ସ୍ୱାମୀଙ୍କ ଉପସ୍ଥିତିରେ ଥାନାରେ ଦିଅର ଭାଉଜଙ୍କ ବିବାହ
ସୁବର୍ଣ୍ଣପୁର: ନିଜ ସ୍ୱାମୀଙ୍କ ଉପସ୍ଥିତିରେ ସ୍ତ୍ରୀ ତାର ପ୍ରେମିକକୁ କରୁଛି ବିବାହ। ବିବାହ ପୁଣି କୌଣସି ବେଦି କିମ୍ବା ମଣ୍ଡପରେ ହୋଇନାହିଁ। ବିବାହ ସମୟରେ ନା ଥିଲା ବ୍ରାହ୍ମଣର ମନ୍ତ୍ରପାଠ ନା ବାଜୁଥିଲା ଶାହାନାଇଁ। ନିରାଡମ୍ବର ଭାବରେ ହୋଇଯାଇଛି ଏଭଳି ଏକ ବାହାଘର। ଫେରାର ହୋଇଥିବା…