ହାତୀକୁ ନିଆଁହୁଳା ମାଡ଼ ଘଟଣା: ଦୁଇ ଅସ୍ଥାୟୀ ବନ କର୍ମଚାରୀ ବହିଷ୍କୃତ
ବାରିପଦା: ହାତୀକୁ ନିଆଁହୁଳା ମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ। ଦୁଇ ଅସ୍ଥାୟୀ ବନ କର୍ମଚାରୀଙ୍କୁ ବହିଷ୍କାର କଲା ବନବିଭାଗ । ସେମାନେ ହେଉଛନ୍ତି ଦୀପକ ମୁଣ୍ଡା ଓ ବାପି ମାଝୀ। ବନ ବିଭାଗର ଦୁଧିଆଣି ରେଞ୍ଜ ଅଧିକାରୀ ପ୍ରଦୀପ ପୃଷ୍ଟି ଏହି ସୂଚନା ଦେଇଛନ୍ତି ।
ସୂଚନା ଅନୁସାରେ, ଗତ କିଛିଦିନ…