Latest Odisha News

BREAKING NEWS

Yearly Archives

2023

ଜାତୀୟ ସିନିୟର କିରୋଗୀ ପୁମ ସି ଟାଏକୋଣ୍ଡୋ : ସିକ୍କିମ ଚାମ୍ପିୟନ, ଓଡିଶା ରନର୍ସଅପ

ପୁରୀ: ଡେରାଡୁନରେ ୩୮ତମ ଜାତୀୟ ସିନିୟର କିରୋଗୀ ଓ ପୁମ ସି ଟାଏକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଚମତ୍କାର ପ୍ରଦର୍ଶନ କରି ଓଡିଶା ପୁମସା ବିଭାଗରେ ରନର୍ସଅପ ହୋଇଛି । ସିକ୍କିମ ଟିମ ଓଭରାଲ ଚାମ୍ପିୟନ ହୋଇଛି । ଏହି ପ୍ରତିଯୋଗିତାରେ ୪୧ ଜଣିଆ ଟିମ ଅଂଶଗ୍ରହଣ କରିଥିଲେ ।…

ରଥ ପୂର୍ବରୁ ଅଘଟଣ, ସିସିଟିଭି ଲଗାଇବା ବେଳେ ବିଦ୍ୟୁତ୍ ଲାଗି ଯୁବକଙ୍କ ମୃତ୍ୟୁ

ପୁରୀ: ରଥଯାତ୍ରା ପୂର୍ବରୁ ପୁରୀ ଟାଉନ ଥାନାରେ ଅଘଟଣ । ରଥଯାତ୍ରା ପାଇଁ ଥାନା କଣ୍ଟ୍ରୋଲ ରୁମ୍ ଛାତ ଉପରେ ସିସିଟିଭି ଲଗାଉଥିବା ବେଳେ ବିଦ୍ୟୁତ୍ ଲାଗି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ କଟକ ରାଜା ବଗିଚା ଅଞ୍ଚଳର ରାକେଶ ବେହେରା । ସିସିଟିଭି ଲଗାଇବା ବେଳେ ରାକେଶ ବିଦ୍ୟୁତ୍…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନିଟ୍ ୟୁଜି ପରୀକ୍ଷାର ୩ ଓଡ଼ିଶା ଟପ୍ପର

ଭୁବନେଶ୍ୱର: ନ୍ୟାସନାଲ୍‌ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ନିଟ୍‌)-ୟୁଜି ପରୀକ୍ଷାରେ ଓଡ଼ିଶାରେ ଶ୍ରେଷ୍ଠତ୍ବ ପ୍ରଦର୍ଶନ କରୁଥିବା ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ୩ଜଣ ବିଦ୍ୟାର୍ଥୀ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ସର୍ବଭାରତୀୟସ୍ତରରେ ଅଷ୍ଟମ ରାଙ୍କରେ…

ଶସ୍ତା ହେବ ଖାଇବା ତେଲ, ଆମଦାନୀ ଶୁଳ୍କ କମାଇଲେ ସରକାର

ନୂଆଦିଲ୍ଲୀ: ଖାଇବା ତେଲ ଉପରେ କେନ୍ଦ୍ର ସରକାର ଆମଦାନୀ ଶୁଳ୍କ କମାଇଛନ୍ତି । ଫଳରେ ଆଗାମୀ ଦିନରେ ଖାଇବା ତେଲ ଦର ହ୍ରାସ ପାଇବ । ରିଫାଇନଡ୍ ସୋୟାବିନ୍ ଓ ରିଫାଇନଡ୍ ସନଫ୍ଲାୱାର ଉପରେ ସରକାର ପୂର୍ବରୁ ୧୭.୫ ପ୍ରତିଶତ ଆମଦାନୀ ଶୁଳ୍କ ନେଉଥିଲେ ଯାହାକି ୧୨.୫ ପ୍ରତିଶତକୁ ଖସି ଆସିଛି ।…

ଗୁଜରାଟ ନିକଟତର ହେଉଛି ଅତି ଭୀଷଣ ବାତ୍ୟା ‘ବିପର୍ଯ୍ୟୟ’, ସନ୍ଧ୍ୟାରେ ଛୁଇଁବ ସ୍ଥଳଭାଗ

ଭୁବନେଶ୍ୱର: ଉତ୍ତରପୂର୍ବ ଆରବ ସାଗରରେ ଶକ୍ତିଶାଳୀ ହେଉଛି ବାତ୍ୟା ‘ବିପର୍ଯ୍ୟୟ’ । ଅତି ଭୀଷଣ ବାତ୍ୟା ‘ବିପର୍ଯ୍ୟୟ’ ଏବେ ଗୁଜରାଟର ଜଖଉ ବନ୍ଦର ଠାରୁ ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗରେ ୧୨୦ କିଲୋମିଟର ଦୂରରେ ରହିଥିବା ବେଳେ ଦ୍ୱାରକା ଠାରୁ ପଶ୍ଚିମ-ଉତ୍ତରପଶ୍ଚିମରେ ୧୭୦ କିଲୋମିଟର ଦୂରରେ…

