ନୂଆପଡ଼ାରେ ଛତିଶଗଡ ବନ ବିଭାଗର ଚଢଉ; ବାଘ ଛାଲ ଜବତ, ୬ ଅଟକ
ନୂଆପଡା: ଜିଲ୍ଲା ଖଡ଼ିଆଳ ବନ ଖଣ୍ଡ ଅଧୀନ ସୁନାବେଡ଼ା ଅଭୟାରଣ୍ୟ ପାଟଧରା ଅଞ୍ଚଳରେ ଛତିଶଗଡ ବନ ବିଭାଗ ଚଢ଼ାଉ କରିଛି । ଚଢାଉ ବେଳେ ବାଘ ଛାଲ, ନଖ, ଦାନ୍ତ, ବଜ୍ର କାପ୍ତାର କାତି, ଦେଶୀ ବନ୍ଧୁକ, ଫାଶ ଜବତ କରିଛି । ବାଘ ଶିକାର ସନ୍ଦେହରେ ଛଅ ଜଣ ଙ୍କୁ ଅଟକ ରଖି ଅଧିକ ତଦନ୍ତ ଚଳାଇଛି…