ହନିଟ୍ରାପ୍ ମାମଲା: ୧୪ ମାସ ପରେ ଜେଲରୁ ବାହାରିଲେ ଅର୍ଚ୍ଚନା ନାଗ
ଭୁବନେଶ୍ବର: ବ୍ଲାକମେଲିଂ ଓ ହନିଟ୍ରାପ୍ ମାମଲାରେ ଗିରଫ ହୋଇଥିବା ଅର୍ଚ୍ଚନା ନାଗ ୧୪ ମାସ ପରେ ଆଜି ଜାମିନ ରେ ଜେଲରୁ ବାହାରିଛନ୍ତି । ସକାଳୁ ଅର୍ଚ୍ଚନାଙ୍କୁ ନେବା ପାଇଁ ସ୍ବାମୀ ଜଗବନ୍ଧୁ ଚାନ୍ଦ ଝାରପଡ଼ା ଜେଲକୁ ଯାଇଥିଲେ । ଜେଲରୁ ବାହାରିବା ସମୟରେ ଅର୍ଚ୍ଚନା ଗଣମାଧ୍ୟମକୁ ପ୍ରତିକ୍ରିୟା…