Latest Odisha News

BREAKING NEWS

Yearly Archives

2022

ଦେଶଦ୍ରୋହ ଆଇନ୍ ବ୍ୟବହାର ଉପରେ ‘ସୁପ୍ରିମ’ ବ୍ରେକ୍

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାର ଦେଶଦ୍ରୋହ ଆଇନ ତଥା ଦଫା ୧୨୪ଏ ନୂଆ କରି କାହା ଉପରେ ବ୍ୟବହାର କରନାହିଁ । ଯେପର୍ୟ୍ୟନ୍ତ ପରବର୍ତ୍ତୀ ଶୁଣାଣି ନହୋଇଛି । ପ୍ରଧାନ ବିଚାରପତି ଜଷ୍ଟିସ ଏନ. ଭି ରମନ୍ନାଙ୍କ ଖଣ୍ଡପୀଠ ଶୁଣାଣି କରି ଏପରି କହିଛନ୍ତି। ଏଥିସହ ଯେଉଁମାନେ ଏହି…

ଗିରଫ ହେଲେ ଝାରଖଣ୍ଡ ଖଣି ସଚିବ, ଇଡି ସ୍କାନରରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଳା ଧନ ହେରଫେର ମାମଲା ଓ ଦୁର୍ନୀତି ଅଭିଯୋଗରେ ଝାରଖଣ୍ଡ ସରକାରଙ୍କ ଖଣି ସଚିବ ଗିରଫ ହୋଇଛନ୍ତି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବୁଧବାର ଆଇଏସ ଅଫିସର ପୂଜା ସିଂହଲଙ୍କୁ ଗିରଫ କରିଛି । ଦ୍ୱିତୀୟ ବାର ପଚରାଉଚୁରା ବେଳେ ୯ ଘଣ୍ଟାର ଜେରା ପରେ ପୂଜାଙ୍କୁ ଗିରଫ କରିଛି ଇଡି…

ସୁନ୍ଦରଗଡ଼ରେ ଖଣି ପ୍ରଭାବିତ ଅଞ୍ଚଳର ଛାତ୍ରଛାତ୍ରୀଙ୍କ ପାଇଁ ମାଗଣାରେ ହୋଟେଲ ମ୍ୟାନେଜମେଣ୍ଟ ଶିକ୍ଷା ଓ ତାଲିମ

ସୁନ୍ଦରଗଡ଼: ଆଜିର ଦିନରେ ନିଯୁକ୍ତି କ୍ଷେତ୍ରରେ ହୋଟେଲ ମ୍ୟାନେଜମେଣ୍ଟ ଶିକ୍ଷା ଓ ତାଲିମ ଯୁବପିଢ଼ି ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି କରିଛି। ତେଣୁ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅଧୀନରେ ସୁନ୍ଦରଗଡ଼ ଜିଲ୍ଲାର ଖଣି ପ୍ରଭାବିତ ଅଞ୍ଚଳର ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଶାସନ ପକ୍ଷରୁ ମାଗଣାରେ ଏହି…

ପୁରୀ ଗସ୍ତ ବେଳେ ସମ୍ବିତ ପାତ୍ରଙ୍କୁ କଳାପତାକା ପ୍ରଦର୍ଶନ

ପୁରୀ: ପୁରୀ ଗସ୍ତରେ ଆସି ବିଚ ରାସ୍ତାରେ ହଟହଟା ହୋଇଛନ୍ତି ପୁରୀ ଲୋକସଭା ଆସନର ବିଜେପି ପ୍ରାର୍ଥୀ ତଥା ଦଳର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର । ଆଜି ପୁରୀ ଗସ୍ତରେ ଆସିଥିବା ବେଳେ ତାଙ୍କୁ ରାସ୍ତା ମଝିରେ ଛାତ୍ର କଂଗ୍ରେସ ଘେରିଥିଲା । ଦଳୀୟ ପତାକା ଦେଖାଇବା ସହିତ କଳା ପତାକା…

କଙ୍ଗନାଙ୍କ ପାଇଁ ଜୀବନସାଥୀ ଖୋଜିବେ ଅର୍ଜୁନ !

ମୁମ୍ବାଇ: ବଲିଉଡ କୁଇନ ଭାବେ ପରିଚିତ କଙ୍ଗନା ରାନାୱତଙ୍କ ପାଇଁ ବର ଖୋଜିବେ ଅର୍ଜୁନ ରାମପାଲ । ସେ ଜଣେ ଚମତ୍କାର ଅଭିନେତ୍ରୀ ଏବଂ ଭଲ ବୋହୂ ହେବା ପାଇଁ ସମସ୍ତ ଗୁଣ ରଖିଛନ୍ତି ବୋଲି ଅର୍ଜୁନ କହିଛନ୍ତି । ଧାକଡ ଫିଲ୍ମରେ ଅର୍ଜୁନ ଏବଂ କଙ୍ଗନା ଏକତ୍ର ଅଭିନୟ କରୁଛନ୍ତି । ଏହି ଫିଲ୍ମ…

