Latest Odisha News

BREAKING NEWS

Yearly Archives

2023

ଧାନ ସହ ମୁଗ, ବିରି ଓ ହରଡ଼ର ସର୍ବନିମ୍ନ ସହାୟକ ମୂଲ୍ୟ ବଢ଼ାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: କୃଷକଙ୍କ ପାଇଁ ଖୁସି ଖବର । କେନ୍ଦ୍ର କ୍ୟାବିନେଟ୍ ବିଭିନ୍ନ ଖାଦ୍ୟ ଶସ୍ୟର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରିଛନ୍ତି । କେନ୍ଦ୍ରର ମୋଦି ସରକାର ୨୦୨୩-୨୪ ଆର୍ଥିକ ବର୍ଷରେ ଖରିଫ ଫସଲର ଏମଏସପି ବୃଦ୍ଧିକୁ ଅନୁମୋଦନ ଦେଇଛନ୍ତି । ଧାନ ଦର ୧୪୩ ଟଙ୍କା ବୃଦ୍ଧି କରିଛନ୍ତି…

ପୁଣି ଦୁର୍ଘଟଣା; ଏଲ୍‌ପିଜି ଗ୍ୟାସ୍ ନେଇ ଯାଉଥିବା ମାଲ୍‌ବାହୀ ଟ୍ରେନ୍‌ର ଦୁଇଟି ବଗି ଲାଇନ୍‌ଚ୍ୟୁତ

ଜବଲପୁର: ପୁଣି ଲାଇନ୍‌ଚ୍ୟୁତ ହେଲା ଟ୍ରେନ୍। ଏଥର ମଧ୍ୟ ପ୍ରଦେଶର ଜବଲପୁର ଜିଲ୍ଲାରେ ଏକ୍ ମାଲ୍‌ବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ ହୋଇଛି। ମଙ୍ଗଳବାର ରାତିରେ ମାଲବାହୀ ଟ୍ରେନ୍‌ର ଦୁଇଟି ଏଲ୍‌ପିଜି ରାକ୍‌ ବଗି ଲାଇନ୍‌ଚ୍ୟୁତ ହୋଇଛି। ଗ୍ୟାସ୍ ଟ୍ୟାଙ୍କର ଖାଲି କରିବାକୁ ଟ୍ରେନ୍‌ଟି ମଧ୍ୟ ପ୍ରଦେଶର…

‘ଜରା ହଟକେ ଜରା ବଚକେ’କୁ ମିଳୁଛି ଭଲ ରେସପନ୍ସ, ୫ଦିନରେ କଲାଣି ଏତିକି ଆୟ

ଓଡ଼ିଶା ସମ୍ବାଦ ବ୍ୟୁରୋ: ବକ୍ସ ଅଫିସରେ ବିକି କୌଶଲ ଓ ସାରା ଅଲି ଖାନଙ୍କ ଫିଲ୍ମ 'ଜରା ହଟକେ ଜରା ବଚକେ'କୁ ମିଳୁଛି ଭଲ ରେସପନ୍ସ। ଚଳଚ୍ଚିତ୍ରଟି ରିଲିଜ ହେବାର କିଛି ଦିନ ମଧ୍ୟରେ ଭଲ ରୋଜଗାର କରିଛି। ୱିକେଏଣ୍ଡ ଅପେକ୍ଷା ସୋମବାର ଓ ମଙ୍ଗଳବାର ଫିଲ୍ମର ରୋଜଗାରରେ ହ୍ରାସ ଘଟିଛି। ଏହା…

ବାହାନଗା ବଜାର ଷ୍ଟେସନରେ ପୁଣି ପହଞ୍ଚିଲା ସିବିଆଇ, କିଛି ରେଳ ଅଧିକାରୀଙ୍କ ଫୋନ୍ ଜବତ

ବାଲେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣାର ତଦନ୍ତ କରୁଥିବା ସିବିଆଇ ଦ୍ୱିତୀୟ ଦିନରେ ତୃତୀୟ ଥର ପାଇଁ ବାହାନଗା ବଜାର ଷ୍ଟେସନରେ ପହଞ୍ଚିଛି । କାହିଁକି ଟ୍ରେନ୍ ଦୁର୍ଘଟଣା ଘଟିଲା ? ସିଗନାଲରେ ତ୍ରୁଟି ଥିଲା ନା ଇଣ୍ଟରଲକିଂରେ ଥିଲା ସମସ୍ୟା ? ନା କିଏ କରିଛି ଷଡ଼ଯନ୍ତ୍ର ? ସବୁ ଦିଗରୁ…

ଆୟଠୁ ୩୩୩ ପ୍ରତିଶତ ଅଧିକ ସମ୍ପତ୍ତି ଠାବ, ସହକାରୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର: ସୁନ୍ଦରଗଡ଼ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ସଞ୍ଜୟ କୁମାର ବେହେରାଙ୍କୁ ଭିଜିଲାନ୍ସ ଗିରଫ କରିଛି । ସଞ୍ଜୟଙ୍କ ଆୟଠୁ ୩୩୩ ପ୍ରତିଶତ ଅଧିକ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ । ଗତକାଲି ଭିଜିଲାନ୍ସର ୪ ଜଣ ଡିଏସ୍ଏସପିଙ୍କ ନେତୃତ୍ୱରେ ୧୦ ଜଣ ଇନ୍ସପେକ୍ଟର,…

