Latest Odisha News

BREAKING NEWS

Yearly Archives

2023

ଭାଷା ଭାଗବତ : ନିଜସ୍ବ ଭାବ, ନିଜ ସ୍ବଭାବ

ପ୍ରଫୁଲ୍ଲ ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ବ୍ୟକ୍ତିର ପ୍ରେମ କିଂବା ଘୃଣା ପଛର କାରଣ ଅଜଣା ହୋଇ ବି ପାରେ ଆପେ ବଢ଼ି ମନରୁ ହୁଏନି ଘଉଡ଼ି ' କାହିଁକି ? ' ପ୍ରଶ୍ନର ଉତ୍ତର ଖୋଜିଲେ ସୁଦ୍ଧା ବାରଂବାର ମୁଖ୍ୟତଃ ପ୍ରାୟତଃ ମିଳେନି ବ୍ୟକ୍ତିର ଭାବ ବଦଳେନି ବୋଲାଇ '…

ଜୁଲାଇ ୧ ରେ ଓଟିଇଟି ପରୀକ୍ଷା, ଇଣ୍ଟିଗ୍ରେଟେଡ୍ ଏବଂ ଏମ୍‌ଏଡ୍‌ ଡିଗ୍ରୀଧାରୀଙ୍କୁ ମିଳିବ ସୁଯୋଗ

ଭୁବନେଶ୍ୱର: ଜୁଲାଇ ୧ ରେ ଅନୁଷ୍ଠିତ ହେବ ଓଡିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ୨୦୨୨। ଏଥିଲାଗି ରାଜ୍ୟର ବିଭିନ୍ନ ଜିଲ୍ଲା ସଦର ମହକୁମା ଏବଂ ବ୍ଲକ୍ ଆଦିରେ ୩୦୭ କେନ୍ଦ୍ର କରାଯାଇଛି। ଏଥର ଇଣ୍ଟିଗ୍ରେଟେଡ୍ ଏବଂ ଏମ୍‌ଏଡ୍‌ ଡିଗ୍ରୀଧାରୀଙ୍କୁ ପରୀକ୍ଷା ଦେବାର ସୁଯୋଗ ମିଳିଥିବାରୁ ଦେଢ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ନିତ୍ୟ ବିଧି ଆଲୋଚନା ପ୍ରସଙ୍ଗରେ ଆମେ ଆଲୋଚନା କରିଛେ। ସକାଳ ଧୂପ ବିଷୟରେ ସକାଳ ଧୂପରେ କୋଠ ଭୋଗ ପାକ ହୋଇ ସାରିବା ପରେ, ପ୍ରଭୁଙ୍କ ପାଖରେ ଭୋଗ ଲାଗିବା ପାଇଁ ପ୍ରସ୍ତୁତି ହୋଇଥାଏ।…

ଭକ୍ତି ସଙ୍ଗୀତ କାର୍ଯ୍ୟକ୍ରମ ‘ଗୁହାରି’ ଉଦ୍‌ଘାଟିତ

ଭୁବନେଶ୍ୱର : ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଏକ ନିଆରା ଭକ୍ତି ଭାବାପନ୍ନ ସଙ୍ଗୀତ କାର୍ଯ୍ୟକ୍ରମ ‘ଗୁହାରି’ ଅତିରିକ୍ତ ମୁଖ୍ୟ ଶାସନ ସଚିବ…

ଲାଞ୍ଚୁଆ ଆରଆଇକୁ ଅଢେ଼ଇ ବର୍ଷ ଜେଲ ଓ ୧୦ ହଜାର ଟଙ୍କା ଜୋରିମାନା

ଭବାନୀପାଟଣା: ଶନିବାର ଭବାନୀପାଟଣା ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତି ଶ୍ରୀକାନ୍ତ ମିଶ୍ର ଏକ ଲାଞ୍ଚ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରି ଲାଞ୍ଚୁଆ ଅବସର ପ୍ରାପ୍ତ ଆରଆଇ ଈଶ୍ୱରୀ ପ୍ରସାଦ ପୁରୋହିତ କୁ ଅଢେ଼ଇ ବର୍ଷ ଜେଲ ଦଣ୍ଡ ଓ ୧୦ ହଜାର ଟଙ୍କା ଜୋରିମାନା ଡଣ୍ଡାଦେଶ କରିଛନ୍ତି। ଜୋରିମାନା…

