ଝାରସୁଗୁଡାରେ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା, ୧୨ ଆହତ
ଝାରସୁଗୁଡ଼ା:ଝାରସୁଗୁଡ଼ା ଜିଲ୍ଲାରେ ବୁଧବାର ଏକ ବସ୍ ଓ ଟ୍ରଲର୍ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୧୨ ଜଣ ଆହତ ହୋଇଛନ୍ତି। ଲଖନପୁର ଥାନା ଅନ୍ତର୍ଗତ ଜୁନିଆନ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି।
ମିଳିଥିବା ସୂଚନା ଅନୁଯାୟୀ, ଆଜି ଅପରାହ୍ନ ପ୍ରାୟ ୫ଟା ସମୟରେ ରାଧାରାଣୀ ଯାତ୍ରୀବାହୀ ବସଟି…