ଜନଶତାଦ୍ଦୀ ଏକ୍ସପ୍ରେସରେ ନିଆଁ, ଭୟଭୀତ ହେଲେ ଯାତ୍ରୀ
କଟକ: ଜନ ଶତାଦ୍ଦୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ । କଟକ ଷ୍ଟେସନରେ ଗୋଟିଏ ବଗି ତଳେ ନିଆଁ ଲାଗିଯାଇଛି । ବ୍ରେକ୍ ବାଇଡିଂ ଯୋଗୁଁ ନିଆଁ ଲାଗିଥିବା ରେଲଓ୍ବେ କର୍ତ୍ତୁପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି । ଟ୍ରେନଟି ଭୁବନେଶ୍ବରରୁ ହାଓ୍ବଡା ଯାଉଥିଲା । ପରେ ନିଆଁ ଲାଗିବାର ଖବର ପାଇ ଅଗ୍ନିଶମ…