Latest Odisha News

BREAKING NEWS

Yearly Archives

2022

ରୁଷ ବିପକ୍ଷ ଲଢ଼େଇରେ ୟୁକ୍ରେନ ହରାଇଲାଣି ୫୦ରୁ ଊର୍ଦ୍ଧ୍ୱ ଆଥଲେଟ

କୀଭ: ରୁଷ-ୟୁକ୍ରେନ ଯୁଦ୍ଧ ୩ ମାସରୁ ଊର୍ଦ୍ଧ୍ୱ ସମୟ ହୋଇଗଲାଣି । ରୁଷ କବଳରୁ ନିଜ ମାତୃଭୂମିକୁ ବଂଚାଇବା ପାଇଁ ୟୁକ୍ରେନବାସୀ ସଂଘର୍ଷ ଜାରୀ ରଖିଛନ୍ତି । ଏହି ଲଢ଼େଇରେ ସେନା ବ୍ୟତୀତ ସାଧାରଣ ନାଗରିକମାନେ ମୁକାବିଲା ଜାରୀ ରଖିଛନ୍ତି । ୟୁକ୍ରେନର କ୍ରୀଡା ମନ୍ତ୍ରୀ ୱାଦିମ ଗୁଟଜିତୋଙ୍କ ମତରେ…

ବିଜେଡ଼ିର ୪ ରାଜ୍ୟସଭା ପ୍ରାର୍ଥୀଙ୍କ ନାଁ ଘୋଷଣା ପରେ ପ୍ରାର୍ଥୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରାର୍ଥୀ ଘୋଷଣା ହୋଇଛି । ପୁଣି ଥରେ ସସ୍ମିତ ପାତ୍ରଙ୍କୁ ଦଳ ରିପିଟ୍ କରିଥିବା ବେଳେ, ଆଉ ୩ ନୂଆ ମୁହଁଙ୍କୁ ପ୍ରାର୍ଥୀ କରିଛି ଦଳ ।  ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ତଥା ବିଜେଡିର ସାଧାରଣ ସଂପାଦକ ମାନସ ମଙ୍ଗରାଜଙ୍କୁ ରାଜ୍ୟସଭା…

ଆଜି ସନ୍ଧ୍ୟାରେ ସରୁଛି ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରଚାର, ୨୭୯ ବୁଥରେ ହେବ ଭୋଟ୍ ଗ୍ରହଣ

ଝାରସୁଗୁଡା : ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରସ୍ତୁତି ଚୁଡାନ୍ତ । ବୁଥ ମୁହାଁ ପୋଲିଂ ଅଫିସର । ଉପନିର୍ବାଚନ ପାଇଁ ୧୨ ଶହ ୨୮ ଜଣ ପୋଲିଂ ଅଫିସର ନିଯୁକ୍ତ ହୋଇଛନ୍ତି । ଆଇନ୍ ଶୃଙ୍ଖଳା ପାଇଁ ୧ ହଜାର ପୋଲିସ କର୍ମଚାରୀ, ୩ କମ୍ପାନୀ ସେଣ୍ଟ୍ରାଲ ଆର୍ମ ଫୋର୍ସ ମୁତୟନ କରାଯାଇଛି । ୨ ଲକ୍ଷ ୧୪…

ନେପାଳରୁ ଜୋମସୋମ ଯାଉଥିବା ବିମାନ ନିଖୋଜ: ବିମାନରେ ଥିଲେ ୨୨ ଯାତ୍ରୀ, ୪ଜଣ ଭାରତୀୟ

ଦିଲ୍ଲୀ : ନେପାଳରୁ ଜୋମସୋମ ଯାଉଥିବା ବିମାନ ନିଖୋଜ ୨୨ଜଣ ଯାତ୍ରୀଙ୍କୁ ନେଇ ନେପାଳର ପୋଖରାରୁ ଜୋମ୍‌ସୋମ୍‌ ଅଭିମୁଖେ ଯାଉଥିବା ଏକ ବିମାନ ସହ ଆଜି ସକାଳୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିବା କଥା ବିମାନ ବନ୍ଦର କର୍ତ୍ତୃପକ୍ଷମାନେ କହିଛନ୍ତି । ଏହି ବିମାନରେ ୪ ଭାରତୀୟଙ୍କ ସମେତ ମୋଟ…

[ଦେଖନ୍ତୁ ଭିଡିଓ] ସାବିତ୍ରୀ ବ୍ରତ ପାଇଁ ଫଳ ବଜାରରେ ନିଆଁ: ଆମ୍ବ କିଲୋ ୧୦୦କୁ ସେଓ କିଲୋ ୨୦୦ ଟଙ୍କା

କେନ୍ଦୁଝର : ସାବିତ୍ରୀ ବ୍ରତ । ବ୍ରତ ପୂର୍ବରୁ ଫଳ ବଜାରରେ ଲାଗିଲାଣି ନିଆଁ । ଆମ୍ବ କଲୋ ପିଛା ଦର ୧୦୦ଟଙ୍କା ପାର କରି ଯାଇଥିବାବେଳେ ସେଓ କିଲୋ ୨ଶହ ଟଙ୍କା ଉପରେ ରହିଛି । ଲିଚି କଲୋ ପିଛା ଦାମ ୧୨୦ ଟଙ୍କା ଉପରେ ରହିଛି । କମଳା, ଅଂଗୁର କଥା ନକହିବା ଭଲ । ପଣସ , ସପୁରୀ ଦରରେ ବି ହାତ…

