Latest Odisha News

BREAKING NEWS

Yearly Archives

2023

ଲଗେଜ ଆସିବାକୁ ଡେରି ହେବାରୁ କନଭେଅର ବେଲ୍ଟ ଉପରେ ଚଢି ହରକତ କଲେ ଯାତ୍ରୀ

ଲଣ୍ଡନ: ଲଣ୍ଡନ ଗ୍ୟାଟୱିକ୍ ଏୟାରପୋର୍ଟରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି । ଲଗେଜ ଆସିବାକୁ ଡେରି ହେବାରୁ ଯାତ୍ରୀଜଣକ ରାଗିଯାଇ ଲଗେଜ କନଭେଅର ବେଲ୍ଟ ଉପରେ ଚଢି ଯାଇଥିଲେ । ଉପରେ ଚଢିବା ସହ କନଭେଅର ଉପରେ ଶୌଚ କରିବାକୁ ଏୟାରପୋର୍ଟ ଅଧିକାରୀଙ୍କୁ ଧମକ ମଧ୍ୟ ଦେଇଥିଲେ ।…

ନିଜ ସହରରେ କଲମ୍ବୀୟ ପପ୍ ଗାୟିକାଙ୍କ ବିଶାଳ ପ୍ରତିମୂର୍ତ୍ତି

କଲମ୍ବିଆ: ନିଜ ଜନ୍ମ ସହରରେ ନିଜର ପ୍ରତିମୂର୍ତ୍ତି । ତାହାପୁଣି ବିଶାଳକାୟ ପ୍ରତିମୂର୍ତ୍ତି । ଏପରି ପ୍ରତିମୂର୍ତ୍ତି ଶୋଭା ପାଇବା କିଛି କମ୍ କଥା ନୁହେଁ । ଏ ପରିପ୍ରେକ୍ଷୀରେ ଗତ ମଙ୍ଗଳବାର ପ୍ରଖ୍ୟାତ କଲମ୍ବୀୟ ପପ୍ ଗାୟିକା ସାକିରାଙ୍କର ଏକ ବିଶାଳ ପ୍ରତିମୂର୍ତ୍ତି ତାଙ୍କ ଜନ୍ମ ସହର…

ବାଇକ୍ ପଛରେ ବସି ଫ୍ଲାଇଙ୍ଗ୍ କିସ୍ ଦେଲେ ମହିଳା: ଭିଡିଓ ଭାଇରାଲ

ନୂଆଦିଲ୍ଲୀ: ସୋସିଆଲ ମିଡିଆରେ ପ୍ରତ୍ୟେକ ଦିନ ଭିନ୍ନ ଭିନ୍ନ ଭିଡ଼ିଓ ଦେଖିବାକୁ ପାଇଥାନ୍ତି । ସେଥିମଧ୍ୟରୁ କିଛି ଭିଡ଼ିଓ ଆମକୁ ଆଶ୍ଚର୍ଯ୍ୟ କରୁଥିବା ବେଳେ ଆଉ କିଛି ଆମକୁ ଶିଖିବାର ସୁଯୋଗ ଦେଇଥାଏ । ସୋସିଆଲ ମିଡ଼ିଆରେ ଖୁବଶୀଘ୍ର ଲୋକପ୍ରିୟତା ପାଇବା ପାଇଁ କିଛି ଲୋକ ନିଜ ଜୀବନକୁ ବାଜି ଲଗାଇ…

ନୂଆବର୍ଷରେ ମେଟ୍ରୋ ରେଳର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲି (ସୋମବାର) ନୂଆବର୍ଷରେ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ତ୍ରିଶୂଳିଆ ନିକଟସ୍ଥ ରତଗଡ ଲେଙ୍କା ସାହିରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ଭିତ୍ତି ପ୍ରସ୍ତର ସ୍ଥାପନ କରିବେ…

ବିନା ମାଲିକରେ ଶପିଙ୍ଗ କରୁଛି କୁକୁର

ବିନା ମାଲିକରେ ଶପିଙ୍ଗ କରୁଛି କୁକୁର । ଏମିତି ଏକ ଭିଡିଓ ଏବେ ସୋସେିଆଲ ମିଡିଆରେ ଖୁବ୍ ଭାଇରାଲ ହେବାରେ ଲାଗିଛି । ଏହି ଭିଡିଓରେ ଗୋଟିଏ କୁକୁର ତାହାର ମାଲିକ ବିନା ସପିଂ କରୁଥିବା ଦେଖିବାକୁ ମିଳୁଛି । ବିଶେଷ କଥା ହେଉଛି ମାଲିକ ଯାହା ପସନ୍ଦ କରନ୍ତି କୁକୁରକୁ ଭଲ ଭାବେ ଜଣା । ଏହି ଭିଡିଓ…

‘ଶ୍ରୀମନ୍ଦିର ଦେବତ୍ୱର କ୍ଷୁର୍ଣ୍ଣ ପ୍ରତିବାଦରେ ବିଜେପି ଆନ୍ଦୋଳନ କରିବ’

