ବ୍ରହ୍ମପୁରର ୬ ନର୍ସିଂହୋମ ଉପରେ ଚଢ଼ଉ
ବ୍ରହ୍ମପୁର:ବ୍ରହ୍ମପୁର ସହରର ୬ଟି ଘରୋଇ ନର୍ସିଂହୋମ୍ ଉପରେ ଶନିବାର ସନ୍ଧ୍ୟାରେ ପ୍ରଶାସନ ତରଫରୁ ଚଢ଼ଉ କରାଯାଇଛି। ବ୍ରହ୍ମପୁର ମହାନଗର ନିଗମର ଆୟୁକ୍ତ ଜେ.ସୋନାଲ ଏବଂ ଉପଜିଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ସମେତ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଚଢ଼ଉ ହୋଇଥିଲା। ଚଢ଼ଉ…