ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି-ବାହାନଗା ହାଇସ୍କୁଲର ପୁନଃନିର୍ମାଣ ହେବ
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ବାହନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ ଏଲିମେଣ୍ଟାରୀ ସ୍କୁଲ ସମ୍ପୂର୍ଣ୍ଣ ଭଙ୍ଗା ଯିବ । 5T ଉପକ୍ରମରେ ଏହାର ପୁନଃନିର୍ମାଣ କରାଯିବା ସହିତ ଏହାକୁ ଏକ ଆଦର୍ଶ ସ୍କୁଲ ଭାବରେ ଗଢିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ…