Latest Odisha News

BREAKING NEWS

Yearly Archives

2022

ଗଞ୍ଜାମ ହାଟ ନିର୍ମାଣ ଉପରେ ଏନ୍‌ଜିଟିର ରହିତାଦେଶ

ବ୍ରହ୍ମପୁର : ବ୍ରହ୍ମପୁର ସହରର କର୍ପୋରେସନ ରୋଡ ଠାରେ ‘ଗଞ୍ଜାମ ହାଟ’ ନିର୍ମାଣ ଚାଲିଛି । ତେବେ ଏହି ହାଟ ନିର୍ମାଣ ଉପରେ କଲିକତାସ୍ଥିତ ଜାତୀୟ ଗ୍ରୀନ୍‍ ଟ୍ରିବ୍ୟୁନାଲ (ଏନଜିଟି)ପୂର୍ବାଞ୍ଚଳ ଖଣ୍ଡପୀଠ ରହିତାଦେଶ ଜାରି କରିଛନ୍ତି। ମାଧବପୁର ମୌଜାର ପ୍ଲଟ ନଂ. ୧୦୯୬ ରାଜସ୍ୱ ବିଭାଗ…

୪୦ ହଜାର କୋଟି ଟଙ୍କାରେ ବିକ୍ରି ହେଲା ଚେଲସୀ ଫୁଟବଲ କ୍ଲବ

ଲଣ୍ଡନ: ୪୦ ହଜାର କୋଟି ଟଙ୍କା ବିନିମୟରେ ଚେଲସୀ ଫୁଟବଲ କ୍ଲବ ବିକ୍ରି ହୋଇଛି । ବୁଧବାର ବ୍ରିଟିଶ ସରକାର ଟଡ ବୋହେଲୀ ଓ କ୍ଲିୟରଲେକ କସୋର୍ଟିୟମକୁ ମଂଜୁରୀ ଦେବା ସହ ଲାଇସେନ୍ସ ପ୍ରଦାନ କରିଛନ୍ତି । ରୋମନ ଆବ୍ରାମୋଭିଚଙ୍କ ଅନୁମତି ପରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଚେଲସୀ କ୍ଲବ…

[ଦେଖନ୍ତୁ ଭିଡିଓ] ଛତିଶା ନିଯୋଗ ବୈଠକରେ ମହାପ୍ରଭୁଙ୍କ ସ୍ନାନଯାତ୍ରାଠୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ

ପୁରୀ: ନୀଳାଦ୍ରି ଭକ୍ତ ନିବାସରେ ଛତିଶା ନିଯୋଗ ବୈଠକ ଶେଷ ହୋଇଛି । ବୈଠକରେ ରାଜେନ୍ଦ୍ରାଭିଷେକ, ରକ୍ମିଣୀ ହରଣ ଏକାଦଶୀ, ଚମ୍ପକ ଦ୍ୱାଦଶୀ, ଦଇତାପତି ପ୍ରବେଶ, ସେନାପଟା ଲାଗି, ଦେବସ୍ନାନ ପୂର୍ଣ୍ଣିମା, ଚକାବିଜେ, ଖଳିଲାଗି ଏକାଦଶୀ, ରାଜପ୍ରସାଦ ବିଜେ, ନବଯୌବନ ଦର୍ଶନ ସହ ଶ୍ରୀଗୁଣ୍ଡିଚା…

ଆଇଓଏରୁ ଇସ୍ତଫା ଦେଲେ ବାତ୍ରା

ନୂଆଦିଲ୍ଲୀ: ଭାରତୀୟ ଅଲିମ୍ପିକ ସଂଘ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ନରିନ୍ଦର ବାତ୍ରା । ଭାରତୀୟ ଖେଳର ବିକାଶ ପାଇଁ ଏହି ପଦ ପାଇଁ ଯୋଗ୍ୟ ବ୍ୟକ୍ତି ଚୟନ କରିବା ସମୟ ଉପନୀତ ହୋଇଛି ବୋଲି ସେ ଏହି ଅବସରରେ କହିଛନ୍ତି । ଗତ ମାସରେ ହକି ଇଣ୍ଡିଆ ଫଣ୍ଡରୁ ୩୫ ଲକ୍ଷ ଟଙ୍କା ହେରଫେର କରିବା…

ୟାସିନ ମଲିକଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ: ଜମ୍ମୁ କଶ୍ମୀରର ବିଚ୍ଛିନ୍ନତାବାଦୀ ନେତରା ୟାସିନ ମଲିକଙ୍କୁ ଦିଲ୍ଲୀ ପଟିୟାଲା ହାଉସକୋର୍ଟ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଆତଙ୍କବାଦୀମାନଙ୍କୁ ଫଣ୍ଡିଂ କରିବା ଏବଂ ବିସ୍ଫୋରକ ସାମଗ୍ରୀ ଜୁଟାଇବା ୨ଟି ମାମଲାରେ ସେ ଦୋଷୀ ସାବ୍ୟସ୍ତ ହୋଇଥିଲେ । ପୂର୍ବରୁ ମେ ୧୯ରେ…

