Latest Odisha News

BREAKING NEWS

Yearly Archives

2022

[ଦେଖନ୍ତୁ ଭିଡିଓ] ଜଳିଗଲା କୋଟିକୋଟି ଟଙ୍କାର ପାଣି ପାଇପ

ସୁବର୍ଣ୍ଣପୁର  : ଜଳିଗଲା କୋଟିକୋଟି ଟଙ୍କାର ପାଣି ପାଇପ । ସୁବର୍ଣ୍ଣପୁର ଜିଲ୍ଲା ବେହେରାମାଲ ପଞ୍ଚାୟତ ଲଙ୍ଗଳକଣ୍ଟା ଗାଁରେ ଏମିତି ଦୃଶ୍ୟ ଦେଖିବାକୁ ମିଳିଛି । କେହି ବିଲରେ ନଡା ପୋଡିବା ପାଇଁ ନିଆଁ ଲଗାଇଥିବା ବେଳେ ପାଖରେ ଥିବା ମେଗା ପାଣି ପ୍ରୋଜେକଟ ପାଇଁ ଗଛିତ ଥିବା RWSSର କୋଟିକୋଟି…

[ଦେଖନ୍ତୁ ଭିଡିଓ] ନବୀନଙ୍କ ବିଦେଶ ଗସ୍ତକୁ ନେଇ ବିଜେପି, ବିଜେଡି ମୁହାଁମୁହିଁ

ଭୁବନେଶ୍ୱର: ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋମ୍ ଯିବେ, ପୋପଙ୍କୁ ଭେଟିବେ । ଯାହାକୁ ନେଇ ଆରମ୍ଭ ହୋଇଛି ରାଜନୀତି । ତେବେ ନିର୍ଦ୍ଦିଷ୍ଟ କେଉଁ ତାରିଖରେ ମୁଖ୍ୟମନ୍ତ୍ରୀ ବିଦେଶ ଗସ୍ତରେ ଯିବେ ଜଣାପଡ଼ିନାହିଁ । କୁହାଯାଉଛି ମୁଖ୍ୟମନ୍ତ୍ରୀ ୧୦ ଦିନ ପାଇଁ ବିଦେଶ…

ରାଧା ହିଁ କୃଷ୍ଣ ହିଁ ରାଧା: ଯେବେ ରୁକ୍ମିଣୀ ନେବାକୁ ଚାହିଁଲେ ରାଧାରାଣୀଙ୍କ ପ୍ରେମ ପରୀକ୍ଷା…

- ଦେବଦତ୍ତ ରଥ ଦିନେ ରୁକ୍ମିଣୀ ଭୋଜନ ପରେ ଶ୍ରୀକୃଷ୍ଣଙ୍କୁ କ୍ଷୀର ପିଇବାକୁ ଦେଲେ। କ୍ଷୀର ଗରମ ଥିବା ହେତୁ ଏହା ଶ୍ରୀକୃଷ୍ଣଙ୍କ ହୃଦୟରେ କଷ୍ଟ ଅନୁଭୂତ ହେଲା ଏବଂ ତାଙ୍କ ଶ୍ରୀମୂଖରୁ ବାହାରିଲା, “ହେ ରାଧେ”! ରୁକ୍ମିଣୀ କହିଲେ, ହେ ପ୍ରଭୁ, ରାଧାଜୀଙ୍କ ଠାରେ ଏପରି କ’ଣ ଅଛି ଯେ ଆପଣଙ୍କ…

ପୁଣି କେଶରୀ ମଲରେ ଲାଗିଲା ନିଆଁ । ଫ୍ୟାନରେ ସଟସର୍କିଟ୍ କାରଣରୁ ନିଆଁ ଲାଗିଥିବା ସୂଚନା

ଭୁବନେଶ୍ୱର : କେଶରୀ ମଲରେ ଅଗ୍ନିକାଣ୍ଡ । ଭୁବନେଶ୍ୱର କେଶରୀ ମଲରେ ଲାଗିଲା ନିଆଁ । ଗତ କିଛି ମାସ ତଳେ କେଶରୀ ମଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ବେଳେ ଆଜି ପୁଣି କେଶରୀ ମଲରେ ଅଗ୍ନିକାଣ୍ଡ ଘଟିଛି । କେଶରୀ ମଲରେ ଥିବା ଏକ ଦୋକାନରେ ପ୍ରଥମେ ନିଆଁ ଲାଗିଥିଲା । ପରେ ଅନ୍ୟଆଡକୁ…

ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ଭାସିଗଲେ ପର୍ଯ୍ୟଟକ

ପୁରୀ  : ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ପୁଣି ଭାସିଗଲେ ପର୍ଯ୍ୟଟକ । ଗଭୀର ସମୁଦ୍ରକୁ ଭାସିଗଲେ ଯୁବକ । ନିଖୋଜ ଯୁବକ ହେଉଛନ୍ତି ପଶ୍ଚିମ ବଙ୍ଗ ଚବିଶ ପ୍ରଗଣାର ଉଜ୍ବଳ ଦାସ। ଆଜି ସକାଳେ ଉଜ୍ବଳ ପୁରୀ କାମେଲିଆ ସମ୍ମୁଖ ବେଳାଭୂମିରେ ସ୍ନାନ କରୁଥିବା ସମୟରେ ଭାସି ଯାଇଥିଲେ। ସେଠାରେ…

