ଏକାମ୍ର କ୍ଷେତ୍ର ବିକାଶକୁ ବିରୋଧ କରୁଥିବା ବିଜେପି ନେତାଙ୍କୁ କ୍ଷମା ଦେବେନି ଓଡ଼ିଶାବାସୀ: ବିଜେଡି
ଭୁବନେଶ୍ୱର: ଆଜି ଶେଷ ହେବ ଏକାମ୍ର ପ୍ରକଳ୍ପ ଶିଳାନ୍ୟାସ ଉତ୍ସବ । ଏହି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏପଟେ ଏକାମ୍ର ପ୍ରକଳ୍ପକୁ ନେଇ ମୁହାଁମୁହିଁ ହୋଇଛନ୍ତି ଦୁଇ ବିରୋଧୀ ବିଜେଡି-ବିଜେପି ।
ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଏକାମ୍ର କ୍ଷେତ୍ରର…