Latest Odisha News

BREAKING NEWS

Yearly Archives

2023

ପୁଣି ଏକାଠି ନଜର ଆସିଲେ କରନ୍‌-ତେଜସ୍ୱୀ

ମୁମ୍ବାଇ:ବ୍ରେକ୍‌ଅପ୍ ପରେ ପୁଣି ଏକାଠି ନଜର ଆସିଲେ ଛୋଟ ପରଦାର ଲୋକପ୍ରିୟ ଅଭିନେତା କରନ୍ କୁନ୍ଦ୍ରା ଏବଂ ଅଭିନେତ୍ରୀ ତେଜସ୍ୱୀ ପ୍ରକାଶ । ନିକଟରେ ଉଭୟ ଜୁହୁସ୍ଥିତ ଏକ ମନ୍ଦିର ଦର୍ଶନ କରିବାକୁ ଯାଇଥିବା ଦେଖିବାକୁ ମିଳିଛି । ଏହାର ଫଟୋ ଓ ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଖୁବ୍ ଭାଇରାଲ…

କାଲି ଶ୍ରାବଣ ସୋମବାର, ପାଣି ଉଠାଇବା ବେଳେ ଦେବୀରେ ବୁଡ଼ି ୨ କାଉଡ଼ିଆ ନିଖୋଜ

ଜଗତସିଂହପୁର: ଆସନ୍ତାକାଲି ଶ୍ରାବଣ ଦ୍ୱିତୀୟ ସୋମବାର । ଏଥିପାଇଁ ବିଭିନ୍ନ ନଦୀ ପଠା ସହ ଶୈବ ପୀଠ ଚଳଚଞ୍ଚଳ ହୋଇ ଉଠିଛି । ବଡ଼ି ଭୋରରୁ ମହାଦେବଙ୍କ ପାଖରେ ଜଲ ଲାଗି କରିବାକୁ ବିଭିନ୍ନ ନଦୀରୁ ପାଣି ଆଣି ମନ୍ଦିର ଅଭିମୁଖେ ବାହାରୁଛନ୍ତି କାଉଡ଼ିଆ । ଜଗତସିଂହପୁରର ଦେବୀ ନଦୀରେ ବୁଡ଼ମାରି…

ଏଠାକୁ ଯିଏ ଯାଏ ସେ ଆଉ ଫେରେନି

ନୂଆଦିଲ୍ଲୀ: ଏ ଦୁନିଆ ବଡ ବିଚିତ୍ର । ଏ ପର୍ଯ୍ୟନ୍ତ ବି ମାନବ ସମସ୍ତ ରହସ୍ୟ ଉଜାଗର କରିପାରି ନାହିଁ । ଅରୁଣାଚଳ ଓ ତିବ୍ଦତର ମଧ୍ୟରେ ଏ ଭଳି ଏକ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ସ୍ଥାନ ଅଛି ସେଠାକୁ ଯିଏ ଆଉ ଫେରେନି । ଶାଙ୍ଗରୀ ଲା ଘାଟି ନାମରେ ଏହି ରହସ୍ୟମୟ ସ୍ଥାନ ପରିଚିତ । କେତେକଙ୍କ…

ମୁଖ୍ୟ ରାସ୍ତାରୁ ଜବର ଦଖଲ ଉଚ୍ଛେଦ ପାଇଁ ୭ ଦିନ ମହଲତ

ରାୟଗଡ଼ା: ରାୟଗଡ଼ା ସହରର ସୌନ୍ଦର୍ଯ୍ୟକରଣ ପାଇଁ ପୌର ପରିଷଦ ପକ୍ଷରୁ ଆରମ୍ଭ ହୋଇଛି ଜବର ଦଖଲ ଉଚ୍ଛେଦ । ସହରର ମୁଖ୍ୟ ରାସ୍ତାରୁ ଜବର ଦଖଲ ଖାଲି କରିବାକୁ ୭ ଦିନ ତଳେ ତଳେ ପ୍ରଶାସନ ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର କରିଥିଲା । ଆଜି ସହରର ଅଶୋକ ସିନେମା ହଲ୍ ଠାରୁ ଉଚ୍ଛେଦ ପ୍ରକ୍ରିୟା…

ସଚିବ ଭିକେ ପାଣ୍ଡିଆନଙ୍କ ସମ୍ବଲପୁର ଗସ୍ତ ବେଳେ ଛାତ୍ରଛାତ୍ରୀଙ୍କ ପରୀକ୍ଷା ବାତିଲ ଅଭିଯୋଗ

ସମ୍ବଲପୁର: ସମ୍ବଲପୁରରେ ଏକ କଲେଜ ପରୀକ୍ଷା ଥିଲେ ମଧ୍ୟ ଛାତ୍ରଛାତ୍ରୀଙ୍କୁ ୫-ଟି ସଚିବ ଭି. କେ. ପାଣ୍ଡିଆନଙ୍କ ସହ ବୈଠକରେ ଯୋଗ ଦେବାକୁ ବାଧ୍ୟ କରାଯାଇଥିବା ଅଭିଯୋଗ ହୋଇଛି। ଜୁଲାଇ ୧୫ ତାରିଖରେ ଧନକଉଡା ଗ୍ରାମରେ ୫ଟି ସଚିବଙ୍କ ବୈଠକ ବସିଥିଲା। ବୈଠକ ଶେଷ ହେବା ପରେ କିଛି ଛାତ୍ର ଚେୟାର…

ଘର ନୁହେଁ, କାରରେ ବିଳାସପୂର୍ଣ୍ଣ ଜୀବନ କାଟନ୍ତି ପୁରା ପରିବାର: ବର୍ଷକୁ ୮ ମାସ ଏଥିରେ ରୁହନ୍ତି

