Latest Odisha News

BREAKING NEWS

Yearly Archives

2022

ରାଜଧାନୀରେ ପୁଣି ହତ୍ୟାକାଣ୍ଡ: ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ, ତଦନ୍ତ ଜାରି

ଭୁବନେଶ୍ୱର : ରାଜଧାନୀରେ ପୁଣି ଏକ ହତ୍ୟାକାଣ୍ଡ । ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ବାମୀ । ହତ୍ୟା ପରେ ଆତ୍ମହତ୍ୟା ରୂପ ଦେଇଥିଲା। ମୃତକ ହେଲେ ଲିଲି ଦାଶ। ଅଭିଯୁକ୍ତ ସ୍ୱାମୀ ସୌଭଗ୍ୟ ରଞ୍ଜନ ଦାଶ । ସହିଦନଗର ଥାନା ଅନ୍ତର୍ଗତ ବସୁଆଘାଇ ଅଞ୍ଚଳରେ ଘଟିଛି ଘଟଣା। ସୌଭାଗ୍ୟ ଆଗରୁ…

କଟକରେ ଅଘଟଣ: ସ୍କୁଲ ବାରଣ୍ଡାରେ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ: ସ୍କୁଲ ବାରଣ୍ଡାରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । କଟକ ସଦର ଥାନା ଅନ୍ତର୍ଗତ ଶଂଖତରାସ ହାଇସ୍କୁଲ ବାରଣ୍ଡାରୁ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର କରାଯାଇଛି । ବେକରେ ରଶି ଲଗାଇ ସେମାନେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତକ ନିକଟସ୍ଥ ଗାଁର ହୋଇଥିବା ସୂଚନା…

ତହଲକା ମଚାଉଛନ୍ତି ଭାରତର ଗାମୁଛା, ରୁଦ୍ରାକ୍ଷ ମାଳ ପିନ୍ଧା ଡବ୍ଲ୍ୟୁଡବ୍ଲ୍ୟୁଇ ଷ୍ଟାର

ଭୁବନେଶ୍ୱର: ୱାର୍ଲ୍ଡ ରେସଲିଂ ଏଂଟରଟେନମେଂଟ (ଡବ୍ଲ୍ୟୁଡବ୍ଲ୍ୟୁଇ)ରେ ଭାରତର ଦି ଗ୍ରେଟ ଖଲୀ ଆଶାତୀତ ସଫଳତା ହାସଲ କରିଥିଲେ । ସେ ସାଜିଥିଲେ ଯୁବ ପିଢ଼ୀରେ ପ୍ରମୁଖ ଷ୍ଟାର । ଏବେ ଏହି ଧାରାରେ ସାମିଲ ହୋଇଛନ୍ତି ଆଉ ଜଣେ ଭାରତୀୟ । ବୀର ମହାନ ନାମକ ଏହି ଡବ୍ଲ୍ୟୁଡବ୍ଲ୍ୟୁଇ ଷ୍ଟାରଙ୍କ ଷ୍ଟାଇଲ…

ଥରିଲା ଆଫଗାନିସ୍ତାନ କାବୁଲ: ନମାଜ ପାଠ ବେଳେ ମସଜିଦରେ ବିସ୍ଫୋରଣ,୫୦ରୁ ଉର୍ଦ୍ଧ୍ୱ ମୃତ

ଦିଲ୍ଲୀ: ଆଫଗାନିସ୍ତାନରେ ବାରମ୍ବାର ମସଜିଦ ଗୁଡିକୁ ଟାର୍ଗେଟ କରାଯାଉଛି । ରାଜଧାନୀ କାବୁଲରେ ଶୁକ୍ରବାର ସନ୍ଧ୍ୟା ସମୟରେ ବିସ୍ଫୋରଣ ଘଟି ୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ବିସ୍ଫୋରଣ ଏଠିକାର ଏକ ସୁନି ମସଜିଦରେ ଘଟିଥିବା ବିଶେଷ ସୂତ୍ରରୁ ଜଣାପଡିଛି । ତାଲିବାନର କହିବା ମୁତାବକ,…

ଆସନ୍ତାକାଲିଠାରୁ ତାତିରେ ଲାଗିବ ବ୍ରେକ: କାଳବୈଶାଖୀ ଯୋଗୁ ମିଳିବ ଆଶ୍ୱସ୍ତି

ଭୁବନେଶ୍ୱର: ଆସନ୍ତାକାଲିଠାରୁ ତାତିରେ ଲାଗିବ ବ୍ରେକ । କାଳବୈଶାଖୀ ପ୍ରଭାବରେ କମିବ ତାପମାତ୍ରା । ମେ’ ୧ରୁ ୨ ତାରିଖ ମଧ୍ୟରେ ୨ ଡିଗ୍ରୀ ପର୍ଯ୍ୟନ୍ତ ତଳକୁ ଖସିବ ଦିନର ତାପମାତ୍ରା । ଆସନ୍ତାକାଲିଠାରୁ ପାରଦ କମିଥିବାବେଳେ ଆଜିବି କଲବଲ କରିବ ତାତି । ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ…

