Latest Odisha News

BREAKING NEWS

Yearly Archives

2022

[ଦେଖନ୍ତୁ ଭିଡିଓ] ୧୦ ଦଫା ଦାବି ନେଇ ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ପକ୍ଷରୁ ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା

ଭୁବନେଶ୍ୱର : ୧୦ ଦଫା ଦାବି ନେଇ ଆଜି ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ପକ୍ଷରୁ ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି । ବାରିପଦା ସମେତ ମୟୂରଭଞ୍ଜ ଜିଲ୍ଲାରେ ବନ୍ଦ ର ପ୍ରଭାବ ସାମାନ୍ୟ ଭାବେ ପରିଲକ୍ଷିତ ହୋଇଛି । ସହରର ବିଭିନ୍ନ ସ୍ଥାନରେ କାଁ ଭାଁ ଦୋକାନ ବଜାର ଏବଂ ବସ ଟ୍ରକକୁ…

ଅମାନିଆ ଗାଡି ଚାଳକ ସାବଧାନ ! ରଙ୍ଗ୍ ରୁଟରେ ଗାଡ଼ି ଚଳାଇଲେ କୋର୍ଟକୁ ଟଣା ହେବେ

ଭୁବନେଶ୍ୱର : ରଙ୍ଗରୁଟରେ ଗାଡ଼ି ଚଳାଉଥିଲେ ସାବଧାନ । ମୋଟା ଅଙ୍କର ଜରିମାନା ସହ ସିଲ ହୋଇପାରେ ଆପଣଙ୍କ ଗାଡ଼ି । ଏପରି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି ଭୁବନେଶ୍ୱର ଟ୍ରାଫିକ୍ ପୋଲିସ । ୩ ଦିନରେ ୨୮୮ ଜଣ ବ୍ୟକ୍ତିଙ୍କ ଠାରୁ ୧ ଲକ୍ଷ ୪୪ ହଜାରରୁ ଅଧିକ ଟଙ୍କା ଫାଇନ ବି ଆଦାୟ ହୋଇସାରିଛି ।…

ଚୂଡ଼ାନ୍ତ ହେବ ଦେବସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ନୀତିକାନ୍ତି, ବସିବ ଛତିଶା ନିଯୋଗ ବୈଠକ

ପୁରୀ: ଆସନ୍ତା ଜୁନ ୧୪ ରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଓ‌ ଜୁଲାଇ ୧ରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି ନୀତି କାନ୍ତି ଚୁଡାନ୍ତ କରାଯିବ। ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ପ୍ରଥମେ ନୀତି ସବକମିଟି ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଆସନ୍ତା…

ପୁରୀ ହେଉଛି ଧାର୍ମିକ ରାଜଧାନୀ : ପରିକ୍ରମା ପ୍ରକଳ୍ପକୁ ନେଇ ବର୍ଷିଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ

ପୁରୀ  :  ପୁରୀ ପରିକ୍ରମା ପ୍ରକଳ୍ପକୁ ନେଇ ବର୍ଷିଛନ୍ତି ଜଗଦଗୁରୁ ଶଙ୍କରାଚାର୍ଯ୍ୟ । ବିକାଶ ନାଁରେ ଚାଲିଥିବା କାର୍ଯ୍ୟକୁ ଜଗଦଗୁରୁଙ୍କ ନାପସନ୍ଦ । ବିକାଶ ନାଁରେ ପୁରୀର ଆଦର୍ଶକୁ ବିକୃତ ଓ ବିଲୁପ୍ତ ଉଦ୍ୟମ କରାଯାଉଛି । ବିକାଶ ହେଉ କିନ୍ତୁ ଐତିହ୍ୟ ନଷ୍ଟ କରାନଯାଉ । ଶାସନତନ୍ତ୍ର ମାର୍ଗ…

ଭାବର ଗାୟକ ଭଜନ ସମ୍ରାଟ ଭିକାରୀ ବଳଙ୍କ ପୂଣ୍ୟ ତିଥିରେ ତାଙ୍କୁ କୋଟି ପ୍ରଣାମ

ଭୁବନେଶ୍ୱର : ଭଜନ ସମ୍ରାଟ ଭିକାରୀ ବଳ ଭକ୍ତି ସଙ୍ଗୀତର ଥିଲେ ଜଣେ ଅନନ୍ୟ ପୁରୋଧା । ଭାବର ଠାକୁରଙ୍କ ପାଇଁ ସେ ଥିଲେ ଭାବର ଗାୟକ । କେତେବେଳେ କୋଠ ଭୋଗଖିଆ ତ ଆଉ କେତେବେଳେ ବଡ ଦେଉଳର ପାରା । ପୁଣି କେତେବେଳେ ହାତରେ ମୁଠାମୁଠା ଶରଧାବାଲି । ତାଙ୍କ କଣ୍ଠର ପ୍ରତିଟି ସଙ୍ଗୀତ ଭକ୍ତିରସର…

