Latest Odisha News

BREAKING NEWS

Yearly Archives

2022

ଗୋ-ଚାଲାଣକାରୀଙ୍କ ଗୁଳିମାଡ଼ରେ ୨ ଆହତ

ମୟୂରଭଞ୍ଜ : ଗୋରୁ ଗାଡ଼ିକୁ ଅଟକାଇବାରୁ ଗୁଳି ଚଳାଇଲେ ଗୋଚାଲାଣକାରୀ । ଗୁଳିମାଡରେ ଦୁଇ ଜଣ ଆହତ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲା ଯଶୀପୁର ଥାନା ୪୯ ନମ୍ବର ଜାତୀୟ ରାଜପଥ ବେଗନା ଟୋଲଗେଟ ନିକଟରେ ଘଟିଛି ଏପରି ଘଟଣା । ଆଜି ସକାଳୁ ସକାଳୁ କିଛି ଗୋ ଚାଲାଣକାରୀ ଏକ ଟ୍ରକ୍‌ରେ କୋଲକାତା…

କେଉଁଠୁ ଆସିଲା କଟା ଗୋଡ଼ ? ଭୟଭୀତ ଲୋକେ

ଯାଜପୁର  : ଜଙ୍ଗଲରୁ କଟା ଗୋଡ଼ ଉଦ୍ଧାର। କେଉଁଠୁ ଆସିଲା କଟା ଗୋଡ଼ ? ଜଙ୍ଗଲରେ କଟା ଗୋଡ଼ କିଏ ପକାଇଲା, ତାହା ଜଣାପଡ଼ିନି। ତେବେ କଟା ଗୋଡ଼ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ମଙ୍ଗଳପୁର ନିକଟ…

ବରିଷ୍ଠ ସ୍ତମ୍ଭ ଲେଖକ ଆର୍ତ ମିଶ୍ର ପାଇଲେ ଅଷ୍ଟାଦଶ ନାରଦ ସମ୍ମାନ

ଭୁବନେଶ୍ୱର : ବିଶ୍ୱ ସମ୍ବାଦ କେନ୍ଦ୍ର, ଓଡ଼ିଶା ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ ରାଜ୍ୟସ୍ତରୀୟ ‘ଅଷ୍ଟାଦଶ ନାରଦ ସମ୍ମାନ’ ଉତ୍ସବ ଆୟୋଜିତ ହୋଇଯାଇଛି ଏହି ଅବସରରେ ବରିଷ୍ଠ ସ୍ତମ୍ଭକାର ଆର୍ତ ମିଶ୍ରଙ୍କୁ ତାଙ୍କର ଜୀବନବ୍ୟାପୀ ସାଧନା, ଅଧ୍ୟବସାୟ ଏବଂସାମ୍ବାଦିକତା କ୍ଷେତ୍ରକୁ ଅବଦାନ…

ଦଶମ ବ୍ରହ୍ମପୁର ମହାନଗର ମହୋତ୍ସବ ଆୟୋଜିତ

ବ୍ରହ୍ମପୁର : ବ୍ରହ୍ମପୁର ସାହିତ୍ୟ ପରିଷଦ ଆନୁକୂଲ୍ୟରେ ଦଶମ ଦଶମ ବ୍ରହ୍ମପୁର ମହାନଗର ମହୋତ୍ସବ ୨୦୨୨ ଆୟୋଜିତ ହୋଇଯାଇଛି । ଏହି ଅବସରରେ ସୋମନାଥ ସାହୁ, ସ୍ମୃତି ପଟ୍ଟନାୟକ, ମମତା ଶତପଥି ଏବଂ ସୁଶ୍ରୀ ନିହାରିକା ସାହୁ, ପ୍ରମୋଦ କୁମାର ପଣ୍ଡା, ସତ୍ୟମ୍ ଆଚାରୀ , ଜ୍ଞାନେନ୍ଦ୍ର ପଣ୍ଡା ,…

ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ : ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପ୍ରସ୍ତୁତି ନେଇ ହେବ ଆଲୋଚନା

 ପୁରୀ: ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ନୀଳାଦ୍ରି ଭକ୍ତ ନିବାସରେ ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ବୈଠକ ହେବ । ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପ୍ରସ୍ତୁତି ନେଇ ବୈଠକରେ ଆଲୋଚନା ହେବ । ଏଥର ଭକ୍ତଙ୍କ ଗହଣରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ହେବା ନେଇ ଦଇତାପତି ନିଯୋଗ ସହ…