ସୌର ଶକ୍ତି ପ୍ରକଳ୍ପର ବିକାଶ ପାଇଁ ଏନଏଚପିସି ଏବଂ ଗ୍ରିଡ୍‍କୋ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଭାରତର ବୃହତ୍ତମ ଜଳ ବିଦ୍ୟୁତ ବିକାଶ ସଂଗଠନ ଏନଏଚପିସି ଲିମିଟେଡ୍‌, ଓଡ଼ିଶା ସରକାରଙ୍କ ଗ୍ରିଡ୍‍କୋ ସହିତ ପମ୍ପଡ୍ ଷ୍ଟୋରେଜ୍ ପ୍ରକଳ୍ପ ଏବଂ ଓଡିଶାରେ ଅକ୍ଷୟ ଶକ୍ତିର ବିକାଶ ପାଇଁ ଏକ ବୁଝାମଣାପତ୍ର ସ୍ୱାକ୍ଷର କରିଛି । ଅତି କମରେ ୨୦୦୦ ମେଗାୱାଟର ସ୍ୱୟଂ ଚିହ୍ନିତ ପମ୍ପଡ୍…

କାର ଓ ହାଇୱା ମୁହାଁମୁହିଁ ଧକ୍କା: ୨ ଜଣଙ୍କର ମୃତ୍ୟୁ, ୩ ଜଣ ଗୁରୁତର

ସୁନ୍ଦରଗଡ଼:  ଲହୁଣିପଡ଼ା ଥାନା ଅନ୍ତର୍ଗତ ୨୧୫ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ଦୁଇ ଜଣଙ୍କ ଜୀବନ ଯାଇଥିବା ବେଳେ ଅନ୍ୟ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ଅଧିକ ଚିକିତ୍ସା ପାଇଁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ଜାତୀୟ ରାଜପଥର ସୁଖାବନ୍ଧ ଠାରେ…

ପଶ୍ଚିମବଙ୍ଗରୁ ଓଡ଼ିଶା ଆସି ଚିକିତ୍ସା କରୁଥିଲେ, ଜଣାପଡ଼ିଲା ଦୁଇ ଜଣ ନକଲି ଡାକ୍ତର

ବଲାଙ୍ଗୀର: ନିଜର ଡାକ୍ତରୀ ଯୋଗ୍ୟତା ନଥାଇ ଡାକ୍ତର ବୋଲି ପରିଚୟ ଦେଇ ରୋଗୀଙ୍କ ଚିକିତ୍ସା କରୁଥିବା ଅଭିଯୋଗରେ ପୁଲିସ ପଶ୍ଚିମବଙ୍ଗର ଦୁଇ ଜଣଙ୍କୁ ଗିରଫ କରିଛି। ପଶ୍ଚିମବଙ୍ଗର ସୁପ୍ରକାଶ ରାୟ ଓ ପବିତ୍ର ବିଶ୍ୱାସ ନାମକ ଏହି ଦୁଇ ବ୍ୟକ୍ତି ଜିଲ୍ଲାର ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ଦୁଇଟି ଗାଁରେ…

ମଣିପୁର ପ୍ରସଙ୍ଗରେ ସର୍ବଦଳୀୟ ବୈଠକ, ତେଜିଲା ମୁଖ୍ୟମନ୍ତ୍ରୀ ଏନ ବିରେନଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ: ମଣିପୁରର ସାମ୍ପ୍ରତିକ ପରିସ୍ଥିତି ସମ୍ପର୍କରେ ଆଲୋଚନା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶନିବାର ଏକ ସର୍ବଦଳୀୟ ବୈଠକ ଡାକିଥିଲେ। ୩ ଘଣ୍ଟା ଧରି ଚାଲିଥିଲା ଏହି ବୈଠକ। ବୈଠକରେ ଅନେକ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ରାଜ୍ୟର ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଏନ ବିରେନ…

ନିଜେ ପଢୁଥିବା ପ୍ରାଥମିକ ସ୍କୁଲ ପରିଦର୍ଶନ କରି ଭାବବିହୋଳ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଢେଙ୍କାନାଳ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ନିଜ ଜିଲ୍ଲାର ତାଲଚେରରେ ତାଙ୍କ ପିଲାଦିନର ହାଣ୍ଡିଧୁଆ ପ୍ରାଥମିକ ସରକାରୀ ବିଦ୍ୟାଳୟ ପରିଦର୍ଶନ କରି ଛାତ୍ରଛାତ୍ରୀଙ୍କ ସହ କଥାବାର୍ତ୍ତା କରିଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୧୯୭୨ ରୁ ୭୭ ପର୍ଯ୍ୟନ୍ତ…