ତିନି ଶିଶୁଙ୍କୁ ହତ୍ୟା କରି କୂଅରେ ଫିଙ୍ଗି ଦେଲା ବାପା
ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲା କୋଇଡା ଥାନାର କମଣ୍ଡ ନିକଟ କୁଲାମୁଣ୍ଡା ସାହିରେ ଅଭାବନୀୟ ଘଟଣା। ମଦ ଉଜାଡିଦେଇଛି ସଂସାର । ନିଜର ତିନି ନିଷ୍ପାପ ଶିଶୁକୁ ହତ୍ୟା କରି କୂଅରେ ଫିଙ୍ଗି ଦେଇଛି ବାପା। ଗତକାଲି ପାଣ୍ଡୁ ମୁଣ୍ଡା ମଦ ପିଇ ରାତିରେ ଘରକୁ ଫେରିବା ପରେ ନିଜ ସ୍ତ୍ରୀ ଧୁବଲି…