କମ୍ବିଂ ଅପରେସନ୍ ବେଳେ ବାଇକରୁ ଖସି BSF କମାଣ୍ଡାଣ୍ଟଙ୍କ ମୃତ୍ୟୁ

କାଲିମେଳା: କମ୍ବିଂ ଅପରେସନ୍ ବେଳେ ଚାଲିଗଲା ବିଏସ୍ଏଫ କମାଣ୍ଡାଣ୍ଟଙ୍କ ଜୀବନ । ବାଇକରେ କମ୍ବିଂ ପାଇଁ ଯିବାବେଳେ ଖସି ପଡ଼ି ବିଏସ୍ଏଫ କମାଣ୍ଡାଣ୍ଟ ରାକେଶ କୁମାରଙ୍କ ମୃତ୍ୟୁ ହୋଇଛି । ବିଏସଏଫ ୬୭ ବାଟାଲିୟନରେ କାଲିମେଳା ଏମପିଭିରେ-୨୧ରେ ମୁତୟନ ଥିଲେ ରାକେଶ । ସାଥି ଯବାନଙ୍କ ସହିତ ରବିବାର…

ଅପରାହ୍ନ ୩ଟାରେ ଖୋଲିବ ବାରବାଟୀର ସବୁ ଗେଟ୍, ଏବେଠାରୁ ଜମିଲାଣି କ୍ରୀଡାପ୍ରେମୀଙ୍କ ଭିଡ଼

କଟକ: ଭାରତ- ଦକ୍ଷିଣ ଆଫ୍ରିକା ମ୍ୟାଚ୍‌ ଦେଖିବା ପାଇଁ ଅପରାହ୍ଣ ୩ଟାରୁ ଷ୍ଟାଡିୟମ୍‌ର ସମସ୍ତ ଗେଟ୍‌ ଖୋଲାଯିବ । ଟିକେଟ୍‌ରେ ଉଲ୍ଲେଖ ଥିବା ଗେଟ୍‌ ନମ୍ବର ଅନୁସାରେ ଦର୍ଶକ ଷ୍ଟାଡ଼ିୟମ୍‌କୁ ପ୍ରବେଶ କରିବେ । ଟିକେଟ୍‌ ଯାଞ୍ଚ୍‌ କଡ଼ାକଡ଼ି ହେବ । ଯାଞ୍ଚ୍‌ ସମୟରେ ଜାଲ୍‌ ଟିକେଟ୍‌ ଧରାପଡ଼ିଲେ…

ପଶ୍ଚିମବଙ୍ଗରେ ନିୟନ୍ତ୍ରଣକୁ ଆସୁନି ହିଂସା : ୧୪୪ ଧାରା ଲାଗୁ

ଦିଲ୍ଲୀ: ପୈଗମ୍ବର ମହମ୍ମଦଙ୍କୁ ନେଇ ବିଜେପି ନେତ୍ରୀ ନୂପୁର ଶର୍ମାଙ୍କ ବିବାଦୀୟ ମନ୍ତବ୍ୟ ପରେ ଶନିବାରଠାରୁ ହିଂସା ଜାରି ରହିଛି । ହାଓଡାରେ ପ୍ରଦର୍ଶନକାରୀଙ୍କ ଦ୍ୱାରା ପଥର ମାଡ ସହ ବ୍ୟାପକ ପୋଡାଜଳା ହେବା ଘଟଣା ପରେ ଅଧିକାଂଶ ଇଲାକାରେ ୧୪୪ ଲାଗୁ ହୋଇଛି । ହାଓଡାରେ ପରିସ୍ଥିତି…

ଆଜି ପବିତ୍ର ଚମ୍ପକ ଦ୍ୱାଦଶୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଗୁଆଲି ନୀତି

ପୁରୀ :  ଆଜି ପବିତ୍ର ଚମ୍ପକ ଦ୍ୱାଦଶୀ । ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ଗୁଆଲି ନୀତି । ଚମ୍ପକ ଦ୍ୱାଦଶୀ ଥିବାରୁ ମହାପ୍ରଭୁଙ୍କ ଗୁଆଲି ଯାତ୍ରା ବେଶ ଆଡମ୍ବରପୂର୍ଣ୍ଣ ଭାବେ ସମ୍ପୂର୍ଣ୍ଣ ହେବ । ପାଲିଙ୍କିରେ ଶ୍ରୀମଦନ ମୋହନ ଓ ଶ୍ରୀଦେବୀ ନଗର ପରିକ୍ରମା କରିବେ । ଗତ ୨ ବର୍ଷ ହେବ କରୋନା…

ବାରବାଟି ଲଢ଼େଇ : ଜିତିବୁ କହିଲେ ଭୁବନେଶ୍ବର

ଭୁବନେଶ୍ବର:  ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-ଟ୍ୱେଣ୍ଟି ସିରିଜର ଦ୍ୱିତୀୟ ମ୍ୟାଚ୍ ଆଜି  ସଂଧ୍ୟା 7ଟାରେ ବାରବାଟିରେ ଖେଳାଯିବ । ଏଥିପାଇଁ ବାରବାଟିରେ ଉତ୍ସବର ମାହୋଲ ସୃଷ୍ଟି ହୋଇଛି । ସାରା ରାଜ୍ୟରୁ କ୍ରିକେଟ ପ୍ରଶଂସକମାନେ ଏକତ୍ରିତ ହୋଇଛନ୍ତି ।…