ନାବାଳିକା କୁସ୍ତିଯୋଦ୍ଧାଙ୍କୁ ଯୌନ ନିର୍ଯାତନା ମାମଲାରେ ବ୍ରିଜଭୂଷଣଙ୍କୁ କ୍ଲିନଚିଟ୍
ନୂଆଦିଲ୍ଲୀ:ରେସଲିଂ ଫେଡେରେସନ ଅଫ ଇଣ୍ଡିଆା (WFI)ର ମୁଖ୍ୟ ବ୍ରିଜ ଭୂଷଣ ଶରଣ ସିଂହଙ୍କ ବିରୋଧରେ ଆସିଥିବା ଯୌନ ନିର୍ଯାତନା ଅଭିଯୋଗର ଚାର୍ଜସିଟ ଦାଖଲ କରିଛି । ଚିଫ ମେଟ୍ରୋପଲିଟାନ ମାଜିଷ୍ଟ୍ରେଟ ଦୀପକ କୁମାରଙ୍କ ପାଖରେ ଏହି ଚାର୍ଜସିଟ ଦାଖଲ କରିଛି ପୋଲିସ । ଏଥିରେ ପଟିଆଲା…