ବ୍ରଜରାଜନଗର ଉପନିର୍ବାଚନ: ଅପରାହ୍ନ ୩ଟା ସୁଦ୍ଧା ୫୭ ପ୍ରତିଶତ ମତଦାନ
ଝାରସୁଗୁଡ଼ା: ବ୍ରଜରାଜନଗର ବିଧାନସଭା ଉପନିର୍ବାଚନରେ ଅପରାହ୍ନ ୩ଟା ସୁଦ୍ଧା ୫୭% ଭୋଟ୍ ଗ୍ରହଣ କରାଯାଇଛି । ଝାରସୁଗୁଡ଼ା ଉପଜିଲ୍ଲାପାଳ ଏହି ସୂଚନା ଦେଇଛନ୍ତି । ଏହି ନିର୍ବାଚନ ପ୍ରକ୍ରିଆରେ ୧୧ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ଏହି ନିର୍ବାଚନମଣ୍ଡଳୀର ମୋଟ ୨ ଲକ୍ଷ ୧୪ ହଜାର ୮୭୮…