Latest Odisha News

BREAKING NEWS

Yearly Archives

2023

ଅର୍ଥ ଅଭାବରୁ ହରାଇଥିଲେ ପୁଅ; ଏବେ ୨୨ହଜାର ମହିଳାଙ୍କୁ ଦେଉଛନ୍ତି ରୋଜଗାର

ରାଜସ୍ଥାନ: ରାଜସ୍ଥାନ ବାଡ଼ମେର ଜିଲ୍ଲାର ଏକ ଛୋଟ ଗାଁ ରାବତସର । ସେହି ଗାଁର ବୋହୁ ୩୩ ବର୍ଷିୟ ଫେସନ ଡିଜାଇନର ରୁମାଦେବୀଙ୍କ ଜୀବନ ଅନେକ ରୋମାଞ୍ଚରେ ଭରା । ୫ବର୍ଷ ବୟସରେ ମାଙ୍କୁ ହରାଇଥିବା ରୁମା ନିଜ ପିତାଙ୍କ ଦ୍ୱିତୀୟ ବିବାହ ପରେ ଆଇଙ୍କ ପାଖରେ ରହି ବଡ଼ ହୋଇଥିଲେ । ଆଇଙ୍କ ନିକଟରେ ରହି…

ଋଷଠୁ ଚୀନ ମୁଦ୍ରା ଦେଇ କାହିଁକି ତେଲ କିଣୁଛି ଭାରତ ?

ଭୁବନେଶ୍ୱର: ଦୁନିଆରେ ଅଧିକାଂଶ କାରବାର ଆମେରିକୀୟ ମୁଦ୍ରା ଡଲାରରେ ହୋଇଥାଏ । ୨୦୨୨ ଫେବ୍ରୁଆରୀରେ ଋଷ-ୟୁକ୍ରେନ୍ ଯୁଦ୍ଧ ଆରମ୍ଭ ମାତ୍ରେ ଋଷ ଉପରେ ଅନେକ ପ୍ରତିବନ୍ଧକ ଲାଗିଥିଲା । ଏହା ପରେ ଋଷ ଅନ୍ୟ ଦେଶ ସହ ଡଲାରରେ ଦେଣନେଣ କରିପାରି ନଥିଲା । ଋଷ ଶସ୍ତା ତେଲ ଦେବା ପାଇଁ ଭାରତକୁ ଅଫର୍…

ବେଫିକର୍ ବାଲିମାଫିଆ: ରାଜସ୍ୱ ବିଭାଗର ଅବହେଳାରୁ କୋଟିକୋଟି ଟଙ୍କାର ରାଜସ୍ବ ହାନି

ଖଡ଼ିଆଳ : ଖଡ଼ିଆଳ ତହସିଲ ଅଞ୍ଚଳ ରେ ମାତିଛନ୍ତି ବାଲି ମାଫିଆ । ବିଭିନ୍ନ ନଦୀରୁ ଚାଲିଛି ବେଧଡ଼କ ବାଲି ଚୋରାଚାଲାଣ । ରାଜସ୍ବ ବିଭାଗ ଓ ବାଲି ମାଫିଆ ଙ୍କ ମଧୁଚନ୍ଦ୍ରିକା ରେ କୋଟିକୋଟି ଟଙ୍କା ରାଜସ୍ୱ ହାନି । ପ୍ରଶାସନ ଜାଣି ଶୁଣି ଏଠି ନିରାବଦ୍ରଷ୍ଟା । ବାଲି ମାଫିଆ ଓ ରାଜସ୍ବ ର ବିଭାଗ ର…

କାଉଡିଆ ଭକ୍ତଙ୍କ ପାଇଁ ରୁଟି ସେକିଲେ ଜିଲ୍ଳାପାଳ

ହରିଦ୍ୱାର: ଚାଲିଛି ଶ୍ରାବଣ ମାସ । କାଉଡିଆଙ୍କ ଧାଡି ଲାଗିଲାଣି ।  ହରିଦ୍ୱାରରେ କାଉଡିଆ ଭକ୍ତଙ୍କ ବେଶ ଭିଡ ଲାଗିଛି । ମହାଦେବଙ୍କ ଉପରେ ଗଙ୍ଗାଜଳ ଢାଳିବା ପାଇଁ ଲକ୍ଷ ଲକ୍ଷ କାଉଡ଼ିଆ ହରିଦ୍ୱାରରେ ଭିଡ ଜମାଇଛନ୍ତି । କାଉଡିଆ ଯାତ୍ରା କିପରି ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ ହେବ ସେଥିପାଇଁ…

ହରପ୍ରିୟା ସାହୁଙ୍କ ‘ସପ୍ତବର୍ଣ୍ଣା’ ଏବଂ ‘ଶିଶୁ କବିତା ସମଗ୍ର’ ରାଜ୍ୟପାଳଙ୍କ ଉନ୍ମୋଚିତ

ଭୁବନେଶ୍ୱର : ସୁଶ୍ରୀ ହରପ୍ରିୟା ସାହୁଙ୍କ କବିତା ସଂକଳନ " ଶିଶୁ କବିତା ସମଗ୍ର" ଏବଂ ସାତଟି କବିତା ପୁସ୍ତକର ଏକତ୍ରିତ ରୂପ 'ସପ୍ତବର୍ଣ୍ଣା' ରାଜ ଭବନ ପରିସରରେ ରାଜ୍ୟପାଳ ଗଣେଶୀ ଲାଲଙ୍କ କରକମଳରେ ଉନ୍ମୋଚିତ ହୋଇଯାଇଛି । ଏକକାଳୀନ ଏତେ ସଂଖ୍ୟକ ପୁସ୍ତକ ପାଇଁ ରାଜ୍ୟପାଳ କବୀଙ୍କୁ ଅଭିନନ୍ଦନ…