ରାଜସ୍ଥାନ: ପ୍ରତ୍ୟେକ ଲୋକଙ୍କର ଗୋଟେ ସ୍ୱପ୍ନର ଘର ଥାଏ । ସେମାନେ ସେହି ଘରେ ସାରାଜୀବନ ଖୁସିରେ ରହିବାକୁ ଚାହିଁଥାନ୍ତି । ସେଥିଲାଗି ଘର ଖଣ୍ଡିଏ କରିବା ପାଇଁ ଲୋକଙ୍କୁ ବହୁ ପରିଶ୍ରମ କରିବାକୁ ପଡ଼ିଥାଏ । ରାଜସ୍ଥାନର ଗୋଟେ ପରିବାର ତାଙ୍କ ସ୍ୱପ୍ନର ଘର ତାଙ୍କ କାର ପାଲଟିଯାଇଛି । ସେମାନେ…

ଆସନ୍ତାକାଲି ବିଜେପି ବିରୋଧରେ ବେଙ୍ଗାଲୁରୁରେ ବିରୋଧୀଙ୍କ ବୈଠକ, ସାମିଲ ହେବ ଆପ୍

ନୂଆଦିଲ୍ଲୀ: ଆସନ୍ତା ବର୍ଷ ହେବାକୁ ଥିବା ସାଧାରଣ ନିର୍ବାଚନରେ ବିଜେପି ବିରୋଧରେ ଲଢ଼ିବା ପାଇଁ ମିଳିତ ରଣନୀତି ସ୍ଥିର କରିବା ପାଇଁ ଆମ୍ ଆଦମୀ ପାର୍ଟି ଆସନ୍ତାକାଲି କର୍ଣ୍ଣାଟକର ବେଙ୍ଗାଲୁରୁରେ କଂଗ୍ରେସ ନେତୃତ୍ୱଧୀନ ବିରୋଧୀ ଦଳ ବୈଠକରେ ଯୋଗ ଦେବାକୁ ନିଷ୍ପତ୍ତି ନେଇଛି। ଯେଉଁଥିରେ କଂଗ୍ରେସ…

ଇନ୍‌ଷ୍ଟାଗ୍ରାମ୍ ଓ ୟୁଟ୍ୟୁବ ଛାଡ଼ି ଛାତ୍ରଛାତ୍ରୀ ନୂତନ ପ୍ରଯୁକ୍ତିବିଦ୍ୟାକୁ ଆପଣାନ୍ତୁ: ବିଶେଷଜ୍ଞ

ଭୁବନେଶ୍ୱର: ବର୍ତ୍ତମାନ ବିଶ୍ୱରେ ପ୍ରତ୍ୟେକ ୩ ମାସରେ ଥରେ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ପରିବର୍ତ୍ତନ ଘଟୁଛି । ଭବିଷ୍ୟତରେ ପ୍ରତ୍ୟେକ ୩ ସପ୍ତାହରେ ଥରେ ଏ କ୍ଷେତ୍ରରେ ପରିବର୍ତ୍ତନ ଘଟିବ । ତେଣୁ ଛାତ୍ରଛାତ୍ରୀମାନେ ଦ୍ରୁତ ଗତିରେ ପରିବର୍ତନ ଘଟୁଥିବା ଏହି ଜ୍ଞାନକୌଶଳକୁ ଆପଣାନ୍ତୁ ବୋଲି…

ଏସିଆ କପ ପୂର୍ବରୁ ଦଳରେ ସାମିଲ ହୋଇପାରନ୍ତି ବୁମରାହ, ଶ୍ରେୟାଶ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଦିନିକିଆ ବିଶ୍ୱକପ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କରି ଦେଇଛି । ଘରୋଇ ପରିବେଶରେ ବିଶ୍ୱକପ ଖେଳିବା ପୂର୍ବରୁ ଭାରତ ଏସିଆ କପରେ ଅଂଶଗ୍ରହଣ କରିବ । ରିପୋର୍ଟ ମୁତାବକ ଆଘାତପ୍ରାପ୍ତ ଷ୍ଟାର ଖେଳାଳି ଯଶପ୍ରୀତ ବୁମରାହ, ଶ୍ରେୟାଶ ଆୟାର ଓ ରିଷଭ…

କେନ୍ଦ୍ରର ଅଧ୍ୟାଦେଶ ନିଷ୍ପତ୍ତି ବିରୋଧରେ ଆମ୍ ଆଦମୀ ପାର୍ଟିକୁ କଂଗ୍ରେସର ସମର୍ଥନ

ନୂଆଦିଲ୍ଲୀ: ଦିଲ୍ଲୀରେ ପ୍ରଶାସିନକ ଅଧିକାରୀ ନିୟନ୍ତ୍ରଣକୁ ନେଇ କେନ୍ଦ୍ର ସରକାର ଜାରି କରିଥିବା ଅଧ୍ୟାଦେଶ ବିରୋଧରେ କଂଗ୍ରେସ ଶେଷରେ ଆମ ଆଦମୀ ପାର୍ଟିକୁ ସମର୍ଥନ କରିବାକୁ ନିଷ୍ପତ୍ତି ନେଇଛି। ଆସନ୍ତାକାଲି ବେଙ୍ଗାଲୁରୁରେ ହେବାକୁ ଥିବା ପ୍ରମୁଖ ବିରୋଧୀ ଦଳ ବୈଠକକୁ ବର୍ଜନ କରିବାକୁ ଆପ୍…