ଆଇପିଏସ୍ ଅରୁଣ ଷଡ଼ଙ୍ଗୀଙ୍କୁ ଅତିରିକ୍ତ ଡିଜିପି ଭାବେ ଦିଆଗଲା ଦାୟିତ୍ୱ
ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ଅଫିସର ଅରୁଣ କୁମାର ଷଡ଼ଙ୍ଗୀଙ୍କୁ ଆଜି ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି)ର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।
ଓଡ଼ିଶା କ୍ୟାଡରର ୧୯୯୦ ବ୍ୟାଚ୍ ଆଇପିଏସ୍ ଅଧିକାରୀ ଅରୁଣ ଷଡ଼ଙ୍ଗୀ ନିୟମିତ ଡିଜିପି ନିଯୁକ୍ତି ନ ହେବା ପର୍ଯ୍ୟନ୍ତ ଏହି ଦାୟିତ୍ୱରେ ରହିବେ।…