Latest Odisha News

BREAKING NEWS

Yearly Archives

2022

[ଦେଖନ୍ତୁ ଭିଡିଓ] ସଫଳ ହେଲା ୧୨ଘଣ୍ଟିଆ ବନ୍ଦ ଡାକରା:ମେଡିକାଲ କଲେଜ ପରିଚାଳନା କରିବାକୁ MCL ର ପ୍ରତିଶ୍ରୁତି

ଅନୁଗୁଳ: ମେଡିକାଲ କଲେଜ ପରିଚାଳନାକୁ ନେଇ ତାଳଚେର ୧୨ଘଣ୍ଟିଆ ବନ୍ଦ ଦିଆ ଯାଇଥିଲା । ଯାହାକି ସଫଳ ହୋଇଛି । ବନ୍ଦ ବେଳେ ତ୍ରିପାକ୍ଷିକ ଆଲୋଚନା ହୋଇଥିବା ବେଳେ ଏଥିରେ ମୁଣ୍ଡ ନୂଆଁଇଛି MCL । ମେଡିକାଲ କଲେଜ ପରିଚାଳନା କରିବାକୁ MCL ରାଜି ହୋଇଥିବା ବେଳେ MCL ମେଡିକାଲ କଲେଜ ପରିଚାଳନାର…

ସ୍ୱଳ୍ପ ଗଳ୍ପ : ଆଢୁଆଳର ମାଆ

ଜ୍ୟୋତି ନନ୍ଦଙ୍କ ନିୟମିତ ସ୍ତମ୍ଭ ‘ସ୍ୱଳ୍ପ ଗଳ୍ପ’ ଭାଗ : ୨୦  ଇଟାଲୀୟ ଶିଳ୍ପୀ ଲିଣ୍ଡା ଫ୍ରେନି ନାଗଲର୍ ଭେନିସ୍ ଠାରେ ଗୋଟିଏ ପ୍ରଦର୍ଶନୀର ଆୟୋଜନ କରିଥିଲେ । ସେହି ପ୍ରଦର୍ଶନୀରେ ପ୍ରାୟତଃ ହଜାରେ ଖଣ୍ଡେ (ସଠିକ ହିସାବ କରି କହିଲେ ତାହା ସଂଖ୍ୟାରେ ହେବ ୯୯୭) ସଂଗୃହିତ ଫଟୋଗ୍ରାଫ୍…

ଓଡ଼ିଶାରେ ୮୩ ପ୍ରତିଶତ ମହିଳା କହିଲେ ସ୍ୱାମୀଙ୍କ ସହ ସମ୍ଭୋଗ ରଖିବା ବାଧ୍ୟତାମୂଳକ ନୁହେଁ, ପୁରୁଷଙ୍କ ମତ ?

ନୂଆଦିଲ୍ଲୀ: ଦେଶରେ ବିଭିନ୍ନ ସମ୍ପ୍ରଦାୟର ଲୋକେ ଶିଶୁ ଜନ୍ମ ପୂର୍ବ ଭଳି କରୁନାହାନ୍ତି । ସ୍ୱାସ୍ଥ୍ୟ ବିଭାଗ ସର୍ଭେ କରି ଏପରି ଏକ ରିପୋର୍ଟ ଦେବା ପରେ ଆଉ ଏକ ରିପୋର୍ଟ ସାମ୍ନାକୁ ଆସିଛି। ଦେଶର ୮୨% ମହିଳା ସ୍ୱାମୀଙ୍କ ସହ ଶାରୀରିକ ସମ୍ପର୍କ ରଖିବାକୁ ମନା କରିପାରନ୍ତି ବା ବାଧ୍ୟତାମୂଳକ…

ଅଶାନ୍ତ ସମୁଦ୍ର: ମରଣଯନ୍ତାରୁ ଖସିଆସିଲେ ମତ୍ସ୍ୟଜୀବୀ

ଗୋପାଳପୁର: ସମୁଦ୍ର ଅଶାନ୍ତ ଥିବା ବେଳେ ଦରିଆ ଭିତରକୁ ଯାଉଛନ୍ତି ମତ୍ସ୍ୟଜୀବୀ । ଯାହାର ପରିଣାମ ଆଜି ବ୍ରହ୍ନପୁର ଗୋପାଳପୁର ବନ୍ଦର ନିକଟରେ ଦେଖିବାକୁ ମିଳିଛି। ସୌଭାଗ୍ୟବଶତଃ ଡଙ୍ଗାଟି ବୁଡି ଯାଇଥିଲା ହେଲେ ମତ୍ସ୍ୟଜୀବୀ ମାନେ ମରଣଯନ୍ତାକୁ ଖସି ଆସିବାରେ ସକ୍ଷମ ହୋଇଛନ୍ତି। ମଙ୍ଗଳବାର…

‘ଅହଙ୍କାର ଏବଂ ଅବହେଳା ପାଇଁ ଜଗନ୍ନାଥ ପ୍ରେମୀ କ୍ଷତି ସହୁଛନ୍ତି’

ଭୁବନେଶ୍ୱର: ପୁରୀ ଐତିହ୍ୟ ପ୍ରକଳ୍ପ ବିନା ଅନୁମତିରେ ତିଆରି ହେଉଛି ବୋଲି ଏଏସଆଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରି କହିଛି । ଏହାପରେ ବିରୋଧୀ ବିଜେପି ଫ୍ରଣ୍ଟଫୁଟକୁ ଆସି ରାଜ୍ୟ ସରକାରକୁ ଘେରିଛି । ଏବେ ବରିଷ୍ଠ ନେତା ବିଜୟ ମହାପାତ୍ର ପ୍ରେସମିଟ୍ କରି ଉଭୟ ଏଏସଆଇ ଏବଂ ରାଜ୍ୟ ସରକାରଙ୍କ…

