କାହିଁକି ନିଜ ଦେହରେ ନିଜେ ନିଆଁ ଲଗାଇଲା ନାବାଳିକା ?
ଗଞ୍ଜାମ : ନିଜ ଦେହରେ ନିଜେ ନିଆଁ ଲଗାଇ ଜୀବନ ହାରିଲେ ଛାତ୍ରୀ । ଏଭଳି କିଛି ଅଭାବନୀୟ ଘଟଣା ଘଟିଛି ଭଞ୍ଜନଗର କୋଟିନଡା ଥାନା ଅର୍ନ୍ତଗତ ଭେଟନଇ ଗାଁରେ । ଛାତ୍ରୀ ଜଣଙ୍କ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଥିବା ସନ୍ଦେହ କରାଯାଉଛି । ମୃତ ଛାତ୍ରୀ ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ରୀ ପୂଜା…