[ଦେଖନ୍ତୁ ଭିଡିଓ] କଳିଙ୍ଗା ଘାଟିରେ ଟୁରିଷ୍ଟ ବସ୍ ଓଲଟି ଗଲା ୬ ଜଣଙ୍କ ଜୀବନ, ୪୨ ଆହତ

ଭଞ୍ଜନଗର: କଳିଙ୍ଗା ଘାଟିରେ ବଡ଼ ଦୁର୍ଘଟଣା । ପଶ୍ଚିମବଙ୍ଗର ଟୁରିଷ୍ଟ ବସ୍ ଓଲଟି ପଡ଼ିବାରୁ ଗଲା ୬ଜଣଙ୍କ ଜୀବନ  । ମଙ୍ଗଳବାର  ବିଳମ୍ବିତ ରାତିରେ ଭଞ୍ଜନଗର ଦୁର୍ଗାପ୍ରସାଦ ନିକଟ କଳିଙ୍ଗା ଘାଟିରେ ପଶ୍ଚିମବଙ୍ଗର ଟୁରିଷ୍ଟ ବସଟି ଓଲଟି ପଡ଼ିଥିଲା । ବସ ଓଲଟି ୬ଜଣଙ୍କ ଜୀବନ ଯାଇଛି ।…

ୟାସିନ ମଲିକ ମାମଲା: ଅମିତଙ୍କ ଗୁଗଲୀରେ ଆଉଟ ହେଲେ ଆଫ୍ରିଦୀ

ନୂଆଦିଲ୍ଲୀ: ଆତଙ୍କବାଦୀଙ୍କୁ ଫଣ୍ଡିଂ କରିବା ଅଭିଯୋଗରେ ୟାସିନ ମଲିକ ଦୋଷ ସ୍ୱୀକାର କରିଛନ୍ତି । ଦିଲ୍ଲୀର ଏକ ସ୍ୱତନ୍ତ୍ର କୋର୍ଟ ତାଙ୍କ ବିରୋଧରେ ଦଣ୍ଡ ଶୁଣାଇବ । ପୁନର୍ବାର ଭାରତର ଆଭ୍ୟନ୍ତରୀଣ ମାମଲାରେ ବିବାଦୀୟ ବୟାନ ଦେଇଛନ୍ତି ପାକିସ୍ତାନ କ୍ରିକେଟର ଶାହୀଦ ଆଫ୍ରିଦୀ । ତେବେ…

[ଦେଖନ୍ତୁ ଭିଡିଓ] ପୁରୀ ଗୁଳିମାଡ ଘଟଣାର ଖୋଲୁଛି ଗୁମର: ଗୁଳିମାଡ ପଛରେ ପ୍ରେମ ବ୍ୟାପାର

ପୁରୀ : ପୁରୀରେ  ଗୁଳିମାଡ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି ।  ଲୋକନାଥ ମନ୍ଦିର ସେବାୟତ ଶିବରାମ ପାତ୍ରକୁ ଗୁଳି କରି ହତ୍ୟା ଘଟଣାରେ ପୋଲିସ ୩ ଜଣ ଅଭିଯୁକ୍ତକୁ ଅଟକରଖି  ପଚରା ଉଚରା କରୁଛି । ମୁଖ୍ୟ ଅଭିଯୁକ୍ତ ଚନ୍ଦନ ବାରିକକୁ ପୋଲିସ ଅଟକ ରଖିଛି । ପ୍ରେମ ବ୍ୟାପରକୁ ନେଇ…

ପ୍ରାଇସ କମାଇଲେ ଅକ୍ଷୟ କୁମାର

ମୁମ୍ବାଇ: ବଚ୍ଚନ ପାଣ୍ଡେ ଫିଲ୍ମ ପରେ ଅକ୍ଷୟ କୁମାରଙ୍କ ଡିମାଣ୍ଡ କିଛି ମାତ୍ରାରେ କମିଯାଇଛି । ଏହା ଦେଖି ଖିଲାଡି କୁମାର ତାଙ୍କ ପ୍ରାଇସ କମାଇବାକୁ ବାଧ୍ୟ ହୋଇଛନ୍ତି । ତାଙ୍କର ଆଗାମୀ ଫିଲ୍ମ ସେଲ୍ଫି, ସୋରାଇ ପୋଟରୁ ରିମେକ, ବଡେ ମିଆଁ ଓ ଛୋଟେ ମିଆଁ ପାଇଁ ଲାଗୁ ହେବ । ୨୦୦୭ରେ ୱେଲକମ…

ଏସପି ସମର୍ଥନରେ କପିଳ ସିବଲ ଦାଖଲ କଲେ ରାଜ୍ୟସଭା ପ୍ରାର୍ଥୀପତ୍ର

ନୂଆଦିଲ୍ଲୀ: କପିଳ ସିବଲ ବୁଧବାର ସମାଜବାଦୀ ପାର୍ଟି ସମର୍ଥନରେ ସ୍ୱାଧୀନ ପ୍ରାର୍ଥୀ ଭାବେ ରାଜ୍ୟସଭା ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । କଂଗ୍ରେସ ଛାଡିବା ପ୍ରସଙ୍ଗରେ ସେ କହିଥିଲେ, ମୁଁ ମେ୧୬ରୁ ଦଳ ଛାଡି ସାରିଛି । ବିରୋଧୀ ଦଳରେ ରହି ନରେନ୍ଦ୍ର ମୋଦି ସରକାରଙ୍କୁ ଚ୍ୟାଲେଞ୍ଜ କରିବା ଭଳି…