ଆଜି ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ବିଚାରପତି ସମ୍ମିଳନୀ

ଦିଲ୍ଲୀ: ଆଜି ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ବିଚାରପତି ସମ୍ମିଳନୀ । ଏହି ସମ୍ମିଳନୀରେ ଯୋଗଦେବେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟର ମୁଖ୍ୟ ବିଚାରପତି । ବିଜ୍ଞାନ ଭବନରେ ଆୟୋଜିତ ଏହି ସମ୍ମିଳନୀକୁ ଉଦଘାଟନ୍ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ସମ୍ମିଳନୀରେ…

ରାଜଧାନୀରେ ଧୋକାବାଜ୍ ପ୍ରେମିକ: ନା ଟଙ୍କା ମିଳୁଛି, ନା ପ୍ରେମିକ ଧରାପଡୁଛି

ଭୁବନେଶ୍ୱର : ମହଙ୍ଗା ପଡ଼ିଲା ନିବିଡ଼ ସମ୍ପର୍କ । କଲେଜର ଯେଉଁ ପୂର୍ବତନ ଛାତ୍ର ସହ ବନ୍ଧୁ ବାନ୍ଧିଥିଲେ ଲେଡ଼ି ଆକାଉଣ୍ଟାଣ୍ଟ, ଆଜି ସେହି ଛାତ୍ର ଲଗାଇଦେଲା ଲକ୍ଷ ଲକ୍ଷ ଟଙ୍କାର ଚୂନ । ଝାଡ଼ଖଣ୍ଡର ଏହି ଯୁବକର ଏଭଳି କାଣ୍ଡ ପରେ ମୁଣ୍ଡରେ ହାତ ଦେଇଛନ୍ତି ଓଡ଼ିଶାର ଜଣେ ବାନ୍ଧବୀ । ଏଭଳି…

ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ରୋଡରେ ଗୁଳିମାଡ଼, ଜଣେ ମୃତ

ସୁନ୍ଦରଗଡ : ବିଚ୍ ରାସ୍ତାରେ ପୁଣି ଫୁଟିଲା ଗୁଳି । ଗୁଳିକାଣ୍ଡରେ ଜଣଙ୍କ ଜୀବନ ଯାଇଛି । ମୃତକ ହେଲେ ମହାନ୍ତିଆପଡ଼ାର ମୁରାରୀ ତନ୍ତୀ । ସୁନ୍ଦରଗଡ ଟାଉନ ଥାନା ସରକାରୀ କଲେଜ ରାସ୍ତାରେ ନିଜ କାରରୁ ଓହ୍ଲାଇ ଘରକୁ ଯିବାବେଳେ ପଛ ପଟୁ ଦୁଇ ଦୁର୍ବୃତ୍ତ ଆସି ଦୁଇ ରାଉଣ୍ଡ ଫାଇରିଂ କରିଥିବା…

ଧାରାବାହିକ ଉପନ୍ୟାସ : ଚୋରାବାଲି (୮୪)

ସ୍ୱର୍ଣ୍ଣଲତା ମହାପାତ୍ରଙ୍କ ଧାରାବାହିକ ଉପନ୍ୟାସ ‘ଚୋରାବାଲି’ ଭାଗ : ୮୪  ଆରାଧ୍ୟା ତ ମେଘ ଦେଖିଲା ମାତ୍ରେ, ପିଲାଦିନୁ ହିଁ ଅନ୍ୟମନସ୍କ ହେଇପଡେ । ମେଘ ଘୋଟିଲେ, ଆକାଶର ରଙ୍ଗ ବଳିଯାଏ । ଇଶ୍ୱର ବୋଧହୁଏ, ଛୋଟ ଛୁଆ ପାଲଟି ଯାଆନ୍ତି । ତାଙ୍କ ଅନଭିଜ୍ଞ ହାତରେ ଭିନ୍ନଭିନ୍ନ ଚିତ୍ରମାନ…

ରାତିରେ ମୋବାଇଲ ସିମ୍ ଦୋକାନ ଉପରେ ରେଡ୍

ଢେଙ୍କାନାଳ: ମୋବାଇଲ ସିମ୍ ଦୋକାନ ଉପରେ ରେଡ୍ । ଗତକାଲି ସଂଧ୍ୟା ସମୟରେ କ୍ରାଇମବ୍ରାଞ୍ଚ ଢେଙ୍କାନାଳରେ ରେଡ୍ କରିଛି । ଢେଙ୍କାନାଳର ସହରର ଟାଉନ ପ୍ଲାନିଂ ଅଂଚଳରେ ରହିଛି ଏହି ସିମ୍ ଦୋକାନ। ସ୍ଥାନୀୟ ପୁଲିସ ସହାୟତାରେ ଆସି କ୍ରାଇମବ୍ରାଞ୍ଚ ଏହି ରେଡ୍ କରିଛି। ଦୋକାନରେ ବସୁଥିବା ଦୁଇ ଜଣ…