Latest Odisha News

BREAKING NEWS

Yearly Archives

2023

ଆତଙ୍କବାଦୀ ସହ ଇସଲାମର ନାହିଁ କୌଣସି ସମ୍ପର୍କ, ଧର୍ମର ଭାବମୂର୍ତ୍ତିକୁ କ୍ଷୁର୍ଣ୍ଣ କରୁଛି ଆତଙ୍କ: ଅଲ-ଇସା

ଓଡ଼ିଶା ସମ୍ବାଦ ବ୍ୟୁରୋ: ବର୍ତ୍ତମାନ ଭାରତରେ ୟୁନିଫର୍ମ ସିଭିଲ କୋଡ ଉପରେ ଜୋରଦାର ଆଲୋଚନା ଚାଲିଛି। ଏହାରି ଭିତରେ ସାଉଦି ଆରବର ପୂର୍ବତନ ଆଇନ ମନ୍ତ୍ରୀ ତଥା ସଲିମ ୱାର୍ଲ୍ଡ ଲିଗର ସେକ୍ରେଟେରୀ ଜେନେରାଲ୍ ଶେଖ ଡ. ମହମ୍ମଦ ବିନ୍ ଅବଦୁଲକରିମ୍ ଅଲ-ଇସା ଭାରତ ଗସ୍ତରେ ଅଛନ୍ତି। ଭାରତରେ…

ଜହ୍ନ ଅଭିମୁଖେ ଭାରତର ଚନ୍ଦ୍ରଯାନ-୩, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଶ୍ରୀହରିକୋଟା: ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାରୁ ଇସ୍ରୋ ସଫଳତାର ସହ ଚନ୍ଦ୍ରଯାନ-୩ର ଉତକ୍ଷେପଣ କରିଛି । ଏହା ହେଉଛି ଜହ୍ନ ଅଭିମୁଖେ ଭାରତର ତୃତୀୟ ମିଶନ । ଚନ୍ଦ୍ରଯାନ-୩ରେ ଇସ୍ରୋର ଏକ ହଜାରରୁ ଅଧିକ ବୈଜ୍ଞାନିକ କାମ କରୁଥିବା ବେଳେ ଏଥିରେ ବିକ୍ରମ ଲ୍ୟାଣ୍ଡର ଓ ପ୍ରଜ୍ଞାନ ରୋଭର ରହିଛି ।…

ଯଦି ପ୍ରଶାସନ ଲୋକଙ୍କ ଦୁଃଖ ଶୁଣୁଛି ତେବେ ସଚିବଙ୍କ ଗସ୍ତର ଆବଶ୍ୟକତା କ’ଣ-ବିଜୟ ପଟ୍ଟନାୟକ

ଭୁବନେଶ୍ୱର: ବିରୋଧୀ ଦଳ ଟାର୍ଗେଟରେ ୫ଟି ସଚିବ ।  ବିଜେପି ପରେ କଂଗ୍ରେସ ମାରୁଛି ତୀର । ସାମ୍ବାଦିକ ସମ୍ମିଳନୀ କରି ୫ଟି ସଚିବଙ୍କ କାର୍ଯ୍ୟକ୍ରମକୁ ନେଇ ପ୍ରଶ୍ନ କରିଛନ୍ତି କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ । ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା କଂଗ୍ରେସ ନେତା ବିଜୟ…

ଶ୍ରୀମନ୍ଦିର ସହିତ ଜଡ଼ିତ ଗୁପ୍ତ କଥା, ଜାଣିଲେ ଆଶ୍ଚର୍ଯ୍ୟ ହେବେ ଆପଣ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଓଡ଼ିଶାର ବିଶ୍ୱ ପ୍ରସିଦ୍ଧ ପୁରୀର ଶ୍ରୀ ଜଗନ୍ନାଥ ମନ୍ଦିର ବିଷୟରେ ସମସ୍ତେ ଜାଣିଛନ୍ତି। କିନ୍ତୁ ଏହି ମନ୍ଦିରରେ ଆଜି ମଧ୍ୟ ଲୁଚି ରହିଛି ଅନେକ ରହସ୍ୟ, ଯାହାକୁ କେହି ମଧ୍ୟ ଜାଣି ନାହାନ୍ତି । ତେବେ ଆସନ୍ତୁ ଜାଣିବା ଶ୍ରୀମନ୍ଦିରରେ ଲୁଚି ରହିଥିବା କିଛି ରହସ୍ୟ…

ଏଲିଜାବେଥ ବୋର୍ନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ, ଫ୍ରାନ୍ସ ସିନେଟ ଅଧ୍ୟକ୍ଷଙ୍କୁ ଭେଟିଲେ ମୋଦୀ

ପ୍ୟାରିସ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସର ପ୍ରଧାନମନ୍ତ୍ରୀ ଏଲିଜାବେଥ ବୋର୍ନଙ୍କୁ ସାକ୍ଷାତ କରିଛନ୍ତି। ଦୁଇ ନେତା ଅର୍ଥନୈତିକ ଏବଂ ବାଣିଜ୍ୟ, ଶକ୍ତି, ପରିବେଶ, ଶିକ୍ଷା, ପରିବହନ, ରେଳବାଇ, ଡିଜିଟାଲ ଭିତ୍ତିଭୂମି, ମ୍ୟୁଜିଓଲୋଜି ଏବଂ ଜନସମ୍ପର୍କ ଭଳି ବିଭିନ୍ନ କ୍ଷେତ୍ରରେ…

