Latest Odisha News

BREAKING NEWS

Yearly Archives

2023

ସୁନ୍ଦରୀ ପ୍ରତିଯୋଗିତାରେ ବିଜେତାଙ୍କ ମୁକୁଟ ଭାଙ୍ଗିଦେଲେ ପରାସ୍ତ ପ୍ରତିଯୋଗୀଙ୍କ ସ୍ୱାମୀ

ବ୍ରାଜିଲ: ପ୍ରତ୍ୟେକ ପ୍ରତିଯୋଗିତାରେ ହାର-ଜିତ୍ ଥାଏ । ପ୍ରତିଯୋଗିତାରେ କେହି ତ ଜଣେ ବିଜୟୀ ହୋଇଥାନ୍ତି । ଅନ୍ୟ ପ୍ରତିଯୋଗୀମାନେ ହାରୁଥିଲେ ବି ଆଗାମୀ ଦିନରେ ପୁଣି ଜିତିବାକୁ ଚେଷ୍ଟା କରିଥାନ୍ତି । କିନ୍ତୁ ବ୍ରାଜିଲରେ ଆୟୋଜିତ ଏକ ସୁନ୍ଦରୀ ପ୍ରତିଯୋଗିତାରେ ଭିନ୍ନ କିଛି ଦେଖିବାକୁ…

୨୦ ବର୍ଷରୁ କମ ଫିଫା ବିଶ୍ୱକପ: କ୍ୱାର୍ଟରରେ ଆମେରିକା, ଇସ୍ରାଏଲ

ବୁଏନ୍ସ ଏରିସ: ଆର୍ଜେଂଟିନାରେ ଚାଲିଥିବା ୨୦ ବର୍ଷରୁ କମ ଫିଫା ବିଶ୍ୱକପର ରୋମାଂଚ ବଢ଼ିବାରେ ଲାଗିଛି । ବୁଧବାର ଚମତ୍କାର ପ୍ରଦର୍ଶନ କରି ଆମେରିକା ଓ ଇସ୍ରାଏଲ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି । ପ୍ରି-କ୍ୱାର୍ଟରରେ ଆମେରିକା ୪-୦ ଗୋଲରେ ନ୍ୟୁଜିଲାଣ୍ଡକୁ ହରାଇଥିଲା । ଆମେରିକା…

+୨ ବିଜ୍ଞାନ ଓ ବାଣିଜ୍ୟରେ କିସ୍‍ର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର: ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି । ଏଥିରେ କିସ୍‍ର ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି । ରାଜ୍ୟର ବିଜ୍ଞାନରେ ପାସ ହାର ୮୪.୯୩ ପ୍ରତିଶତ ଓ ବାଣିଜ୍ୟରେ ୮୧.୧୨…

ଦାମି ଗାଡ଼ିରେ ଆସି ରାସ୍ତାକଡ଼ରେ ଚା’ ବିକନ୍ତି ଦୁଇ ଯୁବକ

ମୁମ୍ବାଇ: ଯେଉଁମାନେ ଚା କିମ୍ବା ରାସ୍ତା କଡ଼ରେ କୌଣସି ଜଳଖିଆ ବ୍ରିକ୍ରି କରନ୍ତି, ତାଙ୍କୁ ଛୋଟ ଲୋକ ଭାବରେ ବିବେଚନା କରାଯାଏ । କିନ୍ତୁ ବର୍ତ୍ତମାନ ପରିସ୍ଥିତି ବଦଳି ଯାଇଛି । ଉଚ୍ଚ ଶିକ୍ଷିତ ଯୁବକମାନେ ନିଜ ଇଚ୍ଛାରେ ରାସ୍ତାକଡ଼ରେ ଚା’ ବିକ୍ରି କରୁଛନ୍ତି । ଏବେ ମୁମ୍ବାଇର ଦୁଇ ଜଣ ଯୁବକ…

ଥାଇଲାଣ୍ଡ ଓପନ ବ୍ୟାଡମିଂଟନ: ପ୍ରଥମ ରାଉଣ୍ଡରୁ ସିନ୍ଧୁ ବିଦା

ବ୍ୟାଙ୍କକ: ଚଳିତ ଥାଇଲାଣ୍ଡ ଓପନ ବ୍ୟାଡମିଂଟନରେ ଭାରତର ଷ୍ଟାର ମହିଳା ଖେଳାଳି ପିଭି ସିନ୍ଧୁ ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି । ସାଇନା ନେହ୍ୱାଲ, ସାତ୍ୱିକ-ଚିରାଗ ଓ ଲକ୍ଷ୍ୟ ସେନ ସେମାନଙ୍କ ମ୍ୟାଚରେ ବିଜୟ ହାସଲ କରିଛନ୍ତି । ସିନ୍ଧୁ କାନାଡାର ମିଚେଲ ଲୀଙ୍କ ନିକଟରୁ ୨୧-୮, ୨୧-୧୮ ଓ…