ଟ୍ବିଟରକୁ ଟକ୍କର ଦେବ ‘ଥ୍ରେଡସ୍’ ଆପ୍ : ‘ମେଟା’ ନାଁ ରେ ମାମଲା କରିବାକୁ ଧମକ ଦେଲା ‘ଟୁଇଟର୍’

ନୂଆଦିଲ୍ଲୀ: ଏଲନ ମସ୍କଙ୍କ ମୁଖିଆ ହେବା ପରଠୁ ‘ଟ୍ୱିଟର’ର ଅଜବ ନିୟମ ୟୁଜର୍ସଙ୍କୁ ନାକେଦମ କରିସାଲାଣି । କେତେବଳେ ବ୍ଲୁ ଟିକ୍‌ ପାଇଁ ଟେନସନ ତ କେତେବେଳେ ପୋଷ୍ଟିଂ ଉପରେ ଲଗାଉଛି କଟକଣା । ‘ଟ୍ୱିଟର’ ଆକାଉଣ୍ଟଧାରୀ ନିଜ ଆକାଉଣ୍ଟକୁ ବଜାୟ ରଖିବାକୁ ଦିନକୁ ଦିନ ନୂଆ ସଂଘର୍ଷର ସାମନା କରି…

୬ ସାଂଗଠନିକ ଜିଲ୍ଲାର ବିଜେଡି ସଭାପତିଙ୍କ ନାଁ ଘୋଷଣା କଲେ ନବୀନ

ଭୁବନେଶ୍ୱର: ସଂଗଠନକୁ ସୁଦୃଢ଼ କରୁଛି ବିଜୁ ଜନତା ଦଳ । ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ୬ ସାଙ୍ଗଠନିକ ଜିଲ୍ଲାର ସଭାପତିଙ୍କ ସହ ୩ ଜିଲ୍ଲାରେ କାର୍ଯ୍ୟକାରୀ ସଭାପତିଙ୍କ ନାଁ ଘୋଷଣା କରିଛନ୍ତି । ଏନେଇ ପ୍ରେସ୍ ଇସ୍ତାହାର ଜାରି କରିଛନ୍ତି ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ।…

ପାତାଳୀ ଶ୍ରକ୍ଷେତ୍ର ହୁଣ୍ଡି ରୁ ଚୋରି, ହୁଣ୍ଡି ତାଲା କାଟି ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

ସୋନପୁର: ପାତାଳୀ ଶ୍ରୀକ୍ଷେତ୍ର ମନ୍ଦିରରୁ ଚୋରି । ହୁଣ୍ଡି ତାଲା କାଟି ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ। ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା କୋଟସମଲାଇ ସ୍ଥିତ ଜଗନ୍ନାଥ ଙ୍କ ଅନନ୍ୟ ଲୀଳା କ୍ଷେତ୍ର ପାତାଳୀ ଶ୍ରୀକ୍ଷେତ୍ର ମନ୍ଦୀର ହୁଣ୍ଡି ରୁ ତାଲା କାଟି ଚୋରି ହୋଇଥିବା ସୂଚନା…

ବିଭାଗୀୟ ମନ୍ତ୍ରୀଙ୍କ ସହ ଆଲୋଚନା ପରେ କାର୍ଯ୍ୟବନ୍ଦ ଆନ୍ଦେଳନ ପ୍ରତ୍ୟାହାର କଲେ ବନ କର୍ମଚାରୀ

ଭୁବନେଶ୍ୱର: ଗୁରୁବାର ରାଜ୍ୟ ସରକାରଙ୍କ ଜଙ୍ଗଲ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ପରେ ବନ କର୍ମଚାରୀ କାର୍ଯ୍ୟ ବନ୍ଦ ଆନ୍ଦୋଳନରୁ ଓହରି ଯାଇଛନ୍ତି। ଏହାପରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ବନ ସେବା ସଂଘର ସାଧାରଣ ସମ୍ପାଦକ ଦିଲୀପ ମିଶ୍ର କହିଛନ୍ତି,…

ଜଗା ଦର୍ଶନ ପାଇଁ ଡ୍ରେସ କୋଡ ଦାବି ପ୍ରସଙ୍ଗ, ସମର୍ଥନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ: ଦଇତାପତି ନିଯୋଗ ପକ୍ଷରୁ ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଡ୍ରେସ୍ କୋଡ୍ ବ୍ୟବସ୍ଥା କରାଯିବା ଦାବିକୁ ସମର୍ଥନ କରିଛନ୍ତି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ। ଶ୍ରୀମନ୍ଦିରର ଆଧ୍ୟାତ୍ମିକ ପରିବେଶ ସହ ସାମଞ୍ଜସ୍ୟ ଥିବା ପୋଷାକ ପିନ୍ଧିବା ପାଇଁ…