Latest Odisha News

BREAKING NEWS

Yearly Archives

2022

ଜାମୁନୀ ଗାଁରେ ଗୋଷ୍ଠୀ ସଂଘର୍ଷ; ଜଣେ ମୃତ

ବ୍ରହ୍ମପୁର: ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜାମୁନୀ ଗାଁରେ ଗୋଷ୍ଠୀ ସଂଘର୍ଷ । ଗୋଷ୍ଠୀ ସଂଘର୍ଷରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ଜଣକ ହେଲେ ଜାମୁନୀ ଗାଁର ଯୋଗେଶ ବେହେରା।ଗୁରୁତର ହୋଇଥିବା ଅଜିତ ପାଣିଗ୍ରାହୀ ବ୍ରହ୍ମପୁର ଏମକେସିଜି…

ବିମାନବନ୍ଦରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଯାଞ୍ଚ କଲେ ଅଗ୍ନିଶମ ଡିଜି

ଭୁବନେଶ୍ୱର: ବିମାନବନ୍ଦରରେ ନିଆଁ ଲାଗିଲେ କଣ ହେବ ? ତୁରନ୍ତ ସମସ୍ତଙ୍କୁ ଉଦ୍ଧାର କରାଯାଇ ପାରିବ ତ ? ନିଆଁ ଲିଭାଇବା ପାଇଁ କଣ ରହିଛି ବ୍ୟବସ୍ଥା ? ଭୁବନେଶ୍ୱର ବିମାନବନ୍ଦରରେ ଏସବୁର ଅନୁଧ୍ୟାନ କରିଛନ୍ତି ଅଗ୍ନିଶମ ଡିଜି ଏସ୍.କେ ଉପାଧ୍ୟାୟ । ଏୟାରପୋର୍ଟ ନିର୍ଦ୍ଦେଶକଙ୍କ ଉପସ୍ଥିତିରେ…

ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା, ରାତିରୁ ରାଜପଥ ଅବରୋଧ

ସୋନପୁର: ସୋନପୁର-ସମ୍ବଲପୁର ରାଜ୍ୟ ରାଜପଥରେ ଯାତାୟତ ଠପ୍ । ମଙ୍ଗଳବାର ରାତିରୁ ରାସ୍ତା ଅବରୋଧ କରିଛନ୍ତି ନାୟକପଡ଼ା ଗ୍ରାମବାସୀ । ଗତକାଲି ସନ୍ଧ୍ୟାରେ ଏକ ଘରୋଇ ଯାତ୍ରୀବାହୀ ବସ ନାୟକପଡ଼ାର ଅଭିମନ୍ୟୁ ସାହୁଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ଅଭିମନ୍ୟୁଙ୍କ ମୃତ୍ୟୁ ହୋଇଥିଲା ।…

୧୨ କେଜିରୁ ଅଧିକ ଓଜନର ବଜ୍ରକାପ୍ତା ଉଦ୍ଧାର, ଜଣେ ଗିରଫ

ଭୁବନେଶ୍ୱର: ଥମୁନି ବନ୍ୟଜନ୍ତୁ ତସ୍କରୀ । ପୁଣି ଉଦ୍ଧାର ହେଲା ବଜ୍ରକାପ୍ତା । ଏଥର ବୌଦ୍ଧରୁ ଉଦ୍ଧାର ହୋଇଛି ୧୨ କେଜି ୪୦୦ ଗ୍ରାମର ବଜ୍ରକାପ୍ତା । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଏସଟିଏଫ୍ ଓ ବୌଦ୍ଧ ବନ ବିଭାଗ ଅଧିକାରୀ କଣ୍ଟାମାଳ-ବାଲିଗୁଡ଼ା ରାସ୍ତାର ଖୁଣ୍ଟିଗୁରା ଗାଁରେ ରେଡ୍ କରିଥିଲେ ।…

୦.୫୦ ପ୍ରତିଶତ ରେପୋ ରେଟ୍ ବଢ଼ାଇଲା RBI, ମହଙ୍ଗା ହେବ ଋଣ ଓ ଇଏମ୍ଆଇ

ମୁମ୍ବାଇ: ପୁଣି ବଢ଼ିଲା ରେପୋ ରେଟ୍ । ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ପୁଣି ଥରେ ରେପୋ ରେଟ୍ ବୃଦ୍ଧି କରିଛନ୍ତି । ବୁଧବାର ରେପୋ ରେଟ୍ ୫୦ ବେସିସ୍ ପଏଣ୍ଟ ବୃଦ୍ଧି ପାଇ ୪.୯୦ ପ୍ରତିଶତ ହୋଇଛି । ମାସକ ମଧ୍ୟରେ ଲଗାତାର ଦ୍ୱିତୀୟ ଥର ପାଇଁ ରେପୋ ରେଟ୍ ବଢ଼ିଛି ।…

