ସମ୍ ସିଏଚ୍ଆର୍- ବନ୍ଧ୍ୟାଦୋଷ ସମସ୍ୟା ଥିବା ଦମ୍ପତିଙ୍କର ଆଶାର କେନ୍ଦ୍ର
ଭୁବନେଶ୍ୱର: ବନ୍ଧ୍ୟାଦୋଷ ସମସ୍ୟା ଥିôବା ଦମ୍ପତିଙ୍କର ଆଶାର କେନ୍ଦ୍ର ପାଲଟିଛି ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପରିଚାଳିତ ଇନ୍ଫର୍ଟିଲିଟି ଆଣ୍ଡ ଇନ୍ ଭିଟ୍ରୋ ଫର୍ଟିଲାଇଜେସନ୍ (ଆଇଭିଏଫ୍) କେନ୍ଦ୍ର ସେଂଟର ଫର୍ ହ୍ୟୁମାନ୍ ରିପ୍ରଡକ୍ସନ୍ (ସିଏଚ୍ଆର୍)…