ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମାର୍କେଟ ବିଲ୍ଡିଂ ବନ୍ଦ ପାଇଁ ଦୋକାନ ମାଲିକଙ୍କ ଧମକ
ଭୁବନେଶ୍ୱର: ମାର୍କେଟ ବିଲ୍ଡିଂରେ ବନ୍ଦ ହେଉନି ବୁଲା ବିକାଳିଙ୍କ ପସରା । ଅନଧିକୃତ ଭାବେ ଭୁବନେଶ୍ୱର ୟୁନିଟ୍ ୨ ମାର୍କେଟ ବିଲ୍ଡିଂରେ ବସୁଥିବା ବ୍ୟବସାୟୀଙ୍କୁ ନେଇ ଦୋକାନ ମାଲିକ ସଂଘ ମାର୍କେଟ ବିଲ୍ଡିକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିବାକୁ ଧମକ ଦେଇଛି ।
ଆଜି ୟୁନିଟ୍ ୨…