ବାହାନଗା ଟ୍ରେନ୍ ଦୁର୍ଘଟଣା: ମୃତକଙ୍କ ପରିବାରବର୍ଗଙ୍କୁ ୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି (ସିଏମ୍ଆରଫ୍)ରୁ ଏହି ସହାୟତା ପ୍ରଦାନ କରାଯିବ।
ଏହି ଦୁଃଖଦ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାରକୁ ୫…