ଆଧୁନିକତାର କାବ୍ୟ ପରମ୍ପରା ଓ କବି ଭୀମ ଭୋଇ

ପଞ୍ଚାନନ ମିଶ୍ରଙ୍କ ସ୍ୱତନ୍ତ୍ର ପ୍ରବନ୍ଧ ‘ ଅଷ୍ଟମ ଭାଗ’ "ପିତା ମାତା ଦୁଇ ଯୁଗଳରେ ଯାଇ କଲେ ଅବନୀରେ ଜାତ ପୂର୍ବକାଳେ ଘୋର ତପସ୍ୟା ପୂର୍ଣ୍ଣରୁ ହୋଇଲା କବି ପଣ୍ଡିତ।" ( ସ୍ତୁତି ଚିନ୍ତାମଣି ବୋଲି ୨୨ ) ଜନନୀ ଉଦର ଗୋପ ମଧୁପୁର ପାଶୋର ନଯାଏ ଚିତ୍ତୁଁ ମାତୃ ଗର୍ଭଗତେ ପାଠ ପଢ଼ିଥିଲି…

କଳିଙ୍ଗା ଘାଟିରେ ଟୁରିଷ୍ଟ ବସ୍ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର: କନ୍ଧମାଳ ଜିଲ୍ଲା କଳିଙ୍ଗା ଘାଟିରେ କେମିତି ଓ କେଉଁ ପରିସ୍ଥିତିରେ ଦୁର୍ଘଟଣାର ଶିକାର ହେଲା ଟୁରିଷ୍ଠ ବସ୍ । ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା । କେଉଁ ପରିସ୍ଥିତିରେ ଘାଟିରୁ ଓଲଟିଲା ବସ୍ ତଦନ୍ତ କରି ରିପୋର୍ଟ ଦେବାକୁ ପରିବହନ…

IPL ଲଢ଼େଇ: ପଦାର୍ପଣ ସିଜିନ୍ ଫାଇନାଲରେ ଗୁଜରାଟ ଟାଇଟନ୍ସ

ସ୍ପୋର୍ଟସ ବ୍ୟୁୋ(ଓଡ଼ିଶା ସମ୍ବାଦ): ଆଇପିଏଲରେ ପଦାର୍ପଣ ସିଜିନରେ କମାଲ କରିଛି ଗୁଜରାଟ ଟାଇଟନ୍ସ । ଫାଇନାଲରେ ପ୍ରବେଶ କରିଛି ଏହି ନୂଆ ଫ୍ରାଞ୍ଚାଇଜି ଟିମ୍ । ଗତକାଲି ଖେଳାଯାଇଥିବା ପ୍ରଥମ କ୍ୱାଲିଫାୟାର ମୁକାବିଲାରେ ରାଜସ୍ଥାନ ରୟାଲ୍ସକୁ ୭ ୱିକେଟରେ ହରାଇ ଫାଇନାଲ୍ ଟିକେଟ ହାତେଇଛି…

ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ନ ୪ଟାରୁ ରାତି ୮ଟା ପର୍ୟ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କର ଏହା ଏକ ଗୁପ୍ତ ନୀତି । ଏଥିପାଇଁ ୪ଘଣ୍ଟା ପାଇଁ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ । ଏେଇ…

ଗୁଳି ମାରି ଗୋରୁ ବ୍ୟବସାୟୀଙ୍କୁ ହତ୍ୟା, ୨୦ ଲକ୍ଷ ଲୁଟ୍ ଅଭିଯୋଗ

ରାଇରଙ୍ଗପୁର: ଗୁଳି ମାରି ଗୋରୁ ବ୍ୟବସାୟୀଙ୍କୁ ହତ୍ୟା । ଏହାପରେ ୨୦ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ମୟୂରଭଞ୍ଜ ଜିଲ୍ଲା ଗ୍ରାମାଞ୍ଚଳ ଥାନା ହାଟବାଦଡା ଗୋରୁହାଟରେ ଏହି ଘଟଣା ଘଟିଛି । ପଶ୍ଚିମବଙ୍ଗରୁ ଆସିଥିବା ୨ ବେପାରୀଙ୍କୁ ଗୁଳି କରି ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ମୃତକ ହେଲେ…