ବିଶ୍ବକପ ପୂର୍ବରୁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଦିନିକିଆରେ ଭାରତର ଲଜ୍ଜାଜନକ ପରାଜୟ
ନୂଆଦିଲ୍ଲୀ: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଦଳ ୬ ୱିକେଟରେ ପରାଜୟର ସମ୍ମୁଖୀନ ହୋଇଛି। ଭାରତୀୟ ଦଳର ବୋଲର ଏବଂ ବ୍ୟାଟରମାନେ ମ୍ୟାଚ୍ରେ ଖରାପ ପ୍ରଦର୍ଶନ କରିଛନ୍ତି। ଏହି ମ୍ୟାଚ୍ରେ ଦଳର ନିୟମିତ ଅଧିନାୟକ ରୋହିତ ଶର୍ମା ନିଜକୁ ଏବଂ ବିରାଟ କୋହଲିଙ୍କୁ ବିଶ୍ରାମ…