ଭୁବନେଶ୍ୱର: ଜଗନ୍ନାଥ ମନ୍ଦିରକୁ ଅପବିତ୍ର କରିବା ସହ ଜଗନ୍ନାଥ ସଂସ୍କୃତିକୁ ଧ୍ୱଂସ କରିବାକୁ ପ୍ରୟାସ କରିଛି ବିଜେଡି । ଜଗନ୍ନାଥଙ୍କୁ “ବଜାର ସାମଗ୍ରୀ” ଭାବେ ପ୍ରଚାର କରିବା ଦୁର୍ଭାଗ୍ୟଜନକ । କିଛିଦିନ ତଳେ ବିଜୁ ଜନତା ଦଳର ଜଣେ ନୂଆ ନେତା ଭିକେ ପାଣ୍ଡିଆନ ଜଣେ ଗୋମାଂସ ଭକ୍ଷଣକାରୀଙ୍କୁ…

ଏହି କାରଣ ପାଇଁ ସାଧାରଣତନ୍ତ୍ର ଦିବସ ପରେଡରୁ ବାଦ ପଡିଲେ ପଞ୍ଜାବ ଓ ପଶ୍ଚିମବଙ୍ଗ ପ୍ରଜ୍ଞାପନ ମେଢ

ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସ-୨୦୨୪ ପରେଡରେ କର୍ତ୍ତବ୍ୟପଥରେ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନୀରେ ଅଂଶଗ୍ରହଣ କରିବାରୁ ବାଦ ପଡିଛନ୍ତି ପଞ୍ଜାବ ଓ ପଶ୍ଚିମବଙ୍ଗ । ଏହି ଦୁଇ ରାଜ୍ୟର ପ୍ରସ୍ତାବିତ ପ୍ରଜ୍ଞାପନ ମେଢକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଚୟନ କରିନାହିଁ । ଏହା ପରେ ଉଭୟ ରାଜ୍ୟ କେନ୍ଦ୍ର…

ଚର୍ଚ୍ଚାରେ ଶୁଭମନ ରଖିଥିବା ୨୦୨୩ ପାଇଁ ଟାର୍ଗେଟ

ନୂଆଦିଲ୍ଲୀ: ଭାରତର ଉଦୀୟମାନ କ୍ରିକେଟର ଶୁଭମନ ଗିଲଙ୍କ ଏକ ପୋଷ୍ଟ ଏବେ ଚର୍ଚ୍ଚାର କାରଣ ସାଜିଛି । ୩୧ ଡିସେମ୍ବର ୨୦୨୨ରେ ତାଙ୍କର ଆଗାମୀ ବର୍ଷ ପାଇଁ କଣ ଟାର୍ଗେଟ ଥିଲା ତାହା ସେ ଶେୟାର କରିଛନ୍ତି । ଏହି ହାତ ଲେଖା ଫଟୋଟିରେ ସେ ରଖିଥିବା ଲକ୍ଷ୍ୟ ପ୍ରାୟତଃ ହାସଲ କରିଥିଲେ । ଭାରତୀୟ…

କୁହୁଡି ଯୋଗୁଁ ବଢୁଛି ସଡ଼କ ଦୁର୍ଘଟଣା: ପ୍ରତିବର୍ଷ ହାରାହାରି ୧୮ହଜାର ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଶୀତ ଦିନେ କୁହୁଡି ଏକ ମୁଖ୍ୟ ସମସ୍ୟା । କୁହୁଡି ଯୋଗୁଁ ଦୃଶ୍ୟମାନ କ୍ଷମତା ହ୍ରାସ ପାଏ ଓ ଦୁର୍ଘଟଣା ଘଟିଥାଏ । କୁହୁଡି ଯୋଗୁଁ ପ୍ରତିବର୍ଷ ହାରାହାରି ୧୮ହଜାର ଲୋକଙ୍କ ମୃତ୍ୟୁ ହେଉଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି । କୁହୁଡି ଯୋଗୁଁ ଉତ୍ତରପ୍ରଦେଶରେ ସର୍ବାଧିକ ସଡକ…

ପୋଲାଭରମ ପ୍ରକଳ୍ପ ବିରୋଧ ଘଟଣା; ପୁରୀ ସିଂହଦ୍ଵାର ସମ୍ମୁଖରେ ପହଞ୍ଚିଲା ମୋଟୁ ଠାରୁ ଆରମ୍ଭ ହୋଇଥିବା ସାଇକେଲ ଯାତ୍ରା

ପୁରୀ: ପୋଲାଭରମ ପ୍ରକଳ୍ପ କୁ ବିରୋଧ କରି ମୋଟୁ ଠାରୁ ଆରମ୍ଭ ହୋଇଥିବା ସାଇକେଲ ଯାତ୍ରା ଆଜି ପୁରୀ ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ପହଞ୍ଚିଛି । ଆଇନଜୀବୀ ତଥା "ପିପୁଲ ଏଗେନେଷ୍ଟ ପୋଲାଭରମ ପ୍ରୋଜେକ୍ଟ ଜାତୀୟ କମିଟି ଉପଦେଷ୍ଟା ଲମ୍ବୋଧର ତୁରୁଜଙ୍କ ସାଇକଲ ଯାତ୍ରା ଆଜି ପୁରୀ ଠାରେ ଶେଷ…