୧୩ ତାରିଖ ଯାଏ ହିଟୱେଭ୍ ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ପଶ୍ଚିମରେ ତାତି, ଉପକୂଳରେ ଗୁଳୁଗୁଳି । ସନ୍ତୁଳି ହେଉଛି ଓଡ଼ିଶା । ଏଭଳି ସ୍ଥିତି ଆଉ ୩ ଦିନ ଲାଗି ରହିବ । ୩ ଦିନ ପରେ ତାପମାତ୍ରା ସାମାନ୍ୟ ଖସିବ । ଆଗାମୀ ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ଠାରୁ ୪ରୁ ୬ ଡିଗ୍ରୀ ଯାଏ ଅଧିକ ରହିବ ।
ଆଜି ହିଟୱେଭ୍…