ଦ୍ରାବିଡ ବିଜେପିରେ ଯୋଗ ଦେବା ନେଇ ଜୋର ଧରିଲା ଚର୍ଚ୍ଚା

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ଦି ୱାଲ ଭାବେ ପରିଚିତ ରାହୁଲ ଦ୍ରାବିଡ ବିଜେପିରେ ଯୋଗ ଦେବା ନେଇ ଚର୍ଚ୍ଚା ଜୋର ଧରିଛି । ହିମାଚଳ ପ୍ରଦେଶରେ ଚଳିତ ମାସ ୧୨ରୁ ୧୫ ପର୍ଯ୍ୟନ୍ତ ବିଜେପିର ଯୁବମୋର୍ଚ୍ଚା ରାଷ୍ଟ୍ରୀୟ କାର୍ଯ୍ୟସମିତି ଆୟୋଜିତ ହେବ । ଏଥିରେ ଦ୍ରାବିଡ ଯୋଗ ଦେବେ ବୋଲି ଜଣାପଡିବା…

ଦାନିଶ ସିଦ୍ଦିକଙ୍କୁ ମିଳିଲା ୨ୟ ଥର ପାଇଁ ସମ୍ମାନଜନକ ପୁଲଟିଜର ପୁରସ୍କାର

ନୂଆଦିଲ୍ଲୀ: ଆଫଗାନିସ୍ତାନକୁ ତାଲିବାନ ଗୋଷ୍ଠୀ କବଜା କଲାବେଳେ ରିପୋର୍ଟିଂ କରି ପ୍ରାଣ ହରାଇଥିବା ଭାରତୀୟ ସାମ୍ବାଦିକଙ୍କୁ ଆଜି ଦ୍ୱିତୀୟ ଥର ପାଇଁ ସମ୍ମାନଜନକ ପୁଲଟିଜର ପୁରସ୍କାର ପ୍ରଦାନ କରାଯାଇଛି । କୋଭିଡ ସମୟରେ ଚମତ୍କାର ଫିଚର ଫଟୋଗ୍ରାଫି ପାଇଁ ତାଙ୍କୁ ଏହି ପୁରସ୍କାର ମିଳିଛି । ୩୯…

ମାମଲା ଗଡୁଛି କୋର୍ଟରେ, ଛାତ ପଡ଼ି ଚାଲିଛି ନିଷିଦ୍ଧାଞ୍ଚଳରେ

ପୁରୀ: ଐତିହ୍ୟ ପ୍ରକଳ୍ପ ମାମଲା ହାଇକୋର୍ଟ ବିଚାରଧୀନ ରହିଛି। ଏଏସଆଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରି କହିଛି, ୧୦୦ ମିଟିର ପରିଧି ଭିତରେ ଖନନ କରିବାକୁ ଏଏସଆଇ ଅନୁମତି ଦେଇନାହିଁ । ଅନ୍ୟପଟେ ନିଷିଦ୍ଧାଞ୍ଚଳରେ ଛାତ ପଡ଼ି ଚାଲିଛି । ବିରୋଧୀ ଏବଂ ବୁଦ୍ଧୀଜୀବୀ ଯେତେବେଳେ ବେଆଇନ କାମକୁ…

ଗିନିଜ ବୁକ ଅଫ ୱାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଲା ଭାରତର ଲମ୍ବା ବଲପେନ

ନୂଆଦିଲ୍ଲୀ: ଗିନିଜ ବୁକ ଅଫ ୱାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଛି ଭାରତର ଲମ୍ବା ବଲପେନ । ଆଚାର୍ଯ୍ୟ ମକୁନରୀ ଶ୍ରୀନିବାସ ଏହି ପେନ ତିଆରି କରିଥିଲେ । ବିଶ୍ୱର ଏହି ବଡ ବଲ ପଂଏଟ ପେନର ଲମ୍ବା ୫.୫ ମିଟର ଓ ଓଜନ ୩୭.୨୩ କିଲୋଗ୍ରାମ । ସାଧାରଣ ବଲପେନଠାରୁ ଏହା ୩୮ଗୁଣା ବଡ । ଗିନିଜ ବୁକ ଅଫ…

ପୁରୁଖା ନେତା ହେବେ ନୂଆ ପିସିିସି ସଭାପତି, ରାହୁଲ କରୁଛନ୍ତି ଚିନ୍ତା

ନୂଆଦିଲ୍ଲୀ: ରାଜ୍ୟର ପରବର୍ତ୍ତୀ ପିସିସି ସଭାପତି ନେଇ କଂଗ୍ରେସ ହାଇକମାଣ୍ଡ ରାହୁଲ ଗାନ୍ଧୀଙ୍କ ସହ ଓଡିଶା କଂଗ୍ରେସର ୧୭ ନେତା ଆଲୋଚନା କରିଛନ୍ତି। ସୋମବାର ସଂଧ୍ୟାରେ ହୋଇଥିବା ଏହି ଆଲୋଚନାରେ ରାହୁଲ ଗାନ୍ଧୀ ଅନେକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ସମସ୍ତ ନେତାଙ୍କ ସହ ଓ୍ୱାନ ଟୁ…