କ୍ରାଇମବ୍ରାଞ୍ଚ ଚାର୍ଜସିଟ ଏକ ରଦ୍ଦି କାଗଜ- ସୁରେଶ ପୂଜାରୀ

ସମ୍ବଲପୁର: ନବ ଦାସ ହତ୍ୟା ମାମଲାରେ କାହାଣୀ ଶୁଣାଇଛି କ୍ରାଇମବ୍ରାଞ୍ଚ । ଗୋପାଳ ଦାସକୁ ମୁଖ୍ୟ ଅଭିଯୁକ୍ତ ବୋଲି ସାବ୍ୟସ୍ତ କରି ସେହିଠାରେ ହିଁ ତଦନ୍ତ ସାରି ଦେଇଛି କ୍ରାଇମବ୍ରାଞ୍ଚ । ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ୫୦୦ ପୃଷ୍ଠାର ଚାର୍ଜସିଟକୁ ନେଇ ଏମିତି ପ୍ରତିକ୍ରିୟା…

ଚାର୍ଜସିଟରେ କ୍ରାଇମବ୍ରାଞ୍ଚ କାହାଣୀ: ନବ ଦାସଙ୍କୁ ହତ୍ୟା କରବା ପାଇଁ ସମଲେଇଙ୍କ ପାଖେ ଶପଥ ନେଇଥିଲା ଗୋପାଳ ଦାସ

ଭୁବନେଶ୍ୱର:  ନବ ଦାସ ହତ୍ୟା ମାମଲା ଚାର୍ଜସିଟରେ କାହାଣୀ ଶୁଣାଇଛି କ୍ରାଇମବ୍ରାଞ୍ଚ । ନବ ହତ୍ୟା ମାମଲାରେ ୫୦୦  ପୃଷ୍ଠାର ଚାର୍ଜସିଟ୍‌ ଦାଖଲ  କୋର୍ଟରେ ଦାଖଲ କରିଛି  କ୍ରାଇମବ୍ରାଞ୍ଚ  । ଏହି ଚାର୍ଜସିଟରେ ବେଶ  ଗପ ଶୁଣାଇଛି ।  ନବଙ୍କୁ ହତ୍ୟା ପାଇଁ ଗାେପାଳ ଦାସ ଶପଥ ନେଇଥିଲା ।…

ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ପ୍ୟାରିସ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ୟାରିସର ଲା ସେନ୍ ମ୍ୟୁଜିକାଲରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ଅଭିଭାଷଣରେ ବହୁମୁଖୀ ଭାରତ-ଫ୍ରାନ୍ସ ରଣନୀତିକ ଭାଗିଦାରୀ ଉପରେ ଆଲୋକପାତ କରିଥିଲେ ଯାହା ୨୫ତମ ବାର୍ଷିକୀ ପାଳନ କରୁଛି। ପ୍ରଧାନମନ୍ତ୍ରୀ…

ବିଶ୍ୱର ଏପରି ରହସ୍ୟମୟ ସ୍ଥାନ; ଯେଉଁଠାରେ ମରୁଭୂମି ଓ ସମୁଦ୍ରର ହୋଇଥାଏ ମିଳନ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଆପଣ ପୃଥିବୀ ସହ ଜଡ଼ିତ ଅନେକ ରହସ୍ୟମୟ କଥା ଶୁଣିଥିବେ। ଯାହାକୁ ଶୁଣିବା ପରେ ଆପଣ ଆଶ୍ଚର୍ଯ୍ୟ ହୋଇଯାଇଥିବେ। ହେଲେ ଆଶ୍ଚର୍ଯ୍ୟ ଲାଗିଲେ ବି କିଛି କଥା ସତ୍ୟ ହୋଇଥାଏ । ଆପଣ ଜାଣିଥିବେ ଯେ ଶହ ଶହ କିଲୋମିଟର ଦୂରତା ଅତିକ୍ରମ କରିବା ପରେ ନଦୀ ସମୁଦ୍ରରେ ମିଶି ଯାଇଥାଏ।…

 ସକାଳୁ ସକାଳୁ ସାହି ବୁଲିଲେ, ଡ୍ରେନେଜ ବ୍ୟବସ୍ଥା ଦେଖିଲେ ଜିଲ୍ଲାପାଳ

ସୋନପୁର: ଜିଲ୍ଲାପାଳ ବୁଲିଲେ ସାହିକୁ ସାହି । ବୁଲି ଦେଖିଲେ ରାସ୍ତାଘାଟ ଅବସ୍ଥା । ଡ୍ରେନର ଅବସ୍ଥା । ବର୍ଷାରେ ଡ୍ରେନ ପାଣି ଯେପରି ଲୋକଙ୍କ ଘରେ ନ ପଶିବ ସେଥିପାଇଁ ବିଭାଗୀୟ ଅଧିକାରୀଙ୍କୁ ତାଗିଦ ବି କଲେ । ଆଜି ସକାଳୁ ସକାଳୁ ଏମିତି ଦୃଶ୍ୟ ଦେଖିବାକୁ ମିଳିଥିଲା ସୋନପୁର ସହରେ ।…