ମାଆଙ୍କ ମୃତଦେହକୁ ୬ ବର୍ଷ ଘରେ ରଖିଲେ ପୁଅ: କାରଣ ଜାଣିଲେ ହେବେ ଚକିତ

ଇଟାଲି: ଯଦି କେହି ହଠାତ୍ ନିଜର ପ୍ରିୟଜନକୁ ହରାଏ, ତାହାକୁ ନେଇ ସେ ପୁରା ଭାଙ୍ଗି ପଡ଼ିଥାଏ । ତାର ଜୀବନ ପୁରା ନଷ୍ଟ ହୋଇଯାଇଥାଏ । ଏଭଳି ପରିସ୍ଥିତିରେ ଅନେକ ଲୋକ ମୃତ୍ୟୁକୁ ସହଜରେ ଗ୍ରହଣ କରି ପାରନ୍ତି ନାହିଁ । ତଥାପି, କିଛି ଲୋକ ଅଛନ୍ତି ଯେଉଁମାନେ ନିଜ ପ୍ରିୟଜନଙ୍କ ମୃତ ଶରୀରକୁ…

ରାଜସ୍ଥାନରେ କଂଗ୍ରେସର ପ୍ରାକ ନିର୍ବାଚନୀ ଭେଟି, ବିଜୁଳି ଏବେ ମାଗଣା

ଭୁବନେଶ୍ୱର: କଂଗ୍ରେସର ଗ୍ୟାରେଣ୍ଟି ଏବେ ନିର୍ବାଚନ ପାଇଁ ଏକ ପ୍ରମୁଖ ଅସ୍ତ୍ର ଭାବେ ଗଣାଯାଉଛି। କର୍ଣ୍ଣାଟକରେ ଏ କଥା କାମ ଦେବା ପରେ ଅନ୍ୟ ରାଜ୍ୟରେ ଦଳ ଗ୍ୟାରେଣ୍ଟିକୁ ନିର୍ବାଚନ ଅସ୍ତ୍ର ଭାବେ ବ୍ୟବହାର କରିବା ଆରମ୍ଭ କରିଛି। ଏପରିକି ଦେଶର ଅନ୍ୟ କିଛି ପ୍ରମୁଖ ଦଳ ମଧ୍ୟ କଂଗ୍ରେସର…

ପୂର୍ବତନ ଆଇଏଫଏସ ଅଫିସର ଅଭୟକାନ୍ତ ପାଠକଙ୍କ ୬୬ ଲକ୍ଷ ଟଙ୍କାର ସମ୍ପତ୍ତି ଆଟାଚ

ଭୁବନେଶ୍ୱର: ପୂର୍ବତନ ଭାରତୀୟ ବନ ସେବା ଅଧିକାରୀ (ଆଇଏଫଏସ) ଅଭୟ କାନ୍ତ ପାଠକଙ୍କ ୬୬ ଲକ୍ଷ ଟଙ୍କାର ସମ୍ପତ୍ତିକୁ ଅସ୍ଥାୟୀ ଭାବେ ଜବତ ହୋଇଛି। ପୂର୍ବରୁ ଅତିରିକ୍ତ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ଭାବେ କାର୍ଯ୍ୟ କରିଥିବା ପାଠକଙ୍କ ବିରୋଧରେ ମନି ଲଣ୍ଡରିଂ ମାମଲାର ଅଂଶବିଶେଷ ସ୍ୱରୂପ…

ଶେରଗଡ଼ରୁ-ପୁରୀକୁ ଗଡ଼ିଲା ପ୍ରଥମ ଏସି ବସ୍ ଜଗନ୍ନାଥ ଏକ୍ସପ୍ରେସ୍

ଭୁବନେଶ୍ୱର: ଜଗନ୍ନାଥ ଧାମ୍ ପୁରୀକୁ ଆଜି ଗଞ୍ଜାମ ଜିଲ୍ଲାର ଶେରଗଡ଼ରୁ ଗଡିଛି ପ୍ରଥମ ଏସି ବସ୍ ଜଗନ୍ନାଥ  ଏକ୍ସପ୍ରେସ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫେରେନ୍ସିଂ ଜରିଆରେ ଶେରଗଡ଼-ପୁରୀ ମଧ୍ୟରେ ଜଗନ୍ନାଥ ଏକ୍ସପ୍ରେସ ଏସି ବସ୍ ସେବା ଚଳାଚଳକୁ ପତକା ହଲାଇ ଶୁଭାରମ୍ଭ…

‘ୟୁପି ରାଜନୀତି’, କଂଗ୍ରେସକୁ ଫଲୋ କରୁଛି ସମାଜବାଦୀ ପାର୍ଟି !

ଭୁବନେଶ୍ୱର: ଉତ୍ତରପ୍ରଦେଶରେ କଂଗ୍ରେସ ଢାଞ୍ଚା ଆପଣାଇବ ସମାଜବାଦୀ ପାର୍ଟି। ଦଳକୁ ନିର୍ବାଚନରେ ସଫଳ କରିବା ପାଇଁ ଉତ୍ତରପ୍ରଦେଶରେ ସମାଜବାଦୀ ପାର୍ଟି ହିନ୍ଦୁତ୍ୱ ପନ୍ଥା ଆପଣାଇବ ବୋଲି କୁହାଯାଉଛି। କର୍ଣ୍ଣାଟକ ନିର୍ବାଚନରେ କଂଗ୍ରେସ ଇସ୍ତାହାରରେ ବଜରଙ୍ଗ ଦଳକୁ ବ୍ୟାନ କରିବା ସମ୍ପର୍କିତ…