ମନୋଜ ଦାସଙ୍କ ‘ଅମୃତଫଳ’ ଉପନ୍ୟାସର ପୁସ୍ତକ ଚର୍ଚ୍ଚା

ଭୁବନେଶ୍ୱର  : ଓଡ଼ିଶା ଭାଷା ପ୍ରତିଷ୍ଠାନ ଓ ବି.ଜେ.ବି ସ୍ୱୟଂଶାସିତ ମହାବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସଙ୍କ ବହୁ ଆଦୃତ ଉପନ୍ୟାସ 'ଅମୃତଫଳ' ଉପରେ ଏକ ପୁସ୍ତକ ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ଭାଷା ପ୍ରତିଷ୍ଠାନର ନିର୍ଦ୍ଦେଶକ…

ସଡ଼କ ଦୁର୍ଘଟଣା ଚିନ୍ତା: ସର୍ଭେ ପାଇଁ ଓଡ଼ିଶା ଆସିବ ଜାତୀୟ ବିଶେଷଜ୍ଞ ଟିମ୍

ଭୁବନେଶ୍ୱର: ଦିନକୁ ଦିନ ସଡ଼କ ଦୁର୍ଘଟଣା ସଂଖ୍ୟା ବଢୁଛି । ସଡ଼କ ଦୁର୍ଘଟଣା ନେଇ ରାଜ୍ୟର ଚାରିଟି ପ୍ରମୁଖ ସହରରେ ସର୍ଭେ ହେବ । କଟକ, ଭୁବନେଶ୍ୱର, ବ୍ରହ୍ମପୁର ଓ ରାଉରକେଲା ସହରରେ ସର୍ଭେ କରିବେ ଜାତୀୟ ବିଶେଷଜ୍ଞ ଟିମ୍ । ସେମାନେ ଟ୍ରାଫିକ୍ ନିୟମ ପାଳନ କେତେ କଡ଼ାକଡ଼ି ହେଉଛି ତାର ତଦାରଖ…

ରାଗରେ ଜଳୁଛି ରୁଷ୍: ଫିନଲାଣ୍ଡକୁ ବନ୍ଦ କଲା ଗ୍ୟାସ୍ ଯୋଗାଣ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଖୁବଶୀଘ୍ର ନାଟୋରେ ମିଶିବେ ଫିନଲାଣ୍ଡ ଓ ସ୍ୱିଡେନ୍ । ନାଟୋ ସଦସ୍ୟତା ପାଇଁ ସେମାନେ ଆବେଦନ କରିଛନ୍ତି । ଫିନଲାଣ୍ଡ ଓ ସ୍ୱିଡେନ୍ ନାଟୋରେ ମିଶିବାକୁ ନିଷ୍ପତ୍ତି ନେଇଥିବାରୁ ରାଗରେ ତମତମ ହେଉଛି ରୁଷିଆ । ପୂର୍ବରୁ ଚେତାବନୀ ଦେଇ ଥିଲେ ବି ସେମାନେ ଡରି ନାହାନ୍ତି ।…

ଉତ୍ତର କୋରିଆରେ କରୋନାର ସୁନାମୀ: ଦୈନିକ ୨ ଲକ୍ଷ ପଜିଟିଭ୍

ଓଡ଼ିଶା ସମ୍ବାଦ ବ୍ୟୁରୋ: କରୋନା କାୟା ଭିତରେ କଲବଲ ହେଉଛି ଉତ୍ତର କୋରିଆ । ସାଂଘାତିକ ସ୍ଥିତି । ଭୟଙ୍କର ଭାବରେ ମାଡୁଛି କରୋନା । ଦୈନିକ ବାହାରୁଛନ୍ତି ୨ଲକ୍ଷ ପଜିଟିଭ୍ । ଗତ ୨୪ ଘଣ୍ଟାରେ ୨ଲକ୍ଷ ୧୯ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତଙ୍କ ପାଖରେ କରୋନା ଲକ୍ଷଣ ରହିଛି ।…

ଗଭୀର କୂଅ ଭିତରୁ ଉଦ୍ଧାର ହେଲା ୫ ଫୁଟର ବିଷଧର ନାଗ

ନବରଙ୍ଗପୁର : ଗଭୀର କୂଅ ଭିତରୁ ବିଷଧର ନାଗ ସାପକୁ ଉଦ୍ଧାର କରିଛି ବନ ବିଭାଗ । ପାଣି ଭିତରୁ ୫ ଫୁଟରୁ ଅଧିକ ଲମ୍ବର ସାପକୁ ଉଦ୍ଧାର କରଯାଇଛି । ୧ ଘଣ୍ଟା ପରିଶ୍ରମ କରି ବନ ବିଭାଗର ଟିମ୍ ସାପକୁ କାବୁ କରିଛି । ନବରଙ୍ଗପୁର ଜିଲ୍ଲା ଉମରକୋର୍ଟ ନିକଟସ୍ଥ ଅଧିକରୀଗୁଡାରେ ଏଭଳି ଘଟଣା ଘଟିଛି ।…