ପ୍ରକଳ୍ପକୁ ନେଇ ଅସନ୍ତୋଷ ପ୍ରକାଶ କରିବା ପରେ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲା ଜିଲ୍ଲା ପ୍ରଶାସନ
ପୁରୀ: ଶ୍ରୀମନ୍ଦିର ଐତିହ୍ୟ ପ୍ରକଳ୍ପକୁ ନେଇ ଗତକାଲି ସାମ୍ବାଦିକ ସମ୍ମିଳନୀ କରି ଅସନ୍ତୋଷ ପ୍ରକାଶ କରିଥିଲେ ପୁରୀ ଗୋବର୍ଦ୍ଦନ ପୀଠର ଶଙ୍କରାଚାର୍ଯ୍ୟ । ଏହାପରେ ଆଜି ଗଜପତି ମହାରାଜ ଏବଂ ଶ୍ରୀମନ୍ଦିର ପ୍ରଶାସକ ବୀର ବିକ୍ରମ ଯାଦବ, ଜିଲ୍ଲାପାଳ ସମର୍ଥ ବର୍ମା ଶଙ୍କରାଚାର୍ଯ୍ୟଙ୍କୁ…