ବିଦ୍ୟୁତ୍ କ୍ଷେତ୍ରରେ ସଂସ୍କାର: ଓଡ଼ିଶାକୁ ୨୭୨୫ କୋଟି ଟଙ୍କାର ଆର୍ଥିକ ପ୍ରୋତ୍ସାହନ ଦେଲା କେନ୍ଦ୍ର
ଭୁବନେଶ୍ୱର: ଅର୍ଥ ମନ୍ତ୍ରଣାଳୟର ବ୍ୟୟ ବିଭାଗ ପକ୍ଷରୁ ଅତିରିକ୍ତ ଋଣ ନେବା ପାଇଁ ଅନୁମତି ଆକାରରେ ଆର୍ଥିକ ପ୍ରୋତ୍ସାହନ ପ୍ରଦାନ କରି ରାଜ୍ୟମାନଙ୍କ ଦ୍ୱାରା ବିଦ୍ୟୁତ କ୍ଷେତ୍ରରେ ସଂସ୍କାରକୁ ପ୍ରୋତ୍ସାହନ ଦିଆଯାଉଛି । ବିଦ୍ୟୁତ କ୍ଷେତ୍ରରେ ଦକ୍ଷତା ଓ କାର୍ଯ୍ୟ ପ୍ରଦର୍ଶନକୁ ବଢ଼ାଇବା ଲାଗି…