ପୁଣି ଶ୍ରୀମନ୍ଦିରର ଭିତର ଫଟୋ ସୋସିଆଲ୍‌ ମିଡିଆରେ ଭାଇରାଲ୍

 ପୁରୀ : ପୁଣି ଶ୍ରୀମନ୍ଦିରର ଭିତର ଫଟୋ ସୋସିଆଲ୍‌ ମିଡିଆରେ ଭାଇରାଲ୍ ହୋଇଛି । କୋଇଲି ବୈକୁଣ୍ଠ ଓ ନୃସିଂହ ମନ୍ଦିର ପାଖରେ ସେଲ୍‌ଫି ଉଠାଇ ଜଣେ ଭକ୍ତ ଫେସ୍‌ବୁକ୍‌ରେ ଫଟୋ ପୋଷ୍ଟ କରିଛନ୍ତି । ପୁଣି ଶ୍ରୀମନ୍ଦିରର ଭିତର ଫଟୋ ସୋସିଆଲ୍‌ ମିଡିଆରେ ଭାଇରାଲ୍ ହୋଇଛି । ଫେସ୍‌ବୁକ୍‌ରେ ସଞ୍ଜୟ…

ଗୁଳୁଗୁଳିରେ ସନ୍ତୁଳି ହେବ ଉପକୂଳ, ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର: ତାତିରୁ ନାହିଁ ଆଶ୍ୱସ୍ତି । ଉତ୍ତପ୍ତ ଶୁଷ୍କ ବାୟୁ ପ୍ରଭାବରେ ପଶ୍ଚିମ ଓଡ଼ିଶା ତାତିରେ ସିଝିବ । ଅନ୍ୟପଟେ ଉଚ୍ଚ ଆଦ୍ରତା ପ୍ରଭାବରେ ଉପକୂଳରେ ପ୍ରବଳ ଗୁଳୁଗୁଳିଆ ଅନୁଭୂତ ହେବ । ଗ୍ରୀଷ୍ମ ପ୍ରବାହ, ଗୁଳୁଗୁଳି ସହ କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବା ନେଇ ଆକଳନ କରିଛି…

ଗାଡ଼ି ଚାଳନା ବେଳେ ମୋବାଇଲରେ ଗପି ଜରିମାନା ଦେଲେ ୨୩ ଜଣ, ବାତିଲ୍ ହେବ ଡିଏଲ୍

କୋରାପୁଟ: କଣ ଆପଣ ମଧ୍ୟ ମୋବାଇଲରେ ଗପି ଗପି ଗାଡ଼ି ଚଳାଉଛନ୍ତି । ଯଦି ହଁ ତେବେ ସାବଧାନ ହୋଇ ଯାଆନ୍ତୁ । ନଚେତ୍ ଜରିମାନା ଦେବା ସହ ବାତିଲ୍ ହୋଇଯିବ ଆପଣଙ୍କ ଡ୍ରାଇଭିଂ ଲାଇସେନ୍ସ । କୋରାପୁଟ ଟାଉନ୍ ଥାନା ପୋଲିସ ପକ୍ଷରୁ ଚେକିଂକୁ ଜୋରଦାର କରାଯାଇଛି । ବିଭିନ୍ନ ସ୍ଥାନରେ ପୋଲିସ ଚେକିଂ…

ଚିକିତ୍ସା ବିଜ୍ଞାନର ବଡ଼ ସଫଳତା, ଔଷଧ ଖାଇ କ୍ୟାନସର ମୁକ୍ତ ହେଲା ମଣିଷ !

ନୂଆଦିଲ୍ଲୀ: କର୍କଟ ରୋଗ ବା କ୍ୟାନସର ଏକ ଏମିତି ରୋଗ ଯାହା ନାଁ ଶୁଣିଲେ ପ୍ରାୟତଃ ଅଧିକାଂଶଙ୍କର ମୃତ୍ୟୁ ହେବାର ସମ୍ଭାବନା ଅଧିକ ଥାଏ। ଯେଉଁ ଆକ୍ରାନ୍ତ ବ୍ୟୟବହୁଳ ଚିକିତ୍ସା ନେଇଥିବେ ତାହାଲେ ହୁଏତ ସିଏ ଆଉ କିଛି ଦିନ ଅଧିକ ବଞ୍ଚିଯିବାର ସମ୍ବାବନା ଥାଏ। ତେଣୁ ଏହି ରୋଗକୁ ମାରାତ୍ମକ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୯୭  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଙ୍କ ବିଷ୍ଣୁ ସ୍ୱରୂପତା ସର୍ବୋତ୍ତ ଭାବେ ଗ୍ରହଣୀୟ। ଶ୍ରୀମନ୍ଦିର ଚୂଡାରେ ଅଙ୍କିତ ରମାନନ୍ଦୀ ଚିତା ମଧ୍ୟ ସାର୍ବଜନିନ ଭାବେ ଏହାକୁ ବିଷ୍ଣୁ ଆରାଧିତ ମନ୍ଦିର…