Latest Odisha News

BREAKING NEWS

Yearly Archives

2023

କେବେ ମିଳିବ ରେଙ୍ଗାଲି ବିସ୍ଥାପିତଙ୍କୁ ବର୍ଦ୍ଧିତ କ୍ଷତିପୁରଣ ରାଶି, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ…

ଭୁବନେଶ୍ଵର: ରେଙ୍ଗାଲି ବିସ୍ଥାପିତଙ୍କୁ ବର୍ଦ୍ଧିତ କ୍ଷତିପୁରଣ ରାଶି ପ୍ରଦାନ କରିବା ସହ ସେମାନଙ୍କର ୭ଦଫା ଦାବିକୁ ପୂରଣ କରିବାକୁ ଅନୁରୋଧ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର ନିଜ ଚିଠିରେ ଉଲ୍ଲେଖ କରିଛନ୍ତି ଯେ,…

ଉଡ୍ର’ ଚାରିଟେବୁଲ୍‍ ଟ୍ରଷ୍ଟର “ଥିଲେ ଦିଅ, ନଥିଲେ ନିଅ” କାର୍ଯ୍ୟକ୍ରମର ଶୁଭାରମ୍ଭ, ଟ୍ରେଣ୍ଡରେ ଏବେ ନୂତନ ଶୀତବସ୍ତ୍ର…

ଭୁବନେଶ୍ୱର: ଶୁଭାରମ୍ଭ ହୋଇଛି ଉଡ୍ର’ ଚାରିଟେବୁଲ୍‍ ଟ୍ରଷ୍ଟର “ଥିଲେ ଦିଅ, ନଥିଲେ ନିଅ” କାର୍ଯ୍ୟକ୍ରମ । “ଥିଲେ ଦିଅ, ନଥିଲେ ନିଅ” ଆନ୍ଦୋଳନର ପ୍ରବର୍ତକ ଶ୍ରୀଯୁକ୍ତ ମାୟାଧର ନାୟକଙ୍କ ଶୀତ ଅଭିଯାନରେ ଅନୁପ୍ରାଣିତ ହୋଇ ‘ଉଡ୍ର’ ଚାରିଟେବୁଲ ଟ୍ରଷ୍ଟ ତରଫରୁ ଚଳିତ ବର୍ଷ ପୁରୁଣା ବସ୍ତ୍ର ଏବଂ…

ଭିଜିଲାନ୍ସ କୋର୍ଟରେ ଦୋଷୀ ସାବ୍ୟସ୍ତ ହେଲେ ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ଓ ତାଙ୍କ ପତ୍ନୀ, ଗଣିବେ ୧୨ ଲକ୍ଷର ତଣ୍ଡ

ଭୁବନେଶ୍ଵର: ଭିଜିଲାନ୍ସ କୋର୍ଟରେ ଦୋଷୀ ସାବ୍ୟସ୍ତ ହେଲେ ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ଓ ତାଙ୍କ ପତ୍ନୀ । ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ସୀମାଦ୍ରୀ ନାୟକ ଓ ପତ୍ନୀ ଲକ୍ଷ୍ମୀ ନାୟକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ । ନବରଙ୍ଗପୁର ଉମରକୋଟ…

ଦଳର ଅତି ନିକଟତର, ୩ଥର ବିଧାୟକ, କିଏ ଏହି ମଧ୍ୟପ୍ରଦେଶର ନୂତନ ମୁଖ୍ୟମନ୍ତ୍ରୀ ମୋହନ ଯାଦବ?

