ଅନୁବାଦ ଗଳ୍ପ : ପାକିସ୍ତାନ ଜିନ୍ଦାବାଦ
ସ୍ୱାଧୀନତାର ସ୍ୱାଦ ଓ ବିଭାଜନର ସ୍ମୃତି : ଗଳ୍ପ ୩୭
ମୂଳ ପଞ୍ଜାବୀ: କର୍ତ୍ତାର ସିଂହ ଡୁଗ୍ଗଲ
ତା’ର ଅସଲ ନାଁ ରାମ ରାକ୍ଷୀ । କିନ୍ତୁ ଏବେ ତା ନାଁ ବଦଳେଇ ଦିଆଯାଇଥିଲା ଆଲ୍ଲା ରାକ୍ଷୀ । ତେବେ ଏଭଳି ନାମ ପରିବର୍ତ୍ତନ
ପୂର୍ବରୁ ଓ ପରେ ସମସ୍ତେ ତାକୁ କେବଳ ‘ରାକ୍ଷୀ’ ନାଁରେ ହିଁ…