର ସମ୍ପର୍କରେ ବିବାଦୀୟ ବୟାନ ଦେଇ ଫସିଲେ ଓୱେସୀ :ପୁରୀ ଥାନାରେ ମାମଲା

ପୁରୀ  : ହାଇଦ୍ରାବାଦ ସାଂସଦ ତଥା ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ୍ ଓୱେସୀଙ୍କ ବିରୋଧରେ ପୁରୀ ଥାନାରେ ଏତଲା । ଜଗନ୍ନାଥ ମନ୍ଦିରକୁ ନେଇ ୱେବେସୀ ଏକ ସଭାରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ । ଏହାକୁ ନେଇ ଜଗନ୍ନାଥ ସେନା ଓ ଯୁବ ଅଧିବକ୍ତା ସଂଘ ସିଂହଦ୍ୱାର ଥାନାରେ ଓୱେସୀଙ୍କ ବିରୋଧରେ ଏତଲା…

ନିଅଣ୍ଟିଆ ବର୍ଷାକୁ ନେଇ ଚିନ୍ତାରେ ଚାଷୀ

ଭୁବନେଶ୍ୱର: ରଜରେ ଓଡ଼ିଶା ଛୁଇଁବ ମୌସୁମୀ । ହେଲେ ତା ପୂର୍ବରୁ ନିଅଣ୍ଟିଆ ବର୍ଷା ଚାଷୀଙ୍କୁ ଆତଙ୍କିତ କଲାଣି । ପାଣିପାଗ ବିଭାଗର ସୂଚନା ପ୍ରକାର ଜୁନ୍ ୧ରୁ ୧୨ ମଧ୍ୟରେ ରାଜ୍ୟରେ ୧୦.୭ ମିମି ବର୍ଷା ରେକର୍ଡ କରାଯାଇଛି । ଯାହାକି ସ୍ୱାଭାବିକ ବର୍ଷା ୫୦.୮ ମିମି ତୁଳନାରେ ୭୯% କମ୍ ରହିଛି ।…

[ଦେଖନ୍ତୁ ଭିଡିଓ] ୭୦ ଘଣ୍ଟା ହେଲା ୮୦ ଫୁଟ୍ ତଳେ ଫସିଛି ରାହୁଲ୍, ଉଦ୍ଧାର କାର୍ଯ୍ୟ ଜାରି

ରାୟପୁର: ବୋରୱେଲରୁ ମୁକୁଳିବ ରାହୁଲ । ସଫଳ ହେବ ୭୦ ଘଣ୍ଟାର ଅପରେସନ୍ । ସମୟ ଗଡ଼ିବା ସହ ସସପେନ୍ସ ବଢ଼ୁଛି । ଶେଷ ପର୍ଯ୍ୟାୟରେ ପହଞ୍ଚିଛି ରାହୁଲ ରେସ୍କ୍ୟୁ ଅପରେସନ୍ । ଛତିଶଗଡ଼ର ଜାଞ୍ଜଗିରିର ଏକ ଗାଁରେ ଦୀର୍ଘ ୭୦ ଘଣ୍ଟା ହେଲା ବୋରୱେଲରେ ଫସିଛି ୧୦ ବର୍ଷର ରାହୁଲ । ଏନଡିଆରଏଫ୍,…

[ଦେଖନ୍ତୁ ଭିଡିଓ] ଅବକାରୀ ବିଭାଗର ଚଢାଉ, ମହୁଲି ମଦ ଜବତ ସହ ୨ ଗିରଫ

ରାୟଗଡା:  ଅବକାରୀ ବିଭାଗର ଚଢାଉ। ୪ହଜାର ଲିଟରରୁ ଅଧିକ ମହୁଲ ପୋଚ ଜବତ ହୋଇଥିବା ବେଳେ ୩୧୫ଲିଟର ଦେଶୀ ମଦ ଜବତ ହୋଇଛି। ଘଟଣାରେ ସମ୍ପୃକ୍ତି ନେଇ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ। ଗୁଣପୁର ରେଞ୍ଜରେ ଚଢାଉ କରାଯାଇ ସେଠାରୁ ଏହି ସବୁ ମହୁଲି ମଦ ସହିତ ଦେଶୀ ମଦ ଜବତ…

ରଜରେ ପାନଖିଆ ଏକ ନିଆରା ଓଡ଼ିଆ ପରମ୍ପରା…

- ଦେବଦତ୍ତ ରଥ ଆସନ୍ତା କାଲିଠାରୁ ଆରମ୍ଭ ହୋଇଯିବ ରଜ । କାଲି ପହଲି ରଜ ପୂର୍ବରୁ ଆଜିଠାରୁ ଆରମ୍ଭ ହୋଇଗଲାଣି ରଜ ପାଇଁ ସଜବାଜ । ରଜରେ ପାନଖିଆ ଏକ ନିଆରା ଓଡ଼ିଆ ପରମ୍ପରା । ପ୍ରୀତିର ବନ୍ଧନ ହେଉଛି ପାନ। ପ୍ରୀତି, ପ୍ରେମ, ବନ୍ଧୁତାକୁ ଆଦି ଛଅଟି ଲକ୍ଷଣ ନିର୍ଦ୍ଧାରିତ କରାଯାଇଛି । ଦିଏ,…

ଟ୍ରେନରେ ଋଷିକେଶକୁ ଗଞ୍ଜେଇ ଚାଲାଣ ବେଳେ ଜଣେ ଗିରଫ

ଭୁବନେଶ୍ୱର: ଟ୍ରେନରେ ଗଞ୍ଜେଇ ଚାଲାଣ । ପୁରୀ-ଋଷିକେଶ ଉତ୍କଳ ‌ଏକ୍ସେପ୍ରେସରେ ଗଞ୍ଜେଇ ଚାଲାଣ ବେଳେ ୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରାଯାଇଛି । ଖୋର୍ଦ୍ଧା ଷ୍ଟେସନରୁ ଟ୍ରେନରେ ହରିଦ୍ୱାର ଯିବା ପାଇଁ ଯୋଜନା ବେଳେ ବାଟରୁ ଅଭିଯୁକ୍ତକୁ ଧରିଛି ରେଲୱେ କ୍ରାଇମବ୍ରାଞ୍ଚ, ଆରପିଏଫ୍ ଏସଟିଏଫ୍ ।…

[ଦେଖନ୍ତୁ ଭିଡିଓ] ରାହୁଲ ଗାନ୍ଧୀଙ୍କୁ ଇଡି ଜେରାକୁ ବିରୋଧ, ଭୁବନେଶ୍ୱର ଇଡି ଅଫିସ୍ ଆଗରେ କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର: ନ୍ୟାସନାଲ୍ ହେରାଲ୍ଡ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରାହୁଲ ଗାନ୍ଧୀଙ୍କୁ ଜେରା କରିଛି । ଯାହାର ବିରୋଧ କରିଛି ଦଳ । ରାହୁଲଙ୍କୁ ଇଡିର ଜେରାକୁ ବିରୋଧ କରି ଓଡ଼ିଶା କଂଗ୍ରେସ ପକ୍ଷରୁ ଭୁବନେଶ୍ୱର ଇଡି କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ନେତା ଓ…