ଆଗାମୀ ୨୦୨୪ ଲୋକସଭା ନିର୍ବାଚନ ଲଢିପାରନ୍ତି ୧୦ କେନ୍ଦ୍ରମନ୍ତ୍ରୀଙ୍କ ସମେତ ୧୮ ରାଜ୍ୟସଭା ସାଂସଦ
ନୂଆଦିଲ୍ଲୀ: ଆଗାମୀ ୨୦୨୪ ଲୋକସଭା ନିର୍ବାଚନ ଲଢିପାରନ୍ତି ୧୦ କେନ୍ଦ୍ରମନ୍ତ୍ରୀଙ୍କ ସମେତ ୧୮ ରାଜ୍ୟ ସଭା ସାଂସଦ । ୧୦ କେନ୍ଦ୍ରମନ୍ତ୍ରୀଙ୍କ ସମେତ ୧୮ ରାଜ୍ୟସଭା ସାଂସଦ ଓ କିଛି ବିଧାୟକଙ୍କୁ ଲୋକସଭା ନିର୍ବାଚନ ଲଢ଼ିବା ନେଇ ପ୍ରସ୍ତୁତି ଆରମ୍ଭ କରିବାକୁ ବିଜେପି କହିଥିବା ଜାତୀୟ ଗଣମାଧ୍ୟମ…