ବାହାନଗା ଦୁର୍ଘଟଣା ପରେ ୨ ରାଜ୍ୟର ଶହେରୁ ଅଧିକ ଯାତ୍ରୀଙ୍କ ମିଳୁନି ପତ୍ତା

ଭୁବନେଶ୍ୱର: ବାଲେଶ୍ୱର ବାହାନଗା ଦୁର୍ଘଟଣା ପରେ ମୃତାହତଙ୍କ ତାଲିକା ସରକାରଙ୍କ ପକ୍ଷରୁ ସାର୍ବଜନୀନ କରାଯାଇଛି । ଏସଆରସି, ବିଏମସି ଏବଂ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ୱେବସାଇଟରେ ମୃତାହତଙ୍କ ଫଟୋ ରହିଛି । ତଥାପି ପଶ୍ଚିମବଙ୍ଗ ଓ ବିହାରର ଶତାଧିକ ଯାତ୍ରୀଙ୍କ ଖୋଜ…

ଲକ୍ଷ୍ମଣ ସାହୁ ‘ନୀଳଚକ୍ର ସମ୍ମାନ’ରେ ସମ୍ମାନିତ

କଟକ : ନୟା ସବେରା ନିମାପଡା ୟୁଥ ଟ୍ରଷ୍ଟ ପକ୍ଷରୁ ନିମାପଡ଼ା ଟାଉନ୍ ହଲ ପରିସରରେ କଟକ ମହାନଦୀ ବିହାର ମହିଳା ସ୍ନାତକ ମହାବିଦ୍ୟାଳୟର ଅଧ୍ୟକ୍ଷ ଲକ୍ଷ୍ମଣ ସାହୁଙ୍କୁ 'ନୀଳଚକ୍ର ସମ୍ମାନ-୨୦୨୩ ' ପ୍ରଦାନ କରାଯାଇଛି ।ଏହି ଅବସରରେ ସାହିତ୍ୟ ଆଲୋଚନାରେ ବିଶ୍ୱ ଦରବାରରେ ରଥ ଯାତ୍ରା ଶୀର୍ଷକ ଉପରେ…

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସ୍

ଭୁବନେଶ୍ୱର: ଏକ ବଡ଼ ଦୁର୍ଘଟଣାରୁ ରକ୍ଷା ପାଇଛି ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସ୍ । ଜୁନ୍ ୨ ତାରିଖରେ ବାଲେଶ୍ୱର ବାହାନଗାରେ ଘଟିଥିବା ଛାତି ଥରା ଦୁର୍ଘଟଣାକୁ ୪ ଦିନ ବିତିଥିବା ବେଳେ ବଡ଼ ଦୁର୍ଘଟଣାରୁ ବର୍ତ୍ତି ଯାଇଛି ରାଜଧାନୀ ଏକ୍ସପ୍ରେସ୍ । ମିଳିଥିବା ସୂଚନା ଅନୁସାରେ,…

ଭୀଷଣ ବାତ୍ୟାରେ ପରିଣତ ହେଲା ବାତ୍ୟା ‘ବିପର୍ଯ୍ୟୟ’

ଭୁବନେଶ୍ୱର: ଆରବସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବିପର୍ଯ୍ୟୟ’ଭୀଷଣ ବାତ୍ୟାରେ ପରିଣତ ହୋଇଛି । ବିଗତ ୬ ଘଣ୍ଟା ହେଲା ବାତ୍ୟା ଘଣ୍ଟା ପ୍ରତି ୨ କିଲୋମିଟର ବେଗରେ ଗତି କରୁଛି । ବାତ୍ୟା ‘ବିପର୍ଯ୍ୟୟ’ଏବେ ଗୋଆ ଠାରୁ ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗରେ ୮୯୦ କିଲୋମିଟର ଦୂରରେ ରହିଥିବା ବେଳେ…

୨୦୩୦ ସୁଦ୍ଧା ଲୋପ ପାଇବ ସମୁଦ୍ର ବରଫ, ବୃଦ୍ଧି ପାଇବ ବିଶ୍ୱର ତାପମାତ୍ରା

ଓଡିଶା ସମ୍ବାଦ ବ୍ୟୁରୋ: ପ୍ରକୃତିର ପରିବର୍ତ୍ତନ ଯୋଗୁଁ ପରିବେଶ ବହୁତ ପ୍ରଭାବିତ ହୋଇଛି। ଶହ ଶହ ବିଶ୍ୱସ୍ତରୀୟ ଆଲୋଚନା ଏବଂ ଅନେକ ପ୍ରୟାସ ପରେ ମଧ୍ୟ ପରିବେଶ ପ୍ରଦୂଷଣ ନିୟନ୍ତ୍ରଣ ହୋଇପାରିଲା ନାହିଁ। ନୂତନ ଅନୁସନ୍ଧାନ ରିପୋର୍ଟ ଅନୁଯାୟୀ, ବର୍ତ୍ତମାନ ଆର୍କଟିକ୍ ମହାସାଗରର ସମର ସି ଆଇସ ବା…