ଜୁଲାଇ ୩ରେ ଗୁରୁତ୍ବପୂର୍ଣ୍ଣ ବୈଠକ, ମୋଦୀ ମନ୍ତ୍ରିମଣ୍ଡଳର ହେବ ଅଦଳବଦଳ !
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୩ରେ କେନ୍ଦ୍ରମନ୍ତ୍ରୀ ପରିଷଦର ବୈଠକ ଡାକିଛନ୍ତି। ଏହି ବୈଠକ ଦିଲ୍ଲୀର ପ୍ରଗତି ମଇଦାନର ସମ୍ମିଳନୀ କେନ୍ଦ୍ରରେ ଅନୁଷ୍ଠିତ ହେବ। ଯେଉଁଠାରେ ସେପ୍ଟେମ୍ବରରେ ଜି -୨୦ ଶିଖର ସମ୍ମିଳନୀ ମଧ୍ୟ ଅନୁଷ୍ଠିତ ହେବ।
ଏହା ପୂର୍ବରୁ ବୁଧବାର…