ମୃତ ଦେହ ପଠାଇବାର ସମସ୍ତ ଖର୍ଚ୍ଚ ବହନ କରିବେ ସରକାର
ଭୁବନେଶ୍ୱର: ବାଲେଶ୍ୱର ବାହାନଗାର ମର୍ମନ୍ତୁଦ ଟ୍ରେନ ଦୁର୍ଘଟଣାରେ ମୃତାହାତଙ୍କ ସମ୍ପୂର୍ଣ୍ଣ ତଥ୍ୟ ସରକାରୀ ଭାବେ ଘୋଷଣା କରାଯାଇଛି । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇ ମୃତକଙ୍କ ସଂଖ୍ୟା ୨୭୫ ବୋଲି ସ୍ପଷ୍ଟ କରିଛନ୍ତି ।
ମୃତଦେହକୁ ଚିହ୍ନଟ କରିବା ପାଇଁ ଫଟୋ ଜାରି…