ରାହୁଲଙ୍କ ବାହାଘର ପାଇଁ ଝିଅ ଖୋଜିବାକୁ କହିଲେ ସୋନିଆ
ନୂଆଦିଲ୍ଲୀ:କଂଗ୍ରେସ ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ସୋନିପତର କିଛି ମହିଳା ଚାଷୀଙ୍କ ସହ ସାକ୍ଷାତର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଏହି ଭିଡିଓରେ ମହିଳା ଜଣେ ମହିଳା ସୋନିଆ ଗାନ୍ଧିଙ୍କ ସହ ଆଲୋଚନା କରୁଥିବା ଦେଖିବାକୁ ମିଳିଛି । ମହିଳା ଚାଷୀ ଜଣକ ସୋନିଆଙ୍କୁ…