ନବୀନ ସରକାରଙ୍କ ପଞ୍ଚମ ପାଳିର ତୃତୀୟ ବର୍ଷ: ରାଜ୍ୟର ବିକାଶ ଓ ଲୋକାଭିମୁଖୀ ଯୋଜନା ପ୍ରତିଟି ଲୋକଙ୍କ ନିକଟରେ ପହଞ୍ଚିଛି

ଭୁବନେଶ୍ୱର: ନବୀନ ସରକାରଙ୍କ ପଞ୍ଚମ ପାଳିକୁ ପୁରିଲା ୩ ବର୍ଷ । ରାଜ୍ୟର ବିକାଶ ଓ ଲୋକାଭିମୁଖୀ ଯୋଜନା ପ୍ରତିଟି ଲୋକଙ୍କ ନିକଟରେ ପହଞ୍ଚିଛି । 5T ସହିତ ‘ମୋ ସରକାର’ ବ୍ୟବସ୍ଥା । ଥାନାଠୁ ଡାକ୍ତରଖାନା ଯେ କୌଣସି ସରକାରୀ ଅଫିସରେ ଉତ୍ତମ ସେବା ମିଳୁଛି କି ନାହିଁ, ସେ ନେଇ ମୁଖ୍ୟମନ୍ତ୍ରୀଙ୍କ…

ବିଜେଡି ଘୋଷଣା କଲା ରାଜ୍ୟସଭା ପ୍ରାର୍ଥୀଙ୍କ ନାମ

ଭୁବନେଶ୍ୱର: ବିଜେଡି ଖାଲିଥିବା ୪ ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦଳର ମୁଖପାତ୍ର ସୁଲତା ଦେଓଙ୍କୁ ବିଜେଡି ରାଜ୍ୟସଭା ପ୍ରାର୍ଥୀନୀ କରିଥିବା ବେଳେ ସସ୍ମିତ ପାତ୍ରଙ୍କୁ ପୁଣିଥରେ ଟିକେଟ୍ ଦେଇଛି । ସେହିପରି ଅନ୍ୟ ଦୁଇ ଜଣ ହେଲେ ରାଜ୍ୟ ସରକାରଙ୍କ ମିଡିଆ…

ଉଭୟ ଭାଷା ପ୍ରତି ଯଥେଷ୍ଟ ଜ୍ଞାନ ଥିଲେ ହିଁ ଜଣେ ସଫଳ ଅନୁବାଦକ ହୋଇପାରିବ : ବିଜୟ କୁମାର ପ୍ରଧାନ

ସାହିତ୍ୟ କୌଣସି ଗୋଟିଏ ଅଞ୍ଚଳର ଭାଷା ମଧ୍ୟରେ ସୀମିତ ନୁହେଁ, ବରଂ ପୃଥିବୀର ସବୁ ଅଞ୍ଚଳର ଭାଷା, ସଂସ୍କୃତି, ସାମାଜିକ ଚଳଣି ସହ ସାହିତ୍ୟ ପ୍ରତ୍ୟକ୍ଷ ଭାବରେ ଜଡ଼ିତ । କିନ୍ତୁ ସବୁ ଭାଷାର ସାହିତ୍ୟକୁ ପଢ଼ିବା ସମ୍ଭବ ନୁହେଁ। ଅନ୍ୟ ଭାଷାର ସାହିତ୍ୟ ଜାଣିବାକୁ ହେଲେ, ନିଜ ଭାଷାରେ ତାର ଅନୁବାଦ…

ସମୟ ପୂର୍ବରୁ କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର: କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଚଳିତ ବର୍ଷ ନିର୍ଦ୍ଧାରିତ ସମୟ ପୂର୍ବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି । ନିର୍ଦ୍ଧାରିତ ତାରିଖ ଜୁନ ୧ର ୩ ଦିନ ଆଗରୁ ଆଜି କେରଳ ପହଞ୍ଚିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରଭାବରେ କେରଳରେ ବର୍ଷା…

ନନ୍ଦନକାନନରେ ସିଂହୀ ଗଙ୍ଗା ମୃତ୍ୟୁ ଘଟଣା: ନନ୍ଦନକାନନ କର୍ତ୍ତୃପକ୍ଷଙ୍କ ବିରୋଧରେ ଥାନାରେ ମାମଲା

ଭୁବନେଶ୍ୱର :  ନନ୍ଦନକାନନରେ ସିଂହୀ ଗଙ୍ଗା ମୃତ୍ୟୁ ଘଟଣାକୁ ନେଇ ଥାନାରେ ଅଭିଯୋଗ । ନନ୍ଦନକାନନ କର୍ତ୍ତୃପକ୍ଷଙ୍କ ବିରୋଧରେ ନନ୍ଦନକାନନ ଥାନାରେ ଅଭିଯୋଗ ହୋଇଛି । ଚିକିତ୍ସାରେ ବିଳମ୍ବ ଅଭିଯୋଗ କରି ଆନିମଲ ୱେଲଫେୟାର ଟ୍ରଷ୍ଟ ଏକାମ୍ର ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି । ସିଂହୀ…