ଜାତିସଂଘରେ ପାକିସ୍ତାନକୁ କଡା ଜବାବ ଦେଲା ଭାରତ-‘ଏପରି ମାନସିକତା ପାଇଁ ଆମ ପାଖରେ କେବଳ ସହାନଭୂତି ଅଛି’

ନୂଆଦିଲ୍ଲୀ: ଜାତିସଂଘରେ ପୁଣି ମୁହାଁମୁହିଁ ଭାରତ-ପାକିସ୍ତାନ । ପାକିସ୍ତାନ ସ୍ଥାୟୀ ସଦସ୍ୟଙ୍କ ଭାରତ ବିରେଧୀ ବକ୍ତବ୍ୟ ଉପରେ କଡ ଟୀପ୍ପଣୀ ଶୁଣାଇଛି ଭାରତ ।  ଜାତିସଂଘର ସ୍ଥାୟୀ ପ୍ରତିନିଧି  ରୁଚିରା କମ୍ବୋଜ ପାକିସ୍ତାନକୁ ତାହାର ଅଜ୍ଞାନ ମାନସିକତା ଏବଂ ଶାନ୍ତିର ସଂସ୍କୃତି ବୁଝିବାରେ…

ଖାଲି ପେଟରେ ପିଅନ୍ତୁ ନାହିଁ ଆପଲ୍ ସାଇଡର୍ ଭିନେଗାର, ହୋଇପାରେ ପାର୍ଶ୍ୱ ପ୍ରତିକ୍ରିୟା

ଓଡ଼ିଶା ସମ୍ବାଦ ବ୍ୟୁରୋ: ଲୋକମାନେ ସେମାନଙ୍କର ଆବଶ୍ୟକତା ଅନୁଯାୟୀ ରୋଷେଇ ଘରେ ଆପଲ୍ ସାଇଡର୍ ଭିନେଗାର ରଖନ୍ତି। ଆପଲ୍ ସାଇଡର୍ ଭିନେଗାର ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ ଅଟେ। ଅନେକ ଅନୁସନ୍ଧାନରେ ଏହା ପ୍ରମାଣିତ ହୋଇଛି ଯେ ଆପଲ୍ ସାଇଡର୍ ଭିନେଗାର ଦ୍ୱାରା ଅନେକ ରୋଗର ବିପଦକୁ…

ବିଗ୍ ବସ୍ ଓଟିଟି ୨: ପ୍ରତିଯୋଗୀଙ୍କୁ ମିଳିବ ବିଳାସପୂର୍ଣ୍ଣ ଜୀବନଯାପନ କରିବାର ସୁଯୋଗ, ଘରର ଭିଡିଓ ଭାଇରାଲ

ମୁମ୍ବାଇ: ବଲିଉଡ ଏବଂ ଛୋଟ ପରଦାରେ ଧମାଲ କଲା ପରେ ଏବେ ସଲମାନ ଖାନ ଓଟିଟି (OTT) ରେ ମଧ୍ୟ ନିଜର ଜଲୱା ଦେଖାଇବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ସଲମାନ ଖାନ ବିଗ୍ ବସ୍ ଓଟିଟି ର ଦ୍ୱିତୀୟ ସିଜନରେ ଆସୁଛନ୍ତି। ଏହି ସୋ ଓଟିଟିରେ ପ୍ରସାରିତ ହେବା ପୂର୍ବରୁ ମଧ୍ୟ କ୍ରମାଗତ ଲାଇମଲାଇଟରେ…

ଚତୁର୍ଥ ରାଷ୍ଟ୍ରୀୟ ଜଳ ପୁରସ୍କାର: ଓଡ଼ିଶା ୨ୟ ଶ୍ରେଷ୍ଠ ରାଜ୍ୟ ଓ ଗଞ୍ଜାମ ଶ୍ରେଷ୍ଠ ଜିଲ୍ଲା

ଭୁବନେଶ୍ୱର:ଚତୁର୍ଥ ରାଷ୍ଟ୍ରୀୟ ଜଳ ପୁରସ୍କାର ୨୦୨୨ ପାଇଁ ପ୍ରସ୍ତୁତ ତାଲିକାରେ ମଧ୍ୟପ୍ରଦେଶ ପ୍ରଥମ ସ୍ଥାନରେ ଥିବବେଳେ ଓଡ଼ିଶାର ନାମ ୨ୟରେ ରହିଛି । ଜଳଶକ୍ତି ମନ୍ତ୍ରାଳୟ ପକ୍ଷରୁ ଏହି ତାଲିକା ଘୋଷଣା କରାଯାଇଛି । ଏହି ତାଲିକା ଅନୁଯାୟୀ, ଆନ୍ଧ୍ର ଏବଂ ବିହାର ମିଳିତ ଭାବେ ତୃତୀୟ…