ନୂଆଦିଲ୍ଲୀ: ଗତ ସପ୍ତାହେ ଧରି ଲାଗିରହିଥିବା ସମସ୍ତ ଦ୍ଵନ୍ଦର ଶେଷ ହୋଇଛି । ଶେଷରେ ମଧ୍ୟପ୍ରଦେଶକୁ ମିଳିଛି ତାର ନୂତନ ମୁଖ୍ୟମନ୍ତ୍ରୀ । ମୋହନ ଯାଦବଙ୍କୁ ମଧ୍ୟପ୍ରଦେଶର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ଘୋଷଣା କରିଛି ବିଜେପି । କୁହାଯାଉଛି କାଳେ ଖୋଦ୍ ଶିବରାଜ ସିଂ ମୋହନ ଯାଦବଙ୍କୁ…

ଭିଜିଲାନ୍ସ ଜାଲରେ ଫରେଷ୍ଟ ଗାର୍ଡ, ଲାଞ୍ଚ ନେବା ବେଳେ ଧରି ବସିଲା ଟିମ୍

ଝାରସୁଗୁଡା: ମହଙ୍ଗା ପଡିଲା ଲାଞ୍ଚ ନେବା । ଭିଜିଲାନ୍ସ ହାତରେ ସରକାରୀ କର୍ମଚାରୀ । ଝାରସୁଗୁଡା ଜିଲ୍ଲା ବନ୍ଧବାହଲ ଫରେଷ୍ଟ ସେକ୍ସନର ବନହରପାଲି ଫରେଷ୍ଟ ଗାର୍ଡ ଶ୍ରିମତି ଝରଣା ସାହୁ ଓ ୱାଚ୍ ମ୍ୟାନ ଶ୍ରୀ ସଞ୍ଜୟ ବାରିକଙ୍କୁ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଛି ଭିଜିଲାନ୍ସ ଟିମ୍…

ଧନୀ ହୋଇଥାନ୍ତି ଡିସେମ୍ବରରେ ଜନ୍ମିତ ଶିଶୁ, ଜାଣନ୍ତୁ ସେମାନଙ୍କର ସ୍ଵଭାବ

ଭୁବନେଶ୍ଵର: ଯେଉଁ ଶିଶୁମାନେ ଡିସେମ୍ବର ମାସରେ ଜନ୍ମଗ୍ରହଣ କରିଥାନ୍ତି ସେମାନଙ୍କର ସ୍ଵଭାବ ସମସ୍ତଙ୍କଠାରୁ ଅଲଗା ହୋଇଥାଏ । ସେମାନେ ସାଧାରଣତଃ ଉଚ୍ଚାଭିଳାଶୀ ହୋଇଥାନ୍ତି । ତେବେ ଆସନ୍ତୁ ଜାଣିବା ଡିସେମ୍ବର ମାସରେ ଜନ୍ମିତ ଶିଶୁଙ୍କ ସ୍ଵାଭାବ ବିଷୟରେ … ଯେଉଁ ଲୋକମାନଙ୍କର ଜନ୍ମ…

ମଦ ଦୁର୍ନୀତି ଓ କଳା ଟଙ୍କା ବିରୋଧରେ ପୁରୀରେ ବିଜେପିର ବିକ୍ଷୋଭ

ପୁରୀ: ଦିନକୁ ଦିନ ତୀବ୍ର ହେବାରେ ଲାଗିଛି ମଦ ଦୁର୍ନୀତି ଓ କଳା ଟଙ୍କା ଜବତ ଘଟଣା । ଆଜି ବିଜେପି ଏହି ପ୍ରସଙ୍ଗକୁ ନେଇ ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରୁଛି । ଝାଡଖଣ୍ଡ କଂଗ୍ରେସ ସାଂସଦ ଧୀରଜ ସାହୁଙ୍କ ମଦ ସାମ୍ରାଜ୍ୟ ଉପରେ ଆୟକର ବିଭାଗ ତରଫରୁ ଲଗାତାର ୫ଦିନ ନନଷ୍ଟପ କାଉଣ୍ଟିଂ ପରେ…

ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ଯାଦବ

ଭୋପାଳ: ସବୁ ସସ୍ପେନ୍ସକୁ ଅନ୍ତ କରି ପ୍ରକାଶ ପାଇଲା ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ନାଁ । ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ଯାଦବ । ବିଧାୟକ ଦଳ ବୈଠକ ପରେ ଏ ନେଇ ଘୋଷଣା କରିଛି ଦଳ । ମୋହନଙ୍କ ନାଁକୁ ନେଇ ସହମତି ପ୍ରକାଶ ପାଇଛି । ମୋହନ ଯାଦବ ସଂଘର ଅତି ନିକଟତର…