ବାହାରିଲା ସିବିଏସଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଡେଟସିଟ; ଜାଣନ୍ତୁ କେଉଁଦିନ କ’ଣ ରହିଛି
ନୂଆଦିଲ୍ଲୀ:ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଡୁକେଶନ ବା ସିବିଏସଇ ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଡେଟସିଟ ପ୍ରକାଶ ପାଇଛି ।
ଫେବୃଆାରୀ ୧୫ ତାରିଖରୁ ପରୀକ୍ଷା ଆରମ୍ଭ ହେବ ବୋଲି ପୂର୍ବରୁ ସିବିଏସଇ ସୂଚନା ଦେଇଥିଲା । ଏବେ ଏହାର ସମ୍ପୂର୍ଣ୍ଣ ବିବରଣୀ ବୋର୍ଡ ପକ୍ଷରୁ ପ୍ରକାଶ…