ନ୍ୟାଶନାଲ ଟେକ୍ନୋଲୋଜି ଡେ: ଜାପାନ ଶୀର୍ଷରେ, ଭାରତ ୧୭ତମ ସ୍ଥାନରେ

ନୂଆଦିଲ୍ଲୀ: ଆଜି ନ୍ୟାଶନାଲ ଟେକ୍ନାଲୋଜି ଡେ । ବୈଷୟିକ ଜ୍ଞାନକୌଶଳରେ ଆଗକୁ ବଢ଼ିବା ପାଇଁ ସମସ୍ତ ଦେଶ ଚାହାନ୍ତି । ତେବେ ଆନ୍ତର୍ଜାତୀୟ ବଜାର ଉପରେ ଦୃଷ୍ଟି ପକାଇଲେ ଏହି ତାଲିକାରେ ଶୀର୍ଷ ସ୍ଥାନରେ ରହିଛି ଜାପାନ ଏବଂ ଏହା ପଛକୁ ଆମେରିକା ରହିଛି । ଭାରତ ୧୭ତମ ସ୍ଥାନରେ ରହିଛି । ୧୯୯୮ରେ ମେ…

କୋର୍ଟ ପରିସରରେ ବିଷ ପିଇଦେଲେ ମହିଳା ଓକିଲ

ବାଲେଶ୍ୱର: ଛାଡ଼ପତ୍ର ପାଇଁ ଦୀର୍ଘ ୧୧ ବର୍ଷ । ନିଜେ ଓକିଲ ହୋଇ ବି ହୋଇ ପାରିଲାନି ଛାଡ଼ପତ୍ର । ଶେଷରେ ବାଲେଶ୍ୱର ପରିବାର ଅଦାଲତରେ ବିଷ ପିଇଦେଲେ ମହିଳା ଓକିଲ ।  ଆତ୍ମହତ୍ୟା ଉଦ୍ୟମ କରିଥିବା ମହିଳା ଓକିଲ ଜଣକ ନିଜେ ନିଜ ଛାଡ଼ପତ୍ର ମାମଲା ଲଢ଼ୁଥିଲେ । ତେବେ ନ୍ୟାୟିକ ପ୍ରକ୍ରିୟାରେ…

ଅର୍ଥ ହେରଫେର ମାମଲାରେ ଗିରଫ ହେଲେ IAS ଅଫିସର ପୂଜା ସିଙ୍ଘଲ

ରାଞ୍ଚି: ଗିରଫ ହେଲେ ଝାଡଖଣ୍ଡର ଖଣି ଏବଂ ଶିଳ୍ପ ସଚିବ ପୂଜା ସିଙ୍ଘଲ । ମନରେଗା ଘୋଟାଲା, ନିଜ ଆୟରୁ ଅଧିକ ସମ୍ପତ୍ତି ଏବଂ ଦୁର୍ନୀତିର ଗୁରୁତର ଅଭିଯୋଗରେ ଘେରି ରହିଥିବା ଝାଡଖଣ୍ଡର ଖଣି ଏବଂ ଶିଳ୍ପ ସଚିବ ତଥା ଆଇଏଏସ ଅଫିସର ପୂଜା ସିଙ୍ଘଲଙ୍କୁ ଇଡି ଗିରଫ କରିଛି । ଏହା ପୂର୍ବରୁ ତାଙ୍କୁ…

[ଦେଖନ୍ତୁ ଭିଡିଓ] ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପ : ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ବିଜେପି ରାଷ୍ଟ୍ରୀୟ…

ପୁରୀ : ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପକୁ ନେଇ ଏବେ ବ୍ୟାକଫୁଟରେ ରାଜ୍ୟ ସରକାର ଓ ଅଡୁଆରେ ନିର୍ମାଣକାରୀ ସଂସ୍ଥା । ଗତ ଦୁଇଦିନ ତଳେ ହାଇକୋର୍ଟରେ ଏଏସଆଇ ତରଫରୁ ସତ୍ୟପାଠ ଦାଖଲ ହେବାପରେ ଏବେ ବେଆଇନ୍ ନିର୍ମାଣ ଉପରୁ ପରଦା ହଟିଛି । ଏଏସଆଇର ବିନା ଅନୁମତିରେ ନିଷେଧାଞ୍ଚଳରେ ନିର୍ମାଣ…

ଇସ୍ରାଏଲ ସେନା ଗୁଳି ମାଡରେ ମୃତ୍ୟୁବରଣ କଲେ ଅଲ ଜଜୀରା ସାମ୍ବାଦିକ

ନୂଆଦିଲ୍ଲୀ: ଜେନିନରେ ଇସ୍ରାଏଲ ସେନା ଗୁଳିମାଡରେ ଅଲ ଜଜୀରାର ସାମ୍ବାଦିକ ଶିରୀନ ଅବୁଙ୍କ ପରଲୋକ ହୋଇଛି । ଇସ୍ରାଏଲ ସେନା ଜାଣିଶୁଣି ତାଙ୍କୁ ମାରିଛି ବୋଲି ଅଲ ଜଜୀରା ଅଭିଯୋଗ ଆଣିଛି । ତେବେ ଏହାକୁ ଇସ୍ରାଏଲ ପକ୍ଷରୁ ଖଣ୍ଡନ କରାଯାଇଛି । ସେନା ଜେନିନରେ ଥିବା ଏକ ଶରଣାର୍ଥୀ କ୍ୟାମ୍ପରେ ରେଡ…