ବିଦ୍ୟୁତ୍ ତାର ଲାଗି ଚାଲିଗଲା ଦୁଇ ନାବାଳକଙ୍କ ଜୀବନ
ସୁବର୍ଣ୍ଣପୁର : ବାରହା ଶିକାର ପାଇଁ ତାର ବିଛା ଯାଇଥିଲା । ହେଲେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁଇ ନୀରିo ନାବାଳକଙ୍କ ଜୀବନ ଚାଲିଯାଇଛି । ଏଭଳି କିଛି ଦୁଃଖଦ ଖବର ଆସିଛି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସିଂହପାଲି ଗାଁରୁ । ମୃତକ ଦୁଇ ନାବାଳକ ସିଂହପାଲି